Daily Archives

ସେମଫୋର୍ଡ ଫ୍ୟୁଚରିଷ୍ଟିକ ସ୍କୁଲ ବଲାଙ୍ଗିରର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସେମଫୋର୍ଡ ଫ୍ୟୁଚରିଷ୍ଟିକ ସ୍କୁଲ, ବଲାଙ୍ଗିରର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି । ଉକ୍ତ ଉତ୍ସବରେ ସୁନିଲ ପଣ୍ଡା, ଅବସରପ୍ରାପ୍ତ ଅଧ୍ୟକ୍ଷ ଜବାହାର ମହାବିଦ୍ୟାଳୟ ପାଟଣାଗଡ଼, ମୁଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହିତ ଉତ୍ସବର
Read More...

ସ୍ୱେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରକ୍ତ ଶିବିର ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକ ଅଧିନସ୍ଥ କୁତମୁଣ୍ଡା ଗ୍ରାମର ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ କୁତମୁଣ୍ଡା ତଥା ବିଭିନ୍ନ ଗ୍ରାମର ୪୦ ଜଣ ରକ୍ତଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଅନୁଷ୍ଠାନର ସଭାପତି ସଞ୍ଜୀବ
Read More...

କର୍ଲାପଡ଼ାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଏନ୍‌ଏଚ୍‌ ୧୬ କର୍ଲାପଡ଼ା ଠାରେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡିଥିବା ବେଳେ ଟ୍ୟାଙ୍କରରୁ ପ୍ରବଳ ଗ୍ୟାସ ବାହାରି ଚାଡିଆଡେ ବ୍ୟାପି ଯାଇଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିବା ବେଳେ ଭବାନୀପାଟଣାରୁ ରାୟପୁର
Read More...

ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଶୋକ ପ୍ରକାଶ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା-ସାହିତ୍ୟର ଗବେଷକ, ସମାଲୋଚକ ତଥା ଅତିବଢ଼ୀ ଜଗନ୍ନାଥ ଦାସ ପୁରସ୍କାରପ୍ରାପ୍ତ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ବରିଷ୍ଠ ସାହିତ୍ୟିକ ତଥା
Read More...

ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ବିବାହ ବନ୍ଧନରେ ବାନ୍ଧି ହେଲେ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଯେଉଁ ହାତରେ ଦିନେ ବନ୍ଧୁକ ଥିଲା ଆଜି ସେ ହାତରେ ମେହେନ୍ଦି ଲାଗିଛି । ପୁଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଏହି ଦୁଇ ଝିଅଙ୍କ
Read More...

ମେଗା ନର୍ସରୀରେ ବଲାଙ୍ଗିର ବନ ବିଭାଗର ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମେଗା ନର୍ସରୀରେ ବଲାଙ୍ଗିର ଡିଏଫ୍‌ଓ ନିତିଶ କୁମାରଙ୍କ ଉପସ୍ଥିତିରେ ଜିଲ୍ଲାର ବିଭିନ୍ନ ରେଂଜର କର୍ମଚାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆଜିର ଦିନରେ ହାତୀଙ୍କୁ କିଭଳି ସୁରକ୍ଷା ଦିଆଯିବ ସେ ଉପରେ ଡିଏଫ୍‌ଓ ନିତିଶ
Read More...

ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିଅର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ତମ ଅଧ୍ୟକ୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସାମାଜିକ ସଂଗଠନ ଜେସିଆଇ ବଲାଙ୍ଗିର ସିଟିର ୧୫ତମ ଅଧିଷ୍ଠାପନ ଦିବସ ମାରୱାରୀ ସେବା ସଦନରେ ପାଳନ କରାଯାଇଛି । ଜେସିଆଇ ବଲାଙ୍ଗିର ସିଟିର ସଭାପତି ଜେସି ପରେଶ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ସଂଗଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ପୌର
Read More...

ଜୋଙ୍କ ପୋଲିସ ଦ୍ୱାରା ୩୪ ଜଣ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖରିଆର ରୋଡ ଜୋଙ୍କ ପୋଲିସ ଦ୍ୱାରା ୩୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି । ସୂଚନା ଅନୁସାରେ, ଶୁକ୍ରବାର ସନ୍ଧ୍ୟା ବେଳେ ପେଟ୍ରୋଲିଙ୍ଗ ସମୟରେ ଏହି ଦାଦନ ଶ୍ରମିକମାନେ ରେଳ ଦ୍ୱାରା ଉତ୍ତରପ୍ରଦେଶ ରାଜ୍ୟ ଅଯୋଧ୍ୟାକୁ ଇଟା
Read More...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଯୋଗୀମୁଣ୍ଡା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇ ଥିବା ଜଣାପଡିଛି । ସୂଚନା ଅନୁସାରେ, ମୃତକ ଜଣକ ହେଲେ ନେପାଳ ମେହେର(୨୮) । ନେପାଳଙ୍କ ମୃତଦେହ ତାଙ୍କ ବାସଭବନରୁ ଉଦ୍ଧାର କରାଯାଇଥିବା ବେଳେ
Read More...

୨୫ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ସିନ୍ଧେକେଲା ଥାନା ଅଧିକାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୫ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ସିନ୍ଧେକେଲା ଥାନା ଅଧିକାରୀ ଆଲୋକ ବେହେରା । ଥାନା ଅଧିକାରୀ ଶ୍ରୀ ବେହେରାଙ୍କୁ ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସ ଟିମ୍ ଧରିଥିବା ବେଳେ ବ୍ୟାଙ୍କ କର୍ମଚାରୀ ଅଜିତ କୁମାର
Read More...