Daily Archives

ଜିଲ୍ଲାସ୍ତରୀୟ ସରପଞ୍ଚ ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମଶ୍ର) : ସ୍ଥାନୀୟ ସାମ୍ବାଦିକ ଭବନଠାରେ ବଲାଙ୍ଗିର ଜିଲ୍ଲା ସରପଞ୍ଚ ସଂଘର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅନୁଷ୍ଠିତ ସରପଞ୍ଚ ସଂଘର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ସରପଞ୍ଚ ସଂଘର ସଭାପତି ବଳଦେବ ସାହୁଙ୍କ ଆହ୍ୱାନ କ୍ରମେ ଏଥିରେ ଜିଲ୍ଲାର ୧୪ଟି
Read More...

ସମୀର ଦିବ୍ୟାଙ୍ଗ ଆଶ୍ରମଠାରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ବାଗଝୁଲା ଠାରେ ଥିବା ସମୀର ଦିବ୍ୟାଙ୍ଗ ଆଶ୍ରମ ଠାରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅନୁଷ୍ଠାନର ପ୍ରତିଷ୍ଠାତା ସୋମନାଥ ମିଶ୍ର, ଉପଦେଷ୍ଟା ସନ୍ତୋଷ ରଥ, କରୁଣାକର
Read More...

ଗ୍ଲାମ୍‌ ଅପ୍‌ର ବିଜେତା ହେଲେ ଅଧ୍ୟାପିକା ସସ୍ମିତା ଜେନା

ରାଉରକେଲା, (ସସ୍ମିତା ପ୍ରଧାନ) : ଭଞ୍ଜଭବନ ଠାରେ ଆୟୋଜିତ ଗ୍ଲାମ୍‌ ଅପ୍‌ ପ୍ରତିଯୋଗିତାରେ ଅଧ୍ୟାପିକା ସସ୍ମିତା ଜେନା ବିଜୟୀ ହୋଇଥିବାରୁ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ସୂଚନାଯୋଗ୍ୟ ଯେ, ଏହି ପ୍ରତିଯୋଗିତାରେ ପ୍ରାୟ ୫୦ରୁ ଅଧିକ ପ୍ରତିଯୋଗୀ ଭାଗ
Read More...

ଯୁବ ପତ୍ରକାର ସଂଘର କାର୍ଯ୍ୟକରିଣୀ ବୈଠକ ଓ ବନ୍ଧୁ ମିଳନ

ଗ୍ରାମାଞ୍ଚଳର ବିକାଶ ଦିଗରେ ସାମ୍ବାଦିକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ଉପଖଣ୍ଡ ଯୁବ ପତ୍ରକାର ସଂଘର ଏକ କାର୍ଯ୍ୟକାରିଣୀ ବୈଠକ ଓ ବନ୍ଧୁ ମିଳନ କୁସୁମକାନୀ ଗ୍ରାମଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି କରୁଣାକର ବୁଡେକଙ୍କ
Read More...

ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସାନମୂଲା ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ସାନମୂଲା ଓ ବରତୁଣ୍ଡା ଦଳ
Read More...

ଠିକାଦାରପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦୦୩ ବେଚ୍‌ର ବନ୍ଧୁ ମିଳନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଠିକାଦାରପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦୦୩ ସପ୍ତମ ଶ୍ରେଣୀ ବେଚ୍‌ର ବନ୍ଧୁ ମିଳନ କଦଳୀମୁଣ୍ଡା ସ୍ଥିତ ନର୍ସରୀରେ ଅନୁଷ୍ଠିତ ହୋଇଯାଇଛି । ଅନେକ ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସାହାଯ୍ୟ କରିଥିଲେ । ଆସନ୍ତା ବର୍ଷ
Read More...

ପ୍ରାଥମିକ ଶିକ୍ଷାର ଆବଶ୍ୟକତା ପୂରଣ ପାଇଁ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରାଥମିକ ଶିକ୍ଷାର ଆବଶ୍ୟକତା ପୂରଣ ପାଇଁ ଆଜି ଏକ ଆଲୋଚନାଚକ୍ର ରେଳଷ୍ଟେସନ ନିକଟସ୍ଥ ଜଣକଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ ଅଧ୍ୟକ୍ଷତାରେ କମିଟିର
Read More...

ଡ଼. ବିଆର ଆମ୍ବେଦକର କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଝରିଆଲ ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଡ଼. ବିଆର ଆମ୍ବେଦକର ଷ୍ଟାଡିୟମରେ ଚାଲିଥିବା ଡ଼. ବିଆର ଆମ୍ବେଦକର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଝରିଆଲ ଓ ସର୍ଗୁଲ
Read More...

ରାଉରକେଲା ବିକାଶ ମଞ୍ଚ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସମସ୍ତ ରେଳ ଲାଇନ ଓ ଷ୍ଟେସନ ଇଷ୍ଟକୋଷ୍ଟ ରେଳବାଇ ଜୋନ ଅଧୀନରେ ରହୁ ବୋଲି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବୀ କରିଥିବାରୁ ରାଉରକେଲା ବିକାଶ ମଞ୍ଚ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ
Read More...

ନବ ଜ୍ୟୋତି ଯୁକ୍ତଦୁଇ ଓ ଯୁକ୍ତତିନି ବିଜ୍ଞାନ ମହାବିଦ୍ୟାଳୟର ଅଭିଭାବକ ସମ୍ମିଳନୀ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ବେଳଖଣ୍ଡି ଶୈବପୀଠରେ ନବ ଜ୍ୟୋତି ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଶାନ୍ତନୁ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଭାଇସ ଚେଆରମ୍ୟାନ ଭାସ୍କର ଚନ୍ଦ୍ର
Read More...