Daily Archives

କର୍ଲାମୁଣ୍ଡାରେ ମାଟ୍ରିକ ସମେଟିଭ ପରୀକ୍ଷା ଦେଲେ ୧୧୨୭ ଛାତ୍ରଛାତ୍ରୀ

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ଛାତ୍ର ଛାତ୍ରୀଙ୍କ ସମେଟିଭ ୧ ପରୀକ୍ଷା । କର୍ଲାମୁଣ୍ଡା ବ୍ଲକର ଛଅଟି ପରୀକ୍ଷା କେନ୍ଦ୍ରରେ ମୋଟ ୧୧୨୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା ଦେବା ପାଇଁ ୧୧୩୭ ଜଣ ଫର୍ମ ଫିଲଭ କରିଥିବା ବେଳେ ୧୦ ଜଣ ଅନୁପସ୍ଥିତ
Read More...

ପଦ୍ମପୁରରେ ପହଞ୍ଚିଲା କୋସଲ ଜନ ଜାଗରଣ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନରେ ଚାଷୀ ଓ ଜିଲ୍ଲା ଦାବୀ ପରେ ମୁଣ୍ଡ ଟେକିଲାଣି କୋସଲ ରାଜ୍ୟ ଦାବୀ ପ୍ରସଙ୍ଗ । ଉପନିର୍ବାଚନରେ କୋସଲ ପ୍ରସଙ୍ଗ ଉଠାଇ ଆନ୍ଦୋଳନକୁ ଓହ୍ଲାଇ ପଡିଛି କୋସଲ ରାଜ୍ୟ ମୁକ୍ତି ମୋର୍ଚ୍ଚା । 'କୋସଲ କଥା କହେବା ଯିଏ, ଆମର ନେତା ସିଏ' ନାରା
Read More...

ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପେଟ୍ରୋଲିଂ ସଂକ୍ରାନ୍ତିୟ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ଓ ଟାଉନ ଥାନା ପରିସରରେ ଆଇଆଇସି କେ. ପ୍ରିୟଙ୍କା ରାଉତରାୟଙ୍କ ତତ୍ୱାବଧାନରେ ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପେଟ୍ରୋଲିଂ ସଂକ୍ରାନ୍ତିୟ ଏକ ବୈଠକ ଅନୁଷ୍ଠିତ
Read More...

ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଲିଗ୍‌ରେ ବଲାଙ୍ଗିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ମାସ ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ କେରଳର କୋଲିକୋର୍ଡ ଠାରେ ଅନୁଷ୍ଠିତ ହେବାକୁ ଥିବା ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଜୋନାଲ ଲିଗ୍‌ରେ ଓଡିଶା ପକ୍ଷରୁ ୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ତନ୍‌ ମଧ୍ୟରୁ ବଲାଙ୍ଗିର ଜିଲ୍ଲାରୁ ୩ ଜଣ ପ୍ରତିଯୋଗୀ
Read More...

ତୁର୍କୀରେ ଭୂକମ୍ପର ଝଟ୍‌କା ଅନୁଭୂତ : ୫୦ ଆହତ

ଆଙ୍କରା : ତୁର୍କୀର ଏକ ସହରରେ ବୁଧବାର ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ତୁର୍କୀର ଆଙ୍କରାରୁ ୧୮୬ କିଲୋମିଟର ଦୂର ପଶ୍ଚିମ-ଉତ୍ତର ପଶ୍ଚିମରେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୯ ଥିଲା । ଭୂକମ୍ପର ଗଭୀରତା ୧୦
Read More...

ଯଦି ମୋ ଉପରେ ରାଗ ଅଛି ତା’ହେଲେ ମୋତେ ପଛେ ମାଡ ମାର କିନ୍ତୁ ମୋର ସମର୍ଥକ ଓ କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲର ଜର୍ଜଗଡ ଗାଁରେ ସୁନିଲ ନାମକ ଜଣେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାଙ୍କୁ ଗତକାଲି ବିଜେଡି ଦଳର ଗୁଣ୍ଡାମାନେ ମାଡ ମାରି ତାଙ୍କ ଘର ଭାଙ୍ଗିଥିବା ନେଇ ଅଭିଯୋଗ ହୋଇଛି । ମନ୍ତ୍ରୀ ନବ ଦାସ ଯିଏ ବିଜୁ ଜନତା ଦଳ ପାଇଁ ପାଇକମାଲ ଦାୟିତ୍ୱରେ
Read More...

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୧ ହଜାର ଏବଂ ସିଜନାଲ୍ ଶ୍ରମିକ ଓ ପତ୍ର ବନ୍ଧାଳିଙ୍କ ପାଇଁ ୧୫ଶହ ଟଙ୍କା ଘୋଷଣା କରାଯାଇଛି ।
Read More...

ରାଜ୍ୟ ସରକାର କେନ୍ଦୁପତ୍ରରୁ ଦୁଇ ଶହ କୋଟି ଟଙ୍କା ଆୟ କରୁଛନ୍ତି କିନ୍ତୁ କେନ୍ଦୁପତ୍ର ଶ୍ରମିକ ଓ କର୍ମଚାରୀଙ୍କ ଦୁଃଖ…

କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ, ଗୋଛା କଟାଳୀ, ସିଜନାଲ ଷ୍ଟାଫଙ୍କୁ ଓଡିଶା ସରକାର ଅବହେଳିତ, ଅଣଦେଖା ଓ ପ୍ରତାରଣା କରି ଚାଲିଛନ୍ତିମୁଖ୍ୟମନ୍ତ୍ରୀ ୨୦୧୩ ମସିହା ଜାନୁୟାରୀ ୧୩ରେ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କ ସମାବେଶରେ ସିଜନାଲ ଷ୍ଟାଫଙ୍କ ଚାକିରି ସର୍ତାବଳୀ ଲାଗୁହେବ ପାଇଁ ଘୋଷଣା
Read More...

ଆସନ୍ତା କାଲିଠୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ । ଡିଜିପି ସୁନୀଲ ବଂଶଲ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଡିସେମ୍ୱର ୩୧ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଆଜି ଡିଜିପିଙ୍କ ସହିତ ପୋଲିସ କମିଶନର ଏସ.କେ. ପ୍ରିୟଦର୍ଶୀ
Read More...

ବ୍ୟାଙ୍କ କର୍ମଚାରୀ ସଂଗଠନ ପକ୍ଷରୁ ମହାଅଧିବେଶନ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ୱର କ୍ଷେତ୍ର କର୍ମଚାରୀ ସଂଘ (ଏସ୍‌ବିଆଇଏସ୍‌ଏ, ଭୁବନେଶ୍ୱର ସର୍କଲ) ପକ୍ଷରୁ ନିକଟରେ ଏକ ବ୍ୟାଙ୍କ କର୍ମଚାରୀ ସଂଗଠନର ମହାଅଧିବେଶନର ଆୟୋଜନ କରାଯାଇଥିଲା । ଓଡ଼ିଶା ରାଜ୍ୟ ବ୍ୟାଙ୍କ କର୍ମଚାରୀଙ୍କ
Read More...