Daily Archives

ଦ୍ୱିତୀୟ ଯୁଧିଷ୍ଠିର ମିଶ୍ର ସ୍ମାରକୀ କ୍ରିକେଟ କପ୍‌ ଉଦ୍‌ଯାପିତ

ଚମ୍ପିୟାନ ଆଖ୍ୟା ଅର୍ଜନ କଲା ଉଦ୍ଭିଦ ବିଜ୍ଞାନ ବିଭାଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଖେଳପଡିଆରେ ଅନୁଷ୍ଠିତ ଦ୍ୱିତୀୟ ଯୁଧିଷ୍ଠିର ମିଶ୍ର ସ୍ମାରକୀ କ୍ରିକେଟ କପ୍‌ ଆଜି ଉଦ୍‌ଯାପିତ ହୋଇଯାଇଛି । ଗତ ରବିବାର ଠାରୁ ଚାଲିଥିବା ଏହି ପ୍ରତିଯୋଗିତାର ଫାଇନାଲ
Read More...

ଜେଏସ୍‌ପି ଫାଉଣ୍ଡେସନ ପକ୍ଷରୁ ବିଶ୍ଵ ଏଡ୍‌ସ ଦିବସ ୨୦୨୨ ପାଳିତ

ଅନୁଗୁଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସାମାଜିକ ଦାୟିତ୍ଵବୋଧ ଶାଖା ଭାବେ କାର୍ଯ୍ୟ କରୁଥିବା ଜେଏସ୍‌ପି ଫାଉଣ୍ଡେସନ, ଜିଲ୍ଲା ଏଡ୍‌ସ ନିରାକରଣ ଏବଂ ନିୟନ୍ତ୍ରଣ ୟୁନିଟ (ଡିଏପିଏସ୍‌ୟୁ) ଏବଂ ଅନ୍ୟମାନଙ୍କ ସହଯୋଗରେ ବିଶ୍ଵ ଏଡ୍‌ସ ଦିବସ ୨୦୨୨ ପାଳିତ ହୋଇଯାଇଛି ।
Read More...

ବଲାଙ୍ଗିରଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ଏଡ୍‌ସ ଦିବସ ପାଳିତ

ନିୟନ୍ତ୍ରଣ ପାଇଁ ଜନ ସଚେତନତା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ଏଡ୍‌ସ ନିରାକରଣ ୟୁନିଟ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଏଡ୍‌ସ ନିରାକରଣ କାର୍ଯ୍ୟକ୍ରମର ସହଯୋଗୀ ବେସରକାରୀ ସଂସ୍ଥା ସହଯୋଗରେ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟଳୟରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ଜରାସିଂହା, (କେପିଏନ୍‌ଏସ୍‌) : ଡିସେମ୍ବର ୧ ତାରିଖ ବିଶ୍ୱ ଏଡ୍‌ସ ଦିବସ ଉପଲକ୍ଷେ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟଳୟ ରେଡ୍‌ ରିବନ କ୍ଲବ ତରଫରୁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ରେଡ୍‌କ୍ରସ୍‌ର ପ୍ରତିଷ୍ଠାତା ଜନ୍‌ ହେନେରି ଡୁନାଣ୍ଟଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ ଅର୍ପଣ ଏବଂ
Read More...

ନାବାଳିକାଙ୍କୁ ଅପହରଣ କରି ଦୁଷ୍କର୍ମ ଅଭିଯୋଗ : ଦୁଇ ଅଭିଯୁକ୍ତ ଗିରଫ

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ସେହି ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁର ଦୁଇ ଜଣ ଯୁବକ ନାବାଳିକାଙ୍କ ମାମୁଁ ଘରୁ ଅପହରଣ କରି ଦୁଷ୍କର୍ମ କରିଥିଲେ । ନାବାଳିକାଙ୍କର ମା' ଏନେଇ ପାଟଣାଗଡ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ
Read More...

ପୂର୍ବତନ କଂଗ୍ରେସ ସାଂସଦ ସଞ୍ଜୟ ଭୋଇ ଓ ସକ୍ରିୟ ବିଜେଡି କର୍ମୀ ରାଜଲକ୍ଷ୍ମୀ ମିଶ୍ର ଦ୍ୱୟଙ୍କ ବିଜେପିରେ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼. କୃପାସିନ୍ଧୁ ଭୋଇଙ୍କର ସୁପୁତ୍ର ତଥା ପୂର୍ବତନ କଂଗ୍ରେସ ସାଂସଦ ଇଂ.ସଞ୍ଜୟ ଭୋଇ ଏବଂ ପୂର୍ବତନ ମନ୍ତ୍ରୀ ଡ଼. ମୁରାରୀ ମିଶ୍ରଙ୍କ କନ୍ୟା ତଥା ସକ୍ରିୟ ବିଜେଡି କର୍ମୀ ଶ୍ରୀମତୀ ରାଜଲକ୍ଷ୍ମୀ ମିଶ୍ର ଦ୍ୱୟ ଆଜି ବିଧିବଦ୍ଧ
Read More...

ଉତ୍ତାରାଞ୍ଚଳ ରାଜସ୍ୱ କମିଶନରଙ୍କ ବଲାଙ୍ଗିର ଗସ୍ତ : ନୂତନ ଭୋଟର ପଞ୍ଜିକରଣର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଉତ୍ତାରାଞ୍ଚଳ ରାଜସ୍ୱ କମିଶନର ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ଡ଼ ସୁରେଶ ଚନ୍ଦ୍ର ଦଳେଇ ବଲାଙ୍ଗିର ଗସ୍ତରେ ଆସି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାରେ ନୂତନ ଭୋଟର ପଞ୍ଜିକରଣର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ
Read More...

ପାଟଣାଗଡ଼ରେ ବିଶ୍ଵ ଏଡ଼୍‌ସ ଦିବସ ପାଳିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ଉତ୍କଳ ସେବକ ସମାଜ ଓ ଜବାହାରଲାଲ ମହାବିଦ୍ୟାଳୟ ପାଟଣାଗଡର ମିଳିତ ଉଦ୍ୟମରେ ବିଶ୍ଵ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଓ ଉତ୍କଳ ସେବକ ସମାଜର କର୍ମକର୍ତ୍ତା ଦିନ ୧୧ଟାରେ ଜବାହାରଲାଲ
Read More...

୧୧ ଦିନରେ ଅଙ୍ଗନବାଡି କର୍ମୀଙ୍କ ଧାରଣା, ଧାରଣାସ୍ଥଳରେ ମାଣବସା ପୂଜା

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ଅଙ୍ଗନବାଡି ସଂଘର ବିଭିନ୍ନ ଦାବୀ ପୂରଣ ନେଇ ଭୁବେନଶ୍ୱରରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରି ପାଟଣାଗଡ଼ ବ୍ଲକ ଅଙ୍ଗନବାଡି ସଂଘ ତରଫରୁ ସ୍ଥାନୀୟ ସିଡିପିଓ ଅଫିସ ସମ୍ମୁଖରେ ଧାରଣ ଦିଆଯାଇଛି । ଆଜିକୁ ୧୧ ଦିନ ହେବ ବ୍ଲକର ୧୩ଟି ସେକ୍ଟରର ଅଙ୍ଗନବାଡି
Read More...

ମମିତା ମେହେର ହତ୍ୟା ମାମଲା : ମହାଲିଙ୍ଗ କଲେଜ ଅଧ୍ୟକ୍ଷ ଓ ଶିକ୍ଷକ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ସାକ୍ଷୀଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୋଲିସ ବୁଧବାର ରାତିରେ ୨ ଜଣକୁ ଉଠାଇ ନେଇଥିଲା । ଗୁରୁବାର କଣ୍ଟାବାଞ୍ଜି ଥାନା ପୋଲିସ ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ମହାଲିଙ୍ଗ କଲେଜର
Read More...