Daily Archives

ବିଜେପି କାର୍ଯ୍ୟକର୍ତ୍ତା ଧନେଶ୍ୱର ସାହୁଙ୍କ ଦୁର୍ଘଟଣାରେ ଅକାଳ ବିୟୋଗ

ପଦ୍ମପୁର ଡାକ୍ତରଖାନାରେ ଆମ୍ବୁଲାନ୍ସ, ଅକ୍ସିଜେନ ଥିଲେ ହୁଏତ ଆଜି ଧନେଶ୍ୱର ଜୀବନ ବଂଚିପାରିଥାନ୍ତା : ସମୀର ମହାନ୍ତିଶେଷ ଦର୍ଶନ କରି ଦଳୀୟ ପତକା ଏବଂ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟ ସଭାପତି ପଦ୍ମପୁର, (ନିରୋଜ କୁମାର ପାଣୀ) : ଏକ ସଡକ ଦୁର୍ଘଟଣାରେ ଗତକାଲି ପଦ୍ମପୁର
Read More...

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ସଭାର ତ୍ରୟୀବାର୍ଷିକ ଅଧିବେଶନ ଓ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶ୍ରୀ ନରସିଂହ ମନ୍ଦିର ଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ତ୍ରୟୀବାର୍ଷିକ ଅଧିବେଶନ, କର୍ମକର୍ତ୍ତା ନିର୍ବାଚନ ଓ ନୂଆଁଖାଇ ଭେଟ୍‌ଘାଟ୍‌ ସଭାପତି ଗିରିଧାରୀ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭରେ ଭଗବାନ ପର୍ଶୁରାମଙ୍କ
Read More...

ଯୁବ କୁଲୁତା ସମାଜ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ସ୍ଥାନୀୟ ଅଗ୍ରସେନ ଭବନଠାରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତିଶଗଡ କୁଲୁତା ସମାଜ ସଭାପତି
Read More...

ହିଞ୍ଜିଳିକାଟୁଠାରେ ସ୍ୱୟଂ ସହାୟକ ଗୋଷ୍ଠୀ ସମାବେଶରେ ଗଞ୍ଜାମ ଜିଲ୍ଲାପାଳଙ୍କ ଋଣ ପ୍ରଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟ ନେଇ ଗଢିଉଠିଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ଆୟୋଜନ ହୋଇଯାଇଛି ଏକ ବିଶାଳ ମିଶନ ଶକ୍ତି ବ୍ଲକସ୍ତରୀୟ ଋଣ ମେଳା । ଯାହାକି ଗଞ୍ଜାମ ଜିଲ୍ଲାର ମୁଖ୍ୟମନ୍ତ୍ରୀଙ୍କ
Read More...

ଜ୍ୟୋତି ରଂଜନ ସ୍ମାରକୀ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ, ବାରପୁଡୁଗିଆ ଆନୁକୂଲ୍ୟରେ ୧୮ତମ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ, ଜ୍ୟୋତି ରଂଜନ ସ୍ମାରକୀ ଉଦ୍‌ଯାପିତ ହୋଇଯାଇଛି । ଆଜି ପ୍ରଥମ ସେମିଫାଇନାଲ ମ୍ୟାଚରେ ଚାଣ୍ଟିମୁଣ୍ଡା ଦଳ ବାରପୁଡୁଗିଆ ଦଳକୁ ହରାଇ ଫାଇନାଲକୁ ପ୍ରବେଶ କରିଥିବା
Read More...

ପଦ୍ମପୁର ଉପନିର୍ବାଚନରେ ପ୍ରଚାରର ମଙ୍ଗ ଧରିବେ ଧର୍ମେନ୍ଦ୍ର ପ୍ରଧାନ

ଆସନ୍ତାକାଲି ଠାରୁ ୩ ଦିନିଆ ପ୍ରଚାରରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ପୃଥ୍ୱୀରାଜ ହରିଚନ୍ଦନନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ରେ ପଦ୍ମପୁରରେ ପ୍ରଚାର କରିବେରୋଡ ସୋ, ପଦଯାତ୍ରା ଓ ଜନସଭାର କାର୍ଯ୍ୟକ୍ରମ ରହିଛିଡିସେମ୍ବର ୩ରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେଆୟକର
Read More...

୧୧ କ୍ୱିଣ୍ଟାଲ ମହୁଲ ଜବତ : ୧ ଗିରଫ

ମୋରଡ଼ା : ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଅବକାରୀ ବିଭାଗ ସୋମବାର ଦାନ୍ତିଆମୁଁହା ପଞ୍ଚାୟତର ବଡ଼ଜାମବଣି ଗ୍ରାମରେ ଚଢ଼ାଉ କରି ୧୧ କ୍ୱିଣ୍ଟାଲ ମହୁଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ତପନ କୁମାର ପାତ୍ର । ଅବକାରୀ ଅଧିକାରୀ ପୀତାମ୍ବର ମହାପାତ୍ରଙ୍କ ସୂଚନା
Read More...

ଆମ୍ବୁଲାନ୍ସରୁ ନାଗସାପ ଉଦ୍ଧାର

ଅନୁଗୁଳ : ଆମ୍ବୁଲାନ୍ସରୁ ନାଗସାପ ଉଦ୍ଧାର । ଆଜି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ । ଗାଁ ଗାଁ ବୁଲି ମାଗଣା ଚିକିତ୍ସା ଯୋଗାଇ ଦେଉଥିବା ଭ୍ରାମ୍ୟମାଣ ଚିକିତ୍ସା ସେବା ଗାଡ଼ି କୋଶଳା, ନାଣ୍ଡିଛୋଡ଼ ଅଞ୍ଚଳରୁ ଫେରୁଥିଲା । ଜଙ୍ଗଲ ରାସ୍ତାରେ ଯାଉଥିବା
Read More...

କୋଣାର୍କରେ ସାମ୍ବାଦିକଙ୍କୁ ପ୍ରଶିକ୍ଷଣ ଶିବିର

କୋଣାର୍କ : ସୋମବାର କୋଣାର୍କ ଅର୍କଶ୍ରୀ ଶିଳ୍ପୀ ବାଟିକା ପରିସରରେ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧିନସ୍ଥ ରାଷ୍ଟ୍ରୀୟ ଶ୍ରମିକ ଶିକ୍ଷା ଓ କଲ୍ୟାଣ ବୋର୍ଡ ଦ୍ୱାରା ଜିଲ୍ଲାସ୍ତରୀୟ ସାମ୍ବାଦିକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ
Read More...

ଅର୍ଚ୍ଚନା ନାଗ ମାମଲା : ଶ୍ରଦ୍ଧାଞ୍ଜଳିଙ୍କ ବିଷୟରେ ଇଡିର ଖୋଳତାଡ଼

ଶ୍ରଦ୍ଧାଞ୍ଜଳି ବ୍ୟାଙ୍କ ଆକାଉଣ୍ଟରେ ଡିପୋଜିଟ ୧୦ ଲକ୍ଷ ଟଙ୍କାକୁ ନେଇ ଖୋଳତାଡ଼ ଆରମ୍ଭ ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶ୍ରଦ୍ଧାଞ୍ଜଳିଙ୍କ ବ୍ୟାଙ୍କ ଆକାଉଣ୍ଟ ଖାତାରେ ଡିପୋଜିଟ ୧୦ ଲକ୍ଷ ଟଙ୍କାକୁ ନେଇ ଖୋଳତାଡ଼ କରାଯାଇଛି । ଆକାଉଣ୍ଟରେ କିଏ ଓ କାହିଁକି ଏତେ ଟଙ୍କା
Read More...