Daily Archives

ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନୂତନ ନିଯୁକ୍ତଙ୍କୁ ବାଣ୍ଟିଲେ ପ୍ରାୟ ୭୧୦୦୦ ନିଯୁକ୍ତିପତ୍ର

• ନବନିଯୁକ୍ତଙ୍କୁ କର୍ମକ୍ଷେତ୍ରରେ ନିଜକୁ ଖାପ ଖୁଆଇବା ନିମନ୍ତେ ଅନଲାଇନ ପାଠ୍ୟକ୍ରମ କର୍ମଯୋଗୀ ପ୍ରାରମ୍ଭ ମୋଡୁଲ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ• “ଜାତୀୟ ବିକାଶରେ ଉତ୍‌ପ୍ରେରକ ସାଜିବା ପାଇଁ ରୋଜଗାର ମେଳା ଜରିଆରେ ଯୁବଗୋଷ୍ଠୀଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ”• “ସରକାରୀ ଚାକିରି ଦେବା
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ କନିଷ୍ଠ କିରାଣୀ

ଝାରସୁଗୁଡ଼ା : ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣୀ ଅଜୟ ପାଣ୍ଡେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଝାରସୁଗୁଡା କୃଷି ବିଭାଗ କାର୍ଯ୍ୟାଳୟରେ ଖରିଫ ଫସଲର ଇନ୍ସୁରାନ୍ସ କରାଇଦେବା ପାଇଁ କୂଳେମୁରାର ଚାଷୀ ପ୍ରେମାନନ୍ଦ ସାହୁଙ୍କ
Read More...

ପ୍ରାକ୍ତନ ପ୍ରଧାନ ଶିକ୍ଷକଙ୍କ ଆକାଉଣ୍ଟରୁ ୭୧ ହାଜର ଟଙ୍କା ହଡ଼ପ ଅଭିଯୋଗ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ସାଊରିଆ ଗ୍ରାମ (ପାଟ୍ଟଶାଣୀ ସାହି)ର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ବେଶ୍ଵର ଭୁଜବଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୭୧ହଜାର ଲୁଟି ନେଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଶୁକ୍ରବାର ଅପରାହ୍ନ
Read More...

ମାଲକାନଗିରିରେ ୬ଟି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହିସବୁ ପ୍ରକଳ୍ପଗୁଡିକ
Read More...

ଜିଲ୍ଲା କ୍ରୀଡା ସଂସଦର ଷ୍ଟେଣ୍ଡିଂ କମିଟିର ବୈଠକ ଅନୁଷ୍ଠିତ

ବାର୍ଷିକ କ୍ରୀଡା ଡିସେମ୍ବର ୨୦ ଓ ୨୧ଭିଜନ ୨୦୨୪ ଜୁନିୟର ଇନଟ୍ରା କ୍ଲବ କ୍ରିକେଟ ଡିସେମ୍ବର ୯ରେ ବଲାଙ୍ଗିର, (ଦେବାଶିଷ ମଶ୍ର) : ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମ
Read More...

ଡିସେମ୍ବର ଶେଷ ସପ୍ତାହରେ ଗୋପାଳପୁର ବେଳାଭୂମି ମହୋତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆସନ୍ତା ଡିସେମ୍ବର ମାସ ଶେଷ ସପ୍ତାହରେ ଅନୁଷ୍ଠିତ ହେବ ଗୋପାଳପୁର ବେଳାଭୂମି ମହୋତ୍ସବ । ଏକାସାଙ୍ଗରେ ବିଚ୍ ଫେଷ୍ଟ ସହ ଓରମାସ୍ ଦ୍ଵାରା ପଲ୍ଲିଶ୍ରୀ ମେଳା ହେବ । ବିଭିନ୍ନ ବେସରକାରୀ ସଂସ୍ଥା ମଧ୍ୟ ଷ୍ଟଲ୍ ବୁକ୍ କରି ସେମାନଙ୍କ ବ୍ୟବସାୟ
Read More...

ବୁଧବାରଠାରୁ ଆରମ୍ଭ ହେବ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ : ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ହେବ ବୋଲି ବୋର୍ଡ ପକ୍ଷରୁ
Read More...

୮୦ କେଜି ଗଞ୍ଜେଇ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍‌କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଥିବା ଜରାପଡିଛି । କାର୍‌ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ ପୋଲିସ ଗିରଫ
Read More...

ଦୁଇ କାଉନସିଲରଙ୍କୁ ଅଣଦେଖା ଅଭିଯୋଗ : ୭ ଦଫା ଦାବୀ ନେଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୁଇ କାଉନସିଲରଙ୍କୁ ଏନ୍ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବୀରେ ୭ ଦଫା ଦାବୀ ନେଇ ଏନ୍ଏସି କାର୍ଯ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିରେ ।
Read More...

ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ : ଅଭିଯୁକ୍ତ ଫେରାର

ଖୋର୍ଦ୍ଧା : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡିଛି । ଜବତ କାର (ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ । ତେବେ ପୋଲିସକୁ ଚକମା ଦେଖାଇ ବ୍ରାଉନସୁଗାର ବେପାରୀ
Read More...