Daily Archives

୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ସ୍ୱର୍ଣ୍ଣପଦକ ଜିତିଲେ ସମରେନ୍ଦ୍ର

ବେତନଟୀ : ମହାରାଷ୍ଟ୍ରର ପୁନେରେ ଚାଲିଥିବା ୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ (ପାୱାରଲିଫ୍ଟ) ପ୍ରତିଯୋଗିତାରେ ଗୁରୁବାର ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ମୟୂରଭଞ୍ଜ ପୋଲିସ ପକ୍ଷରୁ ପ୍ରତିନିଧିତ୍ତ୍ୱ କରୁଥିବା କନଷ୍ଟେବଳ ସମରେନ୍ଦ୍ର ମହାନ୍ତ । ସମରେନ୍ଦ୍ରଙ୍କ ଘର ବେତନଟୀ
Read More...

ବେଆଇନ ବାଲି ଚାଲାଣ, ଟ୍ରାକ୍ଟରରୁ ଜୋରିମାନା ଆଦାୟ

ସିନ୍ଧେକେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଉନ୍ଦେର ନଦୀରୁ ବେଆଇନ ଭାବେ ବାଲି ଚାଲାଣ କରୁଥିବା ଗୋଟିଏ ଟ୍ରାକ୍ଟରରୁ ୧୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ବଙ୍ଗୋମୁଣ୍ଡା ଅତିରିକ୍ତ ତହସିଲଦାର କୃଷ୍ଣକୁମାର ଜେନା ଓ ସିନ୍ଧେକେଲା ଆର୍‌ଆଇ ଦୁଲ୍ଲଭ ନାଏକ ଚଢାଉ
Read More...

ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ ଓ ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ୨୦ତମ ଶ୍ରାଦ୍ଧବାର୍ଷିକ ଅବସରରେ ଅନୁଷ୍ଠାନ ସଂସ୍କୃତି ଓ ସଂସ୍କୃତି, ଓଡ଼ିଶା ସିନେକ୍ରିଏଟିକ୍‌ ଆସୋସିଏସନ୍‌ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ଅକ୍ଷୟ ସଙ୍ଗୀତ ଓ ସମ୍ମାନ
Read More...

ସରିଲା ଐତିହାସିକ କଟକ ବାଲିଯାତ୍ରା

କଟକ : ଦୀର୍ଘ ୧୦ ଦିନ ଧରି ପ୍ରବଳ ଜନ ସମାଗମ ମଧ୍ୟରେ ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ଗତକାଲି ଶେଷ ହୋଇଛି । ଏଥିସହ ବ୍ୟବସାୟ ଓ ସ୍ୱତନ୍ତ୍ର ଆୟୋଜନ ବିଗତ ବର୍ଷଗୁଡ଼ିକର ରେକର୍ଡ ଭାଙ୍ଗିଛି । ରାଜ୍ୟ ସରକାରଙ୍କ ସହଯୋଗରେ ବାଲିଯାତ୍ରା ଏକ ନୂତନ କୀର୍ତ୍ତିସ୍ତମ୍ଭ ସ୍ଥାପନ କରିବାର
Read More...

ଅଗ୍ନିବୀରବାୟୁ ପରୀକ୍ଷା ନିମନ୍ତେ ପଞ୍ଜିକରଣ ଜାରି

ପ୍ରଥମ ଥର ପାଇଁ ଏହି ପରୀକ୍ଷାରେ ମହିଳା ପ୍ରାର୍ଥୀମାନେ ଭାଗ ନେଇ ପାରିବେ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନଲାଇନ ପରୀକ୍ଷା ଆସନ୍ତା ୨୦୨୩ ଜାନୁୟାରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନରେ ପଞ୍ଜିକରଣକୁ
Read More...

ଅଟୋରିକ୍ସାକୁ ପିଟିଲା ବାଇକ୍ : ୨ ଗୁରୁତର

ଟାଙ୍ଗୀ : ଟାଙ୍ଗୀ ଥାନା ଅଧିନସ୍ଥ ମଙ୍ଗଳାଯୋଡି ରାସ୍ତାରେ ଏକ ଅଟୋରିକ୍ସା ସହ ବାଇକ ଧକ୍କା ହେବା ଫଳରେ ଦୁଇଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତ ଦ୍ୱୟଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ଭୁବନେଶ୍ୱର
Read More...

୨୪ରୁ ବିଧାନସଭାର ଶୀତ ଅଧିବେଶନ : ୨୧ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ । ଏଥିପାଇଁ ଆସନ୍ତା ୨୧ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହା ଅନୁଷ୍ଠିତ ହେବ । ଏହି ବୈଠକ ଉପରେ ସଭିଙ୍କ ନଜର ରହିଛି । ୨୦୨୦ ମାର୍ଚ୍ଚ
Read More...

ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଠାରେ ବାଇକକୁ ଧକ୍କା ଦେଲା ଟ୍ରକ : ୧ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଠାରେ ଜଣେ ଯୁବକ ନିଜ ବାଇକରେ ମେଡିକାଲ କାମରେ ଯିବା ବେଳେ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଯୁବକ ଜଣକ ଗୁରୁତର ଅବସ୍ଥାରେ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ
Read More...

ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଇପିଏଫ୍‌ ପେନସନର ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଭିନ୍ନ ଦାବୀ ନେଇ ଗତକାଲି ରାଜ୍ୟ ଇପିଏଫ୍‌ ପେନସନର ସଂଘ ବଲାଙ୍ଗିର ଶାଖାର କର୍ମକର୍ତ୍ତା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କୁ ଭେଟିଛନ୍ତି । ଏହାସହ ଏସଂକ୍ରାନ୍ତୀୟ ଏକ ଦାବୀପତ୍ର ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶ୍ରୀ ରାଣାଙ୍କୁ ପ୍ରଦାନ
Read More...

୧୪୦ ବୋତଲ କପ୍‌ ସିରଫ ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ସଦେଇପାଲି ଗ୍ରାମରେ କପ୍‌ ସିରଫ ବିକ୍ରି କରୁଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ଗିରଫ କରି ସଂଗେ ସଂଗେ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ତେବେ ପୂର୍ବରୁ ସେ ଏଭଳି ଭାବରେ କପ୍‌ ସିରଫ ବିକ୍ରି କରୁଥିବା ଜଣାପଡିଛି ।
Read More...