Daily Archives

ଗଞ୍ଜାମ ଜିଲ୍ଲାର ୩୮୬୦ ଜଣ ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ପାଇବେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅନୁସାରେ ପ୍ରାପ୍ତ ହୋଇଥିବା ସମୁଦାୟ ୩୮୬୦ ଜଣ ଗଞ୍ଜାମ ଜିଲ୍ଲାର କଳାକାରମାନେ ଭତ୍ତା ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏଥି ସକାଶେ ସରକାରୀ ଭାବେ ତାଲିକା ପ୍ରସ୍ତୁତ ହୋଇସାରିଛି । ଗଞ୍ଜାମ
Read More...

ତୁରେକେଲା ରାଜୁ ସଂରକ୍ଷିତ ଜଙ୍ଗଲରୁ ଅର୍ଦ୍ଧ ଦଗ୍ଧ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ପର୍ଦ୍ଦାଫାସ କଲା…

ପ୍ରେମ କାରବାରକୁ ନେଇ ହତ୍ୟାକଲା ପ୍ରେମିକ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ତୁରେକେଲା-ଲାଠୋର ପିଡବ୍ଲୁଡି ରାସ୍ତାର କି.ମି. ଖମ୍ବ ନଂ. ୩ ନିକଟରେ ଗତ ୨୪/୧୧/୨୦୨୨ ଗୁରୁବାର ଦିନ ଏକ ଯୁବତୀଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର କରିଥିଲା ତୁରେକେଲା
Read More...

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର
Read More...

ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସହଲା ରେଳ ଲାଇନ ପାଖ ଏକ ଘରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏଥିରେ ଦୋକାନଟି ଭଷ୍ମୀଭୂତ ହୋଇଥିବା ବେଳେ ଜଣେ ବୃଦ୍ଧା ଫସି ରହିଥିଲେ । ତେବେ ଦୁଇ ଘଣ୍ଟାର କସରତ ପରେ
Read More...

ଟ୍ରାକ୍ଟର ଧକ୍କାରେ ୨ ଗୁରୁତର ଆହତ

ଜୁନାଗଡ଼ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହର ସ୍ଥିତ ନୂଆ ବସଷ୍ଟାଣ୍ଡ ଠାରେ ଏକ ଟ୍ରାକ୍ଟର ଧକ୍କାରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଜୁନାଗଡ଼ ପୋଲିସ ଟ୍ରାକ୍ଟରକୁ ଜବତ କରିଛି । ସୂଚନା ଅନୁସାରେ, ଗୁରୁତର ଆହତ ହୋଇଥିବା ବ୍ୟକ୍ତି ହେଲେ ଭେଜିପଦର ଗ୍ରାମର ସଂଜୀବ ପୁଝାରୀ ଓ
Read More...

ସରକାରୀ ଜମିରେ ଚାଲୁଥିଲା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କଲା ପୋଲିସ ଓ ଅବକାରୀ ବିଭାଗ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ମିଳିତ ଅପରେସନ ଗ୍ରୀନ କ୍ଲିନ୍ । ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ କ. ନୂଆଗାଁ ଥାନା ଅନ୍ତର୍ଗତ ସିନ୍ଦ୍ରିଗାଁ ଅଞ୍ଚଳରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସରକାରୀ ଜମିରେ ଚାଲୁଥିଲା ବେଆଇନ
Read More...

ଭିଜିଲାନ୍ସ ଜାଲରେ ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ

ବାରିପଦା : ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ ଭାର୍ଗବ ମହାକୁଡ । ସୂଚନା ଅନୁସାରେ, ଜମି ପଟ୍ଟା କରାଇଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ୪୦ ହଜାର ଟଙ୍କା ନେବା ବେଳେ କାବୁ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ଟଙ୍କାତକ ଜବତ କରିଛି ଭିଜିଲାନ୍ସ ।
Read More...

ଧଣ୍ଡାମୁଣ୍ଡାରେ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ

ଧଣ୍ଡାମୁଣ୍ଡା, (କେପିଏନ୍‌ଏସ୍‌) : ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା ଜଗନ୍ନାଥ ମନ୍ଦିର ପ୍ରହରୀ ମଣ୍ଡପଠାରେ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଘାସିରାମ ଭୋଇ ଓ ସ୍ତ୍ରୀ ଯଶୋଦା ଭୋଇ କର୍ତ୍ତା ଭାବେ ଯୋଗ ଦେଇଥିଲେ । ପୂଜା କମିଟି ସଭାପତି ଶୋଭନ୍ମୟ
Read More...

ଜାମଗାଁ କଲେଜରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ ଜାମଗାଁ କଲେଜରେ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶିବଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ଶୋଭାକର ବିଶ୍ୱାଲ ମୁଖ୍ୟ ଅତିଥି, ହେମସାଗର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ
Read More...

ମାଛ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ

ମାଲକାନଗିରି/କାଲିମେଳା : ମୋଟୁ କାଲିମେଳା ୩୨୬ ନମ୍ବର ଜାତୀୟ ରାଜପଥ ଏମ୍ ଭି ୭୬ ଗ୍ରାମ ପେଟ୍ରୋଲ ପମ୍ପ ନିକଟରେ ଗତକାଲି ଭୋରରୁ ଦୁର୍ଘଟଣାରେ ଓଲଟିଥିବା ମାଛ ବୋଝେଇ ଟ୍ରକକୁ ଜେସିବି ଦ୍ୱାରା ପୁଲିସ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଘଟଣାରୁ ପ୍ରକାଶ ଯେ, ଆନ୍ଧ୍ରପ୍ରଦେଶରୁ ଓଡ଼ି୨୪ଏଚ୬୮୩୨
Read More...
error: Content is protected !!