pakka
Daily Archives

ଓଶ୍ରୁର ଜିଲ୍ଲା ସମ୍ମିଳନୀ ଓ କର୍ମକର୍ତ୍ତା ଚୟନ

ସୁରୁଲାଲ ସଭାପତି ଓ ଲୋପନ ମିଶ୍ର ସଂପାଦକ ଭାବେ ନିର୍ବାଚିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଓଡିଶା ସେଲ୍ସ ରିପ୍ରେଜେନ୍‌ଟିଭ୍‌ ବଲାଙ୍ଗିର ଜିଲ୍ଲା ଶାଖାର ୧୭ତମ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ
Read More...

ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି ଦ୍ୱିତୀୟ ଦିନ

ଜଗଜୋତଙ୍କ ଶତକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ଓଡିଶା ବନାମ ବିଦର୍ଭ ସର୍ବଭାରତୀୟ ୧୯ ବର୍ଷ ବର୍ଗ କୁଚ ବେହାର ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସରେ ବିଦର୍ଭ ଦଳ କାଲିର ଅସମାପ୍ତ ପାଳି ୬୯/୨ରୁ ଖେଳ ଆରମ୍ଭ କରି ଆଜି ଖେଳ ସୁଦ୍ଧା ୧୧୪
Read More...

୮ ଦଫା ଦାବୀ ନେଇ ବିଇଓ ଅଫିସ ଘେରିଲେ ଶିକ୍ଷକ ଓ କର୍ମଚାରୀ ସଂଘ

ନୂଆପଡା, (ନିରାକାର ମେହେର) : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତି ଡାକରାରେ ଆଜି ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ
Read More...

ବୋଡେନ ସରସ୍ୱତୀ ଶିଶୁ ମନ୍ଦିରର ୨୩ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ସରସ୍ଵତୀ ଶିଶୁ ମନ୍ଦିର ବୋଡ଼େନ ହାଇସ୍କୁଲ ପଡିଆ ଠାରେ ଉଦ୍‌ଘାଟନ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଜନେଶ୍ୱର ସିଂମଲ୍ଲିକଙ୍କ ଦ୍ଵାରା ଉଦ୍‌ଘାଟନ ହୋଇଯାଇଛି । ପ୍ରଧାନ ଗୁରୁଜୀ ତ୍ରିନାଥ ନାଗ ମଞ୍ଚ ପରିଚାଳନା କରି
Read More...

ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଜୋନ ଗନ୍ଧର୍ଲା ଗ୍ରାମରେ ଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନୁପ କୁମାର
Read More...

ଆନ୍ତର୍ଜାତିକ ବିଶ୍ୱ ଭିନ୍ନକ୍ଷମ ଦିବସ ଓ ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ର ଉଦ୍‌ଘାଟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତିକ ବିଶ୍ୱ ଭିନ୍ନକ୍ଷମ ଦିବସ ଓ ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ବିଶ୍ୱ ଦିବ୍ୟାଙ୍ଗ ଦିବସ-୨୦୨୨ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ବିଶ୍ୱ ଦିବ୍ୟାଙ୍ଗ ଦିବସ ଜିଲ୍ଲା ସଦର ମହକୁମା ଛତ୍ରପୁର ମୁଖ୍ୟ ଷ୍ଟାଡିୟମରେ ଶନିବାର ସନ୍ଧ୍ୟାରେ ସମାହିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ସମସ୍ତ ସିଆରସିସି, ବିଆରସିସି, ସମସ୍ତ ବିଇଓ, ଜିଲ୍ଲାର ସମସ୍ତ
Read More...

ଫଲଗୁ ସାହିତ୍ୟ ସଂସଦ ପକ୍ଷରୁ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରସ୍ଥ ଫଲଗୁ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ସ୍ମୃତିଚାରଣ ଶନିବାର ସନ୍ଧ୍ୟାରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ୱର୍ଗତ ଆଚାର୍ଯ୍ୟ ଜଣେ ଗୁଣମୁଗ୍ଧ ସାହିତ୍ୟ ପ୍ରେମୀ ଓ
Read More...

ମାଲପଡାରେ ଦୁଇ କୁଖ୍ୟାତ ଅପରାଧୀଙ୍କୁ ସିନ ରିକ୍ରିଏସନ କଲା ଟାଉନ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବେଆଇନ ଭାବେ ସହରରେ ବନ୍ଧୁକ ଧରି ଧମକ ଚମକ କରୁଥିବା ମାମାଲାରେ ୨ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗିର ଟାଉନ ପୋଲିସ ଗିରଫ କରିଥିବା ବେଳେ ଗତ ରାତ୍ରୀରେ ଗିରଫ ଦୁଇ ଜଣ ଅଭିଯୁକ୍ତକୁ ସହରର ମାଲପଡା ଠାରେ ପୋଲିସ ସିନ ରିକ୍ରିଏସନ କରିଥିବା ଦେଖିବାକୁ ମିଳିଛି ।
Read More...

ରେଡ୍ଡୀ ମହାସଂଘ ତରଫରୁ ଶ୍ରୀନୃସିଂହନାଥଙ୍କ ସେବାଧାରୀ ଦାସୁଡୁ ସତ୍ୟମ ରେଡ୍ଡୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡୁ (ସତ୍ୟମ) ସେବା ନୃତ୍ୟ କଳାକେନ୍ଦ୍ର ଭାଗବତ ଗାଦୀର ମୁଖ୍ୟ ବଡ଼ ଦାସୁଡୁ ଆର.ସତ୍ୟମ ରେଡ୍ଡୀ ଜଣେ କୋହଲା ନୃତ୍ୟ ଦାସୁଡୁ ସଂଗଠକ ଭାବେ ସେ ବହୁମୁଖୀ ପ୍ରତିଭାର ଅଧିକାରୀ ହୋଇ ରାଜ୍ୟ ଓ ଜାତୀୟ ସ୍ତରରେ
Read More...