Daily Archives

ଆମ୍ୱେଦକରଙ୍କ ୬୭ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଆଜି ଡ. ବି.ଆର୍ ଆମ୍ବେଦକରଙ୍କ ୬୭ତମ ପୁଣ୍ୟତିଥି । ସଂସଦରେ ତାଙ୍କ ଫଟୋଟିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦିପ ଧନଖଡ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି
Read More...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଫୁଲବାଣୀ : ଟାଉନ ଥାନା ଅନ୍ତର୍ଗତ ମାଷ୍ଟରପଡା ଅଞ୍ଚଳରେ ଆଜି ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ମମତା ପୃଷ୍ଟି । ତାଙ୍କ ଘର ନୟାଗଡ଼ ଜିଲ୍ଲା ମଧ୍ୟଖଣ୍ଡ ଅଞ୍ଚଳରେ ବୋଲି ଜଣାପଡିଛି । ସୂଚନା ଅନଚସାରେ ମମତା ଘର ଭିତରେ ବେକରେ ଏକ ଲୁଗା ଗୁଡେ଼ଇ
Read More...

ଉଷା ଆପ୍‌ରେ ବସ୍ତି ବାସିନ୍ଦାଙ୍କ ତଥ୍ୟ ସଂଗ୍ରହ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ବସବାସ କରୁଥିବା ବସ୍ତି ବାସିନ୍ଦାଙ୍କୁ ଜାଗା ମିଶନ ଯୋଜନାରେ ପଟ୍ଟା ପ୍ରଦାନ କରାଯିବ । ଏ ନେଇ ବିଏମସି ପକ୍ଷରୁ ଗତ ୧୦ ତାରିଖରେ ଡ୍ରୋନ ସର୍ଭେ ଆରମ୍ଭ ହୋଇଥିଲା । ଏବେ ସୁଦ୍ଧା ଡ୍ରୋନ ମାଧ୍ୟମରେ ସହରର ୧୬୮ଟି
Read More...

୯ ଲକ୍ଷ ଟଙ୍କାରୁ ଅଧିକ ବ୍ରାଉନ ସୁଗାର ଜବତ କଲା ଅବକାରୀ ଟିମ୍‌

ପୁରୀ, (ଦଲ୍ଲୀପ କୁମାର ଧାଉଡିଆ) : ଅବକାରୀ ବିଭାଗ ପକ୍ଷରୁ ଗୋପ ଥାନା ମଲ୍ଲିକସାହିରେ ଚଢାଉ କରି ବ୍ରାଉନ ସୁଗାର ଜବତ କରାଯାଇଛି । ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ କୋଣାର୍କ ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ କରାଯାଇଥିଲା ।
Read More...

୬୦ତମ ଗୃହରକ୍ଷୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆଠାରେ ୬୦ତମ ଗୃହରକ୍ଷୀ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ନେତୃତ୍ୱ ଓ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ କୁମୁଦ ସେଠଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ
Read More...

ରାଜରାସ୍ତାରେ ୨୪ ଟିକିଆ ହାତୀପଲ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ପିପିଳିଆଠାରେ ସୋମବାର ୨୪ ଟିକିଆ ହାତୀପଲ ରାସ୍ତା ପାର ହେଉଥିବାରୁ କିଛି ସମୟ ଧରି ଏନ୍‌ଏଚ ୨୦ରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା । ଏହି ଦଳରେ ଛୁଆ ହାତୀ ମଧ୍ୟ ଥିଲେ । ଗାଡି ଚାଳକ ତଥା ସ୍ଥାନୀୟ ଲୋକେ ରାସ୍ତାରେ ଠିଆ ହୋଇ ହାତୀ
Read More...

୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି । ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ
Read More...

କୋକସରା ବ୍ଲକସ୍ତରୀୟ କ୍ରୀଡା ଓ ଖେଳ ଅଭିଯାନ ଉଦ୍‌ଘାଟିତ

କୋକସରା : କୋକସରା ବ୍ଲକସ୍ତରୀୟ ଖେଳ ଓ କ୍ରୀଡା ଉଦ୍‌ଘାଟିତ ହୋଇଯାଇଛି । କୋକସରା ବ୍ଲକ ସଦର ଜବାହାର ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ କ୍ରୀଡା ଉତ୍ସବକୁ ଜବାହାର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସ

ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ପଡିଲେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସ । ନିର୍ବାହୀ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ଉ କଲା ଭିଜିଲାନ୍ସ ଟିମ୍ । ଏଥି ସହିତ ଏକକାଳୀନ ୭ଟି ସ୍ଥାନରେ ରେଡ ଚାଲିଥିବା ସୂଚନା ମିଳିଛି । ସୂଚନା ମୁତାବକ, ଆଜି ସକାଳୁ
Read More...

ହାତୀ ଆକ୍ରମଣରେ ଚାଷୀ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦର ରେଞ୍ଜ ଖଇରଗୁଡାରେ ଜଣେ ଚାଷୀଙ୍କୁ ହାତୀ ଦଳି ମାରି ଦେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଖଇଗୁଡାର ୫୮ ବର୍ଷୀୟ ମାଛୁ ମାହାନନ୍ଦ ନିଜ ବିଲରେ ଧାନ ଜଗିଥିବା ବେଳେ ହାତୀ ପଲ ଆସିଥିଲେ । ଚାଷୀ ମାଛୁ ହାତୀ ସାମ୍ନାକୁ ଆସି ଆଉ କୁଆଡେ ଯାଇ ନପାରିବାରୁ
Read More...