Daily Archives

ଖପ୍ରାଖୋଲରେ ବହୁମୁଖି ସ୍ୱାସ୍ଥ୍ୟ କର୍ମୀ ମହାସଂଘ ତରଫରୁ ୫ ଦଫା ଦାବୀପତ୍ର ପ୍ରଦାନ

ଖପ୍ରାଖୋଲ, (ଅଶୋକ ବାଗ) : ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଓଡ଼ିଶା ରାଜ୍ୟ ମହିଳା ଓ ପୁରୁଷ ବହୁମୁଖି ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ତରଫରୁ ଏକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଂଘ ତରଫରୁ ରାଜ୍ୟ ନେତୃ ବୃନ୍ଦଙ୍କ ଅନୁସାରେ ଏକ ୫ ଦଫା
Read More...

ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପାଇଁ ରାଜନୈତିକ ଦଳଙ୍କୁ ନେଇ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ସକାଶେ ସମସ୍ତ ରାଜନୈତିକ ଦଳଙ୍କୁ ନେଇ ଶନିବାର ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟାଳୟର ସଦ୍ଭାବନା ସମ୍ମିଳନୀ ଗୃହରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ୧୭ ବର୍ଷରୁ ଉର୍ଦ୍ଧ୍ବ ଯୁବକ ଯୁବତୀମାନଙ୍କ ନାମ ଭୋଟର
Read More...

ବ୍ଲକ ସହକାରୀ ଶିକ୍ଷକ ଏକ୍ସ କ୍ୟାଡ଼ର ମହାସଂଘ ତରଫରୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନ ୪.୩୦ରେ ବ୍ଲକ ସହକାରୀ ଶିକ୍ଷକ ଏକ୍ସ କ୍ୟାଡ଼ର ମହାସଂଘ ପୁଇଁତଲା, ବଲାଙ୍ଗିର ତରଫରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ୮ ଦଫା ସମ୍ବିଳିତ ଦାବୀପତ୍ର ପ୍ରଦାନ କରାଯାଇଛି । ଯୋଗ୍ୟ ଗଣ ଶିକ୍ଷକଙ୍କୁ ନିୟମିତ କରିବା,
Read More...

ଏକ୍ସ କ୍ୟାଡ଼ର ପ୍ରାଥମିକ ଶିକ୍ଷକଙ୍କ ୮ ଦଫା ଦାବୀପତ୍ର ପ୍ରଦାନ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକ(ଏକ୍ସ କ୍ୟାଡ଼ର) ମହାସଂଘ ତରଫରୁ ଏକ ୮ ଦଫା ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ଦାବୀ ସମୂହ ହେଲା ଓଟିଇଟି ଉଚ୍ଛେଦ କରି ସମସ୍ତ ଯୋଗ୍ୟ ଗଣ ଶିକ୍ଷକଙ୍କୁ ନିୟମିତ
Read More...

ଜେଏସପି ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୨ ପାଳିତ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜେଏସପି ଫାଉଣ୍ଡେସନ ଦ୍ୱାରା ପରିଚାଳିତ 'ଆଶା ଦି ହୋପ' ପକ୍ଷରୁ ଅନୁଗୋଳ ଜିଲ୍ଲାର ବେଣାଗାଡିଆ ହାଇସ୍କୁଲରେ ୨୦୨୨ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ (ଆଇଡିପିଡବ୍ଲୁଡି) ପାଳିତ କରାଯାଇଛି । ଆଇଡିପିଡବ୍ଲୁଡିର ୨୦୨୨ ନିମନ୍ତେ ଆଧାରିତ ଥିମ୍ 'ଅନ୍ତର୍ଭୂକ୍ତ
Read More...

ଓଡିଶା – ବିଦର୍ଭ କୁଚ ବେହାର ଟ୍ରଫି କ୍ରିକେଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ଓଡିଶା ବନାମ ବିଦର୍ଭ ସର୍ବଭାରତୀୟ ୧୯ ବର୍ଷ ବର୍ଗ କୁଚ ବେହାର ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ତଥା ଜିଲ୍ଲା କ୍ରୀଡା ସଂସଦ ଦ୍ୱାରା ଆୟୋଜିତ
Read More...

ଓଷ୍ଟା ତରଫରୁ ଛତ୍ରପୁର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ଛତ୍ରପୁର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ କରାପଲ୍ଲୀ ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ସଂଗଠନ ଗଞ୍ଜାମ-ଗଜପତିର ପୂର୍ବତନ ସଂପାଦକ କାମରାଜୁ ମହାରଣା ମୁଖ୍ୟ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତିୟ ଭିନ୍ନକ୍ଷମ ଦିବସ ପାଳିତ

ଭିନ୍ନକ୍ଷମ ସାଧାରଣ ନୁହଁନ୍ତି, ସେମାନେ ଅସାଧାରଣ, ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଆମ ସମସ୍ତଙ୍କ ଗୁରୁଦାୟିତ୍ୱ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟରେ ଜିଲ୍ଲା
Read More...

ବଲାଙ୍ଗିରଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ତଥା ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନଙ୍କୁ ନେଇ ଏକ ରାଲି କଚେରି
Read More...

କେଜିବିଭିରେ ଆଇନ ସଚେତନତା ଶିବିର

ଦେଓଗାଁ, (ମନୀଷ କୁମାର ସାହୁ) : ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଜର୍ଜ ଲଲାଟେନ୍ଦୁ ଜେନା ଓ ସମ୍ପାଦକ ବିନୟ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଦିନ ଦେଓଗାଁ ବ୍ଲକ ସାଗରପାଲି କଲୋନୀ ସ୍ଥିତ କସ୍ତୁରବା ଗାନ୍ଧି ବାଳିକା ବିଦ୍ୟାଳୟରେ ଆଇନ ସଚେତନତା ଶିବିର ସହ
Read More...