Daily Archives

ବଲାଙ୍ଗିର ଜିଲ୍ଲାର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଶିକ୍ଷଣ ବିକାଶ ନିମନ୍ତେ ଡିଜିଟାଲ ଇ-କଣ୍ଟେଣ୍ଟର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ଆଦର୍ଶ ବିଦ୍ୟାଳୟ ପଥରଚେପା ଠାରେ ଆଜି ଶିଶୁ ଦିବସ ପାଳନ ଅବସରରେ ଜିଲ୍ଲାର ସମସ୍ତ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଶିକ୍ଷଣ ବିକାଶ ନିମନ୍ତେ ଡିଜିଟାଲ ଇ-କଣ୍ଟେଣ୍ଟର ଶୁଭାରମ୍ଭ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଏହି ଦିବସରେ
Read More...

ବ୍ଲୁସୁମ କନସେପ୍ଟେ ସ୍କୁଲର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାର୍ଷିକ ଉତ୍ସବ ଯେକୌଣସି ଅନୁଷ୍ଠାନର ଉପଲବ୍ଧି ଓ ଆତ୍ମ ବିସ୍ଲେଷଣ ପାଇଁ ଆବଶ୍ୟକ ହୋଇଥାଏ । ଏଇ ଆଭିମୁଖ୍ୟ ନେଇ ଆଜି ବ୍ଲୁସୁମ କନସେପ୍ଟ ସ୍କୁଲର ୨୮ତମ ବାର୍ଷିକ ସ୍ଥାନୀୟ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର
Read More...

ପଦ୍ମପୁର ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ବର୍ଷା ହେଲେ ବିଜେଡି ପ୍ରାର୍ଥୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକର ସ୍ମୃତି ସୌରଭ ବଳିୟାର ସିଂଙ୍କ ପତ୍ନୀ ବର୍ଷାରାଣୀ ବରିହାଙ୍କୁ ଦଳ ପ୍ରାର୍ଥୀ କରିଛି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ହେଉଛନ୍ତି
Read More...

କୁମ୍ଭୀର ଗଣନା ସକାଶେ ଭିତରକନିକାରେ ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ରାଜନଗର : ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ
Read More...

ଦେଓଘାଟିରେ ଗୋଷ୍ଠୀ ସଙ୍ଘର୍ଷ ଘଟି ୫ ଗୁରୁତର

କୋରାପୁଟ : କୋରାପୁଟ ସଦର ଥାନା ଅଧିନ ଦେଓଘାଟିରେ ଗୋଷ୍ଠୀ ସଙ୍ଘର୍ଷ ଘଟି ୫ ଜଣ ଗୁରୁତରଥିବା ଖବର ମିଳିଛି । ସୂଚାଯୋଗ୍ୟ ଯେ, ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର ଦୁଇ ଗୋଷ୍ଠୀ ମଧ୍ୟରେ ରବିବାର ବିଳମ୍ବିତ ରାତିରେ ସଙ୍ଘର୍ଷ ହୋଇଛି । ଏଥିରେ ପ୍ରାୟ ୫ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ସଦର
Read More...

ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ସମୀକ୍ଷା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଭୋରୁ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍ । ମାଆଙ୍କୁ ଦର୍ଶନ କରିବା ସହ ମନ୍ଦିରର ବିକାଶ ନେଇ ଆଲୋଚନା କରିଛନ୍ତି । ପାରିପାର୍ଶ୍ବିକ ସ୍ଥଳ ବୁଲି ଦେଖିବା ସହ ହିଲ୍‌ଟପରେ ଥିବା ହନୁମାନ ମନ୍ଦିର
Read More...

୨୫୧ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଉପଲକ୍ଷେ ସିନାପାଲିରେ ଭବ୍ୟ ଭୂମିପୂଜନ ଓ ଦେବଦମ୍ପତ୍ତି ସମ୍ମିଳନୀ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲିରେ ଆସନ୍ତା ଜାନୁଆରୀ ମାସରେ ହେବାକୁ ଥିବା ଐତିହାସିକ ୨୫୧ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଏବଂ ସଂସ୍କାର ମହୋତ୍ସବ ଉପଲକ୍ଷେ ରବିବାର ସ୍ଥାନୀୟ ଯଜ୍ଞସ୍ଥଳରେ ଭବ୍ୟ ଭୂମିପୂଜନ ଓ ଦେବଦମ୍ପତ୍ତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଖିଳ
Read More...

ବାଲୁଖଣ୍ଡ ଅଭୟାରଣ୍ୟରେ ଅଗ୍ନିକାଣ୍ଡ

କୋଣାର୍କ : କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ପୁରୀ କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ନିକଟରେ ପ୍ରାୟ ଏକର ଜଙ୍ଗଲରେ ନିଆଁ ଲାଗି କାଜୁ ଓ ଝାଉଁ ଗଛ ଜଳିଯାଇଥିବା ଜଣାପଡିଛି । ରାମଚଣ୍ଡୀ ବୋଟ୍ ଚାଳକଙ୍କ ଠାରୁ ଖବରପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ ବାହିନୀ
Read More...

ପଞ୍ଜାବର ଅମୃତସରରେ ଭୂମିକମ୍ପର ଝଟକା ଅନୁଭୂତ

ନୂଆଦିଲ୍ଲୀ : ଆଜି ଭୋର ପ୍ରାୟ ୩ଟା ୪୨ ମିନିଟ୍‌ରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ଥିଲା । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଭୂମିକମ୍ପର ଗଭୀରତା ଭୂମି ଭିତରେ ୧୨୦ କିମି ଯାଏ ବ୍ୟାପିଛି । ଭୂମିକମ୍ପର କେନ୍ଦ୍ରବିନ୍ଦୁ ଅମୃତସର
Read More...

ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ଆଜି ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲି ଗସ୍ତ କରିବେ । ବାଲିରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀରେ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ୍‌, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ
Read More...