Daily Archives

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ଓ ଶିଶୁ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନଙ୍କ ଅଧ୍ୟକ୍ଷତାରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁ ଭାଇ ଭଉଣୀଙ୍କୁ ନେଇ ଶିଶୁ ଦିବସ ପାଳିତ ହୋଇଯାଇଛି ।…
Read More...

ଜଗୁଆ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଗ୍ରାମ ଭାବରେ ଘୋଷଣା

ଟିଟିଲାଗଡ, (କେପିଏନ୍‌ଏସ୍‌) : ସଞ୍ଚୟ ପକ୍ଷ-୨୦୨୨ର ଅନ୍ତିମ ଦିନରେ ଟିଟିଲାଗଡ ଉପଖଣ୍ଡ ଅନ୍ତର୍ଗତ ଜଗୁଆ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଗ୍ରାମ ବା ସଂମ୍ପୂର୍ଣ୍ଣ ସୁକନ୍ୟା ଗ୍ରାମ ଭାବରେ ଘୋଷଣା କରାଯାଇଛି । ଗ୍ରାମରେ ଥିବା ଜନ୍ମରୁ ୧୦ ବର୍ଷ ପର୍ଯ୍ୟନ୍ତ ବୟସର ସମସ୍ତ ୧୧୬ ଜଣ କନ୍ୟା…
Read More...

ଡୁମ୍ବେରବାହାଲ ସ୍କୁଲରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜିର ଶିଶୁ ହେଉଛି ଭବିଷ୍ୟତର ନାଗରିକ । ତେଣୁ ଶିଶୁର ଉନ୍ନତି ହେଲେ ଦେଶର ଉନ୍ନତି ହେବ ଓ ଶିକ୍ଷାର ଉନ୍ନତି ହେଲେ ଶିଶୁମାନଙ୍କ ଉନ୍ନତି ହେବ ବୋଲି ଡୁମ୍ବେରବାହାଲ ସ୍କୁଲରେ ଅନୁଷ୍ଠିତ ଶିଶୁ ଦିବସ ପାଳନ ଉତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି ।…
Read More...

୧୦ତମ ମାଣବସା ଲକ୍ଷ୍ମୀ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୁରିବାହାଲ ଗ୍ରାମର ପ୍ରହରୀ ମଣ୍ଡପ ଠାରେ ଆଜି ମାଣବସା ଲକ୍ଷ୍ମୀ ପୂଜା କମିଟି ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଶଙ୍କର ନାଗଙ୍କ ସଭାପତିତ୍ୱରେ…
Read More...

୫୬ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖନୀ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଂଚାୟତ ଅନ୍ତର୍ଗତ ଗୋଖରକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁଦିବସ ଅବସରରେ ଗଞ୍ଜାମ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଭାଷା ଓ ସାହିତ୍ୟକୁ ନେଇ ପଠନ, ଆବୃତ୍ତି ଓ ଲିଖନ, ବିଦ୍ୟାଳୟସ୍ତରୀୟ ଶିଶୁ ଲେଖନୀ…
Read More...

ରାସ୍ତାକଡରେ ବିପଦ ସଙ୍କୁଳ ଅବସ୍ଥାରେ ରହିଛି ଗଛ : ସାଧାରଣରେ ଅସନ୍ତୋଷ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ତହସିଲ୍ କାର୍ଯ୍ୟାଳୟକୁ ଯିବା ରାସ୍ତା ସମ୍ମୁଖରେ ଏକ ଶୁଖିଲା ବୃକ୍ଷ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି । ଉକ୍ତ ବୃକ୍ଷଟି ଯେକୌଣସି ସମୟରେ ମଧ୍ୟ ପଡିଯିବାର ସମ୍ଭାବନା ରହିଛି । ବିଭିନ୍ନ ଗାଁରୁ ଏହି…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୫୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୪୨ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ…
Read More...

ଶାଳେଶ୍ୱର ସ୍ୱପ୍ନେଶ୍ୱର ଦେବ ବିଦ୍ୟାପୀଠରେ ଶିଶୁ ଦିବସ ପାଳିତ

ଖୋର୍ଦ୍ଧା, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ତାପଙ୍ଗ ପଞ୍ଚାୟତ ଅଣ୍ଡା ଗ୍ରାମର ଶାଳେଶ୍ୱର ସ୍ୱପ୍ନେଶ୍ୱର ଦେବ ବିଦ୍ୟାପୀଠରେ ଶିଶୁ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଗଣେଶ୍ୱର ପୃଷ୍ଟି ନେହେରୁଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶିଶୁ ଦିବସର ମାହାତ୍ମ୍ୟ ଓ…
Read More...

ବରିଷ୍ଠ ଫଟୋଗ୍ରାଫର କରୁଣାକର ଶତପଥୀ ରାଜ୍ୟସ୍ତରରେ ସମ୍ମାନିତ

ସମ୍ବଲପୁର, (କେପିଏନ୍‌ଏସ୍‌) : ଶିକ୍ଷା ଓ ଅନୁସନ୍ଧାନ ୟୁନିଭର୍ସିଟି, ଖଣ୍ଡଗିରି କଳିଙ୍ଗନଗର କନଫରେନ୍ସ ହଲଠାରେ ଶୁକ୍ରବାର ଦିନ ଫଟୋଗ୍ରାଫ ଏସୋସିଏସନ୍‌ ଅଫ୍‌ ଓଡିଶା ଆନୁକୂଲ୍ୟରେ ମେଗା ଫଟୋଟ୍ରେଡ ଫେୟାର ଅବସରରେ ଆୟୋଜିତ ‘ଏକ୍ସପୋ-୨୦୨୨’ର ଉଦ୍‌ଘାଟନୀ ଉତ୍ସବରେ ସମ୍ବଲପୁରର ବରିଷ୍ଠ…
Read More...

ବେନ୍ଦ୍ରା ପଂଚାୟତ ଅଫିସ ରାମପୁର ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ବେନ୍ଦ୍ରା ପଂଚାୟତ ରାମପୁର ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରଟି ସମର୍ପଣ ସେବା ସଂଗଠନର ସକ୍ରିୟ ସଦସ୍ୟ ସୁଜିତ କର୍ଣ୍ଣଙ୍କ ଜନ୍ମଦିନ ଅବସରରେ ସମ୍ବାଦ ଆମ ଓଡିଶା ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି ।…
Read More...