Daily Archives

ବଲାଙ୍ଗିରରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ୪ର୍ଥ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ
Read More...

ଭଇଁସାଦାନି ୧୯ ବାଟାଲିୟନ ସିଆରପିଏଫ କ୍ୟାମ୍ପଠାରେ ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଭଇଁସାଦାନି ୧୯ ବାଟାଲିୟନ ସିଆରପିଏଫ କ୍ୟାମ୍ପ ଠାରେ ସିଆରପିଏଫ ଯବାନଙ୍କ ସିବିକ୍ ଆକ୍ସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସିଭିକ୍‌ ଆକ୍ସନ କାର୍ଯ୍ୟକ୍ରମରେ ସିଆରପିଏଫ ୧୯ ବାଟାଲିୟନର କମାଣ୍ଡେଣ୍ଟ ମନୋଜ
Read More...

ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ନୂଆପଡ଼ା ଗରିବ ସେନା ସଂଗଠନ ତରଫରୁ ଗଣଧାରଣା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଗରିବ ସେନା ସଂଗଠନ ତରଫରୁ ଗଣଧାରଣା ସହିତ ଜିଲ୍ଲାପାଳକୁ ଦାବୀପତ୍ର ପ୍ରଦାନ କରାଯାଇଛି । ଗରିବ ସେନା ଜିଲ୍ଲା ଆବାହକ ରବି ମଙ୍ଗରାଜଙ୍କ ନେତୃତ୍ୱରେ ଗରିବ ସେନାର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ । ଜିଲ୍ଲାର ଯୋଗ୍ୟ ହିତାଧିକାରୀଙ୍କୁ
Read More...

ହରିଶଙ୍କରଠାରେ ଗ୍ରାମ ରୋଜଗାର ସେବକ ସଂଘର ବୈଠକ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ହରିଶଙ୍କର ଠାରେ ଗ୍ରାମ ରୋଜଗାର ସେବକ ସଂଘର ବୈଠକ ବ୍ଲକ ସଭାପତି ମୃତ୍ୟୁଞ୍ଜୟ ନନ୍ଦଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗ୍ରାମ ରୋଜଗାର ସେବକମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହେବା ସହ ସରକାର
Read More...

ଯୁବ ବ୍ୟବସାୟୀଙ୍କ ଅକାଳ ବିୟୋଗ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ନିକଟସ୍ଥ ଅର୍ଜୁନପୁର ନିବାସୀ ମୃଗରାଜ୍ ସାହୁଙ୍କ ଦ୍ୱିତୀୟ ପୁତ୍ର ଉଗ୍ରେସନ ସାହୁ (ସୂର୍ଯ୍ୟ)ଙ୍କ ତା.୦୯.୧୧.୨୦୨୨ରିଖ ବୁଧବାର ଦିନ ହଠାତ୍ ହୃଦଘାତ୍ ହେବାରୁ ତାଙ୍କର ଅକାଳ ବିୟୋଗ ହୋଇଯାଇଛି । ଏ ଖବର ପ୍ରସାରିତ ହେବାପରେ ଅର୍ଜୁନପୁର ତଥା ଆଖପାଖ ଗାଁରେ
Read More...