Daily Archives

ଓଡିଶା ଅଙ୍ଗନୱାଡି ଲେଡିସ୍‌ ୱାର୍କର ଆସୋସିଏସ୍‌ ପକ୍ଷରୁ ପୁଇଁନ୍ତଲା ବ୍ଲକ ସମ୍ମୁଖରେ ଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ଅଙ୍ଗନୱାଡି ଲେଡିସ୍‌ ୱାର୍କର ଆସୋସିଏସନ୍‌ ଓ ଭାରତୀୟ ମଜ୍‌ଦୁର ସଂଘର ସହାୟତାରେ ଆଜି ପୁଇଁନ୍ତଲା ବ୍ଲକ ସମ୍ମୁଖରେ ଧାରଣା ଦିଆଯାଇଛି । ଏ ଅବସରରେ ନିଜର ୪ ଦଫା ଦାବୀ ନେଇ ଏକ ସ୍ମାରକପତ୍ର ବ୍ଲକ ବିଡିଓଙ୍କୁ ପ୍ରଦାନ କରାଯାଇଛି । ଅଙ୍ଗନୱାଡି
Read More...

ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ର ହିନ୍ଦୀ ରିମେକ୍ ନିର୍ମାଣ କରିବେ ଅନୁପମ ଖେର

• ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଲେ ଘୋଷଣା• ଆଇଏଫଏଫଆଇ ୫୩ରେ ପ୍ରଦର୍ଶିତ ହେଲା ପିତା-ପୁତ୍ରର ସମ୍ପର୍କକୁ ନେଇ ପ୍ରସ୍ତୁତ ଓଡ଼ିଆ ଚଳଚ୍ଚିତ୍ର ପ୍ରତୀକ୍ଷା• ଓଡ଼ିଶାବାସୀଙ୍କ ପାଇଁ ଗୌରବର ବିଷୟ : ଅନୁପମ ପଟ୍ଟନାୟକ ନୂଆଦିଲ୍ଲୀ, (ପିଆଇବି) : ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର
Read More...

କୋଠାବାଡ଼ି ଓ ନିର୍ମାଣ ଶ୍ରମିକଙ୍କ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ : ଏଚ୍‌ଏମ୍‌ଏସ୍‌

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ବିକାଶ ପାଇଁ କଲ୍ୟାଣକାରୀ ଯୋଜନାମାନ ପ୍ରଣୟନ କରିଛନ୍ତି । ସେଥିମଧ୍ୟରୁ ନିର୍ମାଣ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ବହୁବିଧ ଯୋଜନା କରିବା ସହ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । କିନ୍ତୁ ବାସ୍ତବରେ ଯୋଜନାର ସୁଫଳ
Read More...

ରାଜ୍ୟ ମଦ ମୁକ୍ତି ଯୁବ ବାହିନୀ ପକ୍ଷରୁ ସ୍ଵର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଜନ୍ମ ଜୟନ୍ତୀ ପାଳିତ

ବୀରମହାରାଜପୁର : ରାଜ୍ୟ ମଦ ମୁକ୍ତି ଯୁବ ବାହିନୀ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ଆଜି ଭୀମଭୋଇ କଳା ମଣ୍ଡପ ଠାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ପୁରୁଣା ଟାଉନ୍ ହଲ୍ ଠାରୁ ଏକ ସଚେତନତା ଶୋଭାଯାତ୍ରା
Read More...

କମ୍ବିଂ ଅପରେସନ ବେଳେ ମାଓବାଦୀ ଲୁଚାଇ ରଖିଥିବା ବହୁ ମାରଣାସ୍ତ୍ର ବିସ୍ପୋରକ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୁଲିସକୁ ମିଳିଛି ଏକ ବଡ଼ ସଫଳତା । ସ୍ୱାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନା ଧାକଡ଼ପଦର ଜଙ୍ଗଲରେ ମାଓବାଦୀ ଲୁଚାଇ ରଖିଥିବା ଇଭିଏମ ମେସିନ, ବନ୍ଧୁକ, ବମ ଓ ଗୋଳାବାରୁଦକୁ ଜବତ କରିଛନ୍ତି ଯବାନ । ସ୍ୱାଭିମାନ ଅଞ୍ଚଳରେ ମାଓବାଦୀମାନେ କୌଣସି ଏକ ବଡ଼ ଧରଣର
Read More...

ଦଶମ ଶ୍ରେଣୀ ସମେଟିଭ ଆସେସମେଣ୍ଟ-୧ରେ ବୋର୍ଡ ପରୀକ୍ଷା ଦେଲେ ୧୧୯୮ ଜଣ, ୨୪ ଜଣ ଅନୁପସ୍ଥିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଓଡ଼ିଶା ମାଧ୍ୟମିକ ପରିଷଦ, କଟକ ପକ୍ଷରୁ ସାରା ଓଡ଼ିଶାରେ ଦଶମ ଶ୍ରେଣୀ ସମେଟିଭି-୧ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଡେଲାଙ୍ଗ ବ୍ଲକରେ ୮ଟି ପରୀକ୍ଷା କେନ୍ଦ୍ରରରେ ୧୨୨୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ସ୍ଥଳେ ୧୧୯୮
Read More...

ସତ୍ୟସାଇ ସେବା ସମିତି ପକ୍ଷରୁ ସତ୍ୟସାଇ ବାବାଙ୍କ ୯୭ତମ ଜୟନ୍ତୀ ପାଳିତ

କୋଣାର୍କ : କୋଣାର୍କ ସତ୍ୟସାଇ ସେବା ସମିତି ପକ୍ଷରୁ ସତ୍ୟସାଇ ବାବାଙ୍କ ୯୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ଅର୍କବିହାରସ୍ଥିତ ବାବାଙ୍କ ମନ୍ଦିରରେ ଭୋର ୪ଟାରେ ଓଁକାର ଧ୍ଵନି, ସୁପ୍ରଭାତ ଓ ନଗରକୀର୍ତ୍ତନରେ କୋଣାର୍କ ବଜାର ପରିକ୍ରମା ପରେ ବାବାଙ୍କୁ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା
Read More...

କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ, ୪୯୫ ଜଣଙ୍କୁ କର୍ମନିଯୁକ୍ତି

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଆଜି ପୁରୀ ସରକାରୀ ଆଇଟିଆଇ ପରିସରରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମର୍ଥ ବର୍ମା ନିଯୁକ୍ତି ମେଳା ପରିଦର୍ଶନ କରିବା ସହ ବିଭିନ୍ନ ନିଯୁକ୍ତିଦାତା କମ୍ପାନୀଙ୍କ ସହ ଆଲୋଚନା
Read More...

୨ କେଜି ଗଞ୍ଜେଇ ଓ ଦେଶୀ ମଦ ଜବତ ସହ ୩ ଗିରଫ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ ଆଜି ପାଟ୍ରୋଲିଙ୍ଗ ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ଚଢ଼ାଉରେ ୨ କେଜି ଗଞ୍ଜେଇ ଓ ୫୭ ଲିଟର ଚୋରା ଦେଶୀ ମଦ ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନା ମୁତାବକ ନୀଳମାଧବପୁର
Read More...

୪ର୍ଥ ବୀର ବଜରଙ୍ଗ ବଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବୀର ବଜରଙ୍ଗ ବଲି ଏସୋସିଏସନ କୁଦେଇପାଲି ତରଫରୁ ଚତୁର୍ଥ ବର୍ଷ ବୀର ବଜରଙ୍ଗବଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଖୁଜେନପାଲି ପଡିଆରେ ପ୍ରଥମ ଦିନର ଖେଳରେ ଖୁଜେନପାଲିକୁ ହରାଇ ଅର୍ଜୁନପୁର ୨-୦ ଗୋଲରେ ବିଜୟୀ ହୋଇଛି । ଦ୍ୱିତୀୟ ମ୍ୟାଚ୍‌ ହାତୀସରାକୁ ପରାସ୍ତ କରି
Read More...