Daily Archives

ଜିଲ୍ଲା ମାନ୍ୟତା ଦାବୀରେ ଟିଟିଲାଗଡ଼ ୧୨ ଘଣ୍ଟିଆ ବନ୍ଦ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଟିଟିଲାଗଡ଼ରେ ୧୨ ଘଣ୍ଟିଆ ବନ୍ଦ । କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଟିଟିଲାଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବୀରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯିବା ନେଇ ସୂଚନା ମିଳିଛି । ଏନେଇ ଟିଟିଲାଗଡ଼
Read More...

ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଏଥିରେ ମୋଟ ୩୨ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହେବ । କୋଭିଡ୍‌ ପରେ ପ୍ରଥମ ଥର
Read More...

ଜ୍ୟୋତି ରଂଜନ ପାଣିଗ୍ରାହୀଙ୍କ ସ୍ମୃତିରେ ୫ ଦିନ ବ୍ୟାପୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜ୍ୟୋତି ରଂଜନ ପାଣିଗ୍ରାହୀଙ୍କ ସ୍ମୃତିରେ ୫ ଦିନ ବ୍ୟାପୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ୧୬ ଗୋଟି ଦଳକୁ ନେଇ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ପ୍ରଥମ ଦିନର ପ୍ରଥମ ମ୍ୟାଚ ଜନକପୁର - ହର୍ଡାଟାଲକୁ ହରାଇ ଜନକପୁର ବିଜୟୀ ହୋଇଥିଲା ।
Read More...

ସର୍ବସାଧାରଣ ରାସ୍ତା ସହ ଜଙ୍ଗଲ ଜମିକୁ ଇଡକୋ ବିକ୍ରି କରୁଥିବା ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ସର୍ବସାଧାରଣ ରାସ୍ତା ସହ ଜଙ୍ଗଲ ଜମିକୁ ଇଡକୋ ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଇଡ଼କୋ ସାଜିଛି କିଛି ସରକାରୀ ଅଧିକାରୀ ଆଉ ବ୍ୟବସାୟୀଙ୍କ ମଧ୍ୟରେ ଜମି ଦୁର୍ନୀତିର ମାଧ୍ୟମ । କେତେକ କ୍ଷେତ୍ରରେ ଗୋଚର ଜମି, ପତିତ ଜମି, ଜଙ୍ଗଲ ଜମିର କିସମ ପରିବର୍ତ୍ତନ
Read More...

ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା : ମହାପ୍ରଭୁଙ୍କ ହେବ ‘ଘୋଡ଼ ଲାଗି’ ବେଶ

ପୁରୀ : ମାର୍ଗଶୀର ମାସରୁ ଥଣ୍ଡା ବଢ଼ିଯାଏ । ଶୀତ ପ୍ରକୋପରୁ ବଞ୍ଚିବାକୁ ଲୋକେ ଶୀତବସ୍ତ୍ର ପିନ୍ଧନ୍ତି । ବଡ଼ଦେଉଳରେ ଚାଲିଛି ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳା । ଠାକୁରଙ୍କୁ ମଧ୍ୟ ରହିଛି ଶୀତ ଭୟ । ପ୍ରଚଣ୍ଡ ଥଣ୍ଡାରୁ ବର୍ତ୍ତିବାକୁ ଶ୍ରୀବିଗ୍ରହ ଶୀତବସ୍ତ୍ର ପରିଧାନ କରନ୍ତି । ଅନୁଷ୍ଠିତ ହୁଏ
Read More...

ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ : ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ୍‌

ଭୁବନେଶ୍ୱର : ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍‌ । ଏଥିପାଇଁ ଦର୍ଶକ ଭାବେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲୀପ ତିର୍କି ବୁଧବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଛନ୍ତି ।
Read More...

ସିଏଜି ଅଡିଟକୁ ଲୋକାଭିମୁଖୀ କରିବା ଓ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏ.ଜି କର୍ମଚାରୀଙ୍କ ସାଇକେଲ ରାଲି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ଥାନୀୟ ମହାଲେଖାକାର କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଅଡିଟ ସପ୍ତାହ ପାଳନ ଅବସରରେ ତୃତୀୟ ଦିବସରେ ଅଡିଟକୁ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ଜନ ସେଚନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏ.ଜି କର୍ମଚାରୀଙ୍କ ଦ୍ୱାରା ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଯାଇଛି
Read More...