Daily Archives

କେନ୍ଦ୍ର ଅନୁସୂଚିତ ଜନଜାତି ମନ୍ତ୍ରୀଙ୍କ ୨ ଦିନିଆ ଭଦ୍ରକ ଗସ୍ତ

ରାଜ୍ୟ ଓ କେନ୍ଦ୍ର ଯୋଜନା ଉପରେ କଲେ ସମୀକ୍ଷା ଭଦ୍ରକ : କେନ୍ଦ୍ର ଅନୁସୂଚିତ ଜନଜାତି କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଭଦ୍ରକ ଓ ବାଲେଶ୍ୱର ଗସ୍ତରେ ଆସିଛନ୍ତି । ବୁଧବାର ରାତିରେ ଅର୍ଜୁନ ମୁଣ୍ଡା ଭଦ୍ରକରେ ପହଞ୍ଚି ସର୍କିଟ ହାଉସରେ ରାତ୍ରୀ ଯାପନ କରିଥିଲେ । ଆଜି ସକାଳେ
Read More...

ଭୟାବହ ଅଗ୍ନିକାଣ୍ଡ ଘଟି ଜଳିଗଲା ଧାନଗଦା ଓ ପାଳଗଦା

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ବଙ୍ଗୋମୁଣ୍ଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ଧାନଗଦା ଓ ପାଳଗଦା ଜଳିଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନାନୁଯାୟୀ, ଗୁରୁବାର ଦିନ ୧୧ଟାରେ ବଙ୍ଗୋମୁଣ୍ଡା
Read More...

ବ୍ରାଉନସୁଗାର ଜବତ ସହ ୨ ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କୋଣାର୍କ ଅବକାରୀ ଥାନା ଉପ-ନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଗୋପ ଥାନା ଅଧୀନ ଗୋଠ ଚୌକ ଛକଠାରେ ଚଢ଼ାଉ କରି ୪୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ୨ ଜଣ ହେଲେ ଗୋପ ଥାନା ଅଧୀନ ବୟାଳିଶି
Read More...

ପୋଲ ତଳକୁ ବାଇକ ଖସି ଦୁଇ ଯୁବକ ଗୁରୁତର

ନୀଳଗିରି : ବାଲେଶ୍ଵର ଜିଲ୍ଲା ସେରଗଡ଼ ଉଦଳା ରାଜ୍ୟପଥ ଗୋହିରା ନିକଟ କମଳାନଦୀ ପୋଲ ତଳକୁ ବାଇକ ଖସି ଦୁଇ ଯୁବକ ଗୁରୁତର ହୋଇଥିବା ଖବର ମିଳିଛି । ଯୁବକମାନେ ବାଲେଶ୍ଵର ସାରଗାଁ ଅଞ୍ଚଳର ବୋଲି ଜଣାପଡିଛି । ସୂଚନା ଅନୁସାରେ କପ୍ତିପଦା ଆଡୁ ଦୁଇ ଜଣ ଯୁବକ ନୀଳଗିରି ଆଡକୁ ଦୃତ ଗତିରେ ଆସୁଥିଲେ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର, ଭୁବନେଶ୍ୱର ଶାଖା ଉଦ୍‍ଘାଟିତ

ଏକ ହଜାରରୁ ଉର୍ଦ୍ଧ୍ଵ କର୍ମଚାରୀ କ୍ଷମତାସମ୍ପର୍ଣ୍ଣ ଏହି ଡେଭେଲପମେଣ୍ଟ ସେଣ୍ଟର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ସମଗ୍ର ଭାରତବର୍ଷରେ ଓଡ଼ିଶାର ସ୍ଥିତିକୁ ଆହୁରି ମଜବୁତ୍‍ କରିବ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଇ.ଟି. ଇକୋସିଷ୍ଟମକୁ ଆହୁରି ବିସ୍ତାର କରି ମୁଖ୍ୟମନ୍ତ୍ରୀ
Read More...

ବସ ମାଲିକ ସଂଘର ବୈଠକ ଅନୁଷ୍ଠିତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଠାରେ ଘରୋଇ ବସ ମାଲିକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ, ଫୁଲବାଣୀ, ଦଶପଲ୍ଲା ଓ ଆଠମଲ୍ଲିକର ଘରୋଇ ବସ ମାଲିକ ସଂଘର ପ୍ରତିନିଧିମାନେ ଯୋଗ ଦେଇଥିଲେ । ଫୁଲବାଣୀର ସଭାପତି ଟୁଲୁ ପଟ୍ଟନାୟକ, ବୌଦ୍ଧର ସେକ ସମିମୁଲ୍ଲାଙ୍କ ସମେତ ପ୍ରାୟ ତିରିଶ
Read More...

ଅଞ୍ଚଳ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବାଣିଜ୍ୟ ବିଭାଗର ନବାଗତ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ପାଇଁ ଅଞ୍ଚଳ ମହାବିଦ୍ୟାଳୟ କନ୍ଫରେନ୍ସ କୋଠରିରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅଧ୍ୟକ୍ଷ ଡ଼. ଲଲାତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡ଼. ନାୟକ ଛାତ୍ରଛାତ୍ରୀଙ୍କୁ
Read More...

ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ କ୍ୟାମ୍ପରେ ଫିଟ୍ କାଫେ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତ୍ୟେକ ନାଗରିକଙ୍କ ପାଇଁ ଆମ ଦେଶ ଭାରତ ସବୁଠାରୁ ପ୍ରିୟ ଏବଂ ଏହାର ରକ୍ଷକ ଆମର ସୈନିକ । ନିଜ ଦେଶର ଗର୍ବ ଏବଂ ସୁରକ୍ଷା ପାଇଁ ସୈନିକ ମାନେ ନିଜ ଜୀବନକୁ ଉତ୍ସର୍ଗ କରି ଦିଅନ୍ତି । ଯିଏ ଦେଶର ସୀମାରେ ମୁଣ୍ଡ କାଟି ନିଜର ସମସ୍ତ ଇଚ୍ଛା ଏବଂ ସୁଖକୁ ବିପଦରେ
Read More...

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ମାଓବାଦୀ ନିହତ

ବଲାଙ୍ଗିର, (କେପିଏନ୍‌ଏସ୍) : ବଲାଙ୍ଗିର ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ଆଜି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ସମ୍ପର୍କରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ । ସୂଚନା
Read More...

ବାଲିଗୁଡ଼ା ସହରରେ ତିନି ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ : ବିଭାଗୀୟ ଅଧିକାରୀଙ୍କ ନିଘା ନାହିଁ, ଲୋକେ ହନ୍ତସନ୍ତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ କଷ୍ଟ ଦେଖିବାକୁ ମିଳୁଛି । ସହର ପାଇଁ ଏ ସମସ୍ୟା ନୂଆ ନୁହେଁ । ଖରା, ବର୍ଷା, ଶୀତ ସବୁବେଳେ ସମାନ ପରିସ୍ଥିତି । ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁନଥିବା
Read More...