ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ
ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ!-->…
Read More...
Read More...