Daily Archives

ଚାଇଲ୍ଡ ଲାଇନ ସେ ଦୋସ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଝିଙ୍କିଡୁଙ୍ଗୁରୀ ଗ୍ରାମ ପଞ୍ଚାୟତ ଠାରେ ୱାଇଏସ୍‌ସି ଚାଇଲ୍ଡ ଲାଇନ ତରଫରୁ ଚାଇଲ୍ଡ ଲାଇନ ସେ ଦୋସ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସରପଞ୍ଚ ପୁଷ୍ପାଞ୍ଜଳି ମାଝୀ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟିତ
Read More...

ମଣି ବରିହା ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜନ କଲ୍ୟାଣ ଯୁବକ ସଂଘ ଫୁଟବଲ ଏସୋସିଏସନ କାଲସାଏପାଲି ତରଫରୁ ସ୍ୱର୍ଗତ ମଣି ବରିହା ଫୁଟବଲ କୋଚଙ୍କ ନାରେ ମଣି ବରିହା ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଖୁଜେନପାଲି ଖେଳ ପଡିଆରେ ପ୍ରଥମ ଦିନର ଖେଳ ଅନୁଷ୍ଠିତ ହୋଇଯାଇଛି । ମଣି ବରିହା ସ୍ମାରକୀ ଫୁଟବଲ
Read More...

ଶିଶୁ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୋଡମପେଟା ଗ୍ରାମ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସାମ୍ବାଦିକ ସଙ୍ଘ (ଓଜେୟୁ)
Read More...

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିର୍ସାମୁଣ୍ଡା ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଆଦିବାସୀ କ୍ରାନ୍ତିବୀର ମହାନ ସ୍ୱାଧିନତା ସଂଗ୍ରାମୀ ବୀର ବିର୍ସାମୁଣ୍ଡାଙ୍କ ୧୪୭ତମ ଜନ୍ମ ଦିବସ ବଲାଙ୍ଗିର ସହର ଓ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦଶପୁର ପଂଚାୟତର ସୁର୍ଡା ଗ୍ରାମରେ ପାଳନ କରାଯାଇଛି । ଜିଲ୍ଲା ଆଦିବାସୀ
Read More...

ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ଶିଶୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିରର ସହରର ପେଲେସ ଲାଇନ ଠାରେ ଥିବା ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ଶିଶୁ ଦିବସ ପାଳିତ ହୋଇଯାଇଛି । ସ୍କଲର ପ୍ରିନ୍ସିପାଲ ଦିବ୍ୟନାରାୟଣ ମିଶ୍ରଙ୍କ ଉପସ୍ଥିତିରେ ଅତିଥି ଭାବେ ସହରର ଜଣାଶୁଣା ଡାନ୍ସ ଶିକ୍ଷକ ସୁବଳ ମହକୁର, ମଡେଲର ତଥା ଅଭିନେତ୍ରୀ ଅଭିପ୍ସା
Read More...

ପୃଥ୍ୱୀରାଜ୍ ହାଇସ୍କୁଲର ୧୯୬୮ ମେଟ୍ରିକ ବେଚ୍‌ର ବନ୍ଧୁମିଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲର ୧୯୬୮ ମେଟ୍ରିକ ବେଚ୍‌ର ୫୪ତମ ବନ୍ଧୁମିଳନ ଗତ ରବିବାର ଦିନ ଭୀମ ଡୁଙ୍ଗୁରୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୯ ଜଣ ପୂର୍ବତନ ଛାତ୍ର ଯୋଗଦାନ କରିଥିଲେ । ସମସ୍ତେ ଭୀମଡୁଙ୍ଗୁରୀର ସୁନ୍ଦର ପରିସରକୁ ବହୁତ ଉପଭୋଗ କରିଥିଲେ । ସମସ୍ତ
Read More...

ସେକ୍ଟର ୬ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିର୍ସା ମୁଣ୍ଡା ଓ ଚାଚା ନେହେରୁ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୬ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିର୍ସା ମୁଣ୍ଡା ଓ ଚାଚା ନେହେରୁଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ
Read More...

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ୧୪୭ତମ ବିର୍ସା ମୁଣ୍ଡା ଜୟନ୍ତୀ ପାଳିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ସ୍ଥାନୀୟ ବ୍ରହ୍ମପୁରା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆନୁକୂଲ୍ୟରେ ୧୪୭ତମ ସହିଦ ବୀର ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ରାଜ୍ୟସଭା ସାଂସଦଙ୍କ ପାଟଣାଗଡ଼ ବ୍ଲକ ପ୍ରତିନିଧି ଶ୍ରୀମତୀ ସନ୍ତୋଷିନୀ ବିଶିଙ୍କ ଅଧ୍ୟକ୍ଷତାରେ
Read More...

ଏକ ଦିବସୀୟ “ଚଲେ ସ୍ଵ କି ଔର” ସାଧନା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ହନୁମାନ ବାଟିକା, ରାଉରକେଲା, ସନ୍ଥ ଶ୍ରୀ ଆଶାରାମଜୀ ବାପୁ ସତସଙ୍ଗ ଭବନ ଠାରେ ଏକ ଦିବସୀୟ "ଚଲେ ସ୍ଵ କି ଔର" ସାଧନା ଶିବିର ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଯୋଗ ବେଦାନ୍ତ ସେବା ସମିତି, ରାଉରକେଲାର ବାଳ ସଂସ୍କାର ପ୍ରଭାରୀ ସମୀର ପଟ୍ଟନାୟକଙ୍କ
Read More...

ଆନ୍ତରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥର ଶୁଭାରମ୍ଭ

ଆନ୍ତରାଜ୍ୟ ପ୍ରବାସୀ ଶ୍ରମିକ ଆଇନରେ ଥିବା ସୁବିଧା ସୁଯୋଗ ଏବଂ ଅଧିକାର ସମ୍ପର୍କରେ କରାଯିବ ସଚେତନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ତରାଜ୍ୟ ପ୍ରବାସୀ ଶ୍ରମିକ ଆଇନରେ ଥିବା ସୁବିଧା ସୁଯୋଗ ଏବଂ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ
Read More...