Daily Archives

ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ତୁଷୁରା ଇଲେଭେନ ଷ୍ଟାର ଚମ୍ପିୟାନ କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍‌
Read More...

ଓଡ଼ିଶା ଦକ୍ଷତା ବିକାଶ ବିଭାଗ ପକ୍ଷରୁ ନିଯୁକ୍ତି ମେଳା

ମାଲକାନଗିରି : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଦିବାସୀ ଅଧ୍ୟୁଷିତ କୁଡୁମୁଳୁଗୁମା ବ୍ଲକ ସ୍ଥିତ ଡାରବିନ ମେମୋରିଆଲ ମହାବିଦ୍ୟାଳୟ ପରିସରରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ନିଯୁକ୍ତି ମେଳାକୁ ବିଘ୍ନ କିରର୍ଷାନି, ଅଧ୍ୟକ୍ଷ
Read More...

ମଦନପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ୧୬ତମ ଶତବାର୍ଷିକୀ ସ୍ମାରକୀ ଉତ୍ସବ ପାଳିତ

ଦୁଇ ଜଣ ମୁଖ୍ୟମନ୍ତ୍ରୀ ଆସିଥିବା ବିଦ୍ୟାଳୟ ଏବେ ବି ଅବହେଳିତ କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ୧୬ତମ ଶତବାର୍ଷିକୀ ଉତ୍ସବ ସ୍କୁଲ ପରିଚାଳନା କମିଟି ସଭାପତି ଯୁଧିଷ୍ଠିର ସିଂଙ୍କ ସଭାପତିତ୍ୱରେ
Read More...

ସୁଖବିନ୍ଦର ସିଂ ସୁଖୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶିମ୍‌ଲା : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସୁଖବିନ୍ଦର ସିଂ ସୁଖୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ
Read More...

ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ୧୭ତମ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ : ସାରଦା ରାଉରକେଲା, (ସସ୍ମିତା ପ୍ରଧାନ) : ଯେଉଁ ସମାଜର ଲୋକେ ସଚେତନ, ସେ ସମାଜ ସେତେ ଉନ୍ନତ । ସାମ୍ବାଦିକତା ଓ ସମ୍ବାଦପତ୍ର ନିରପେକ୍ଷ ହେଲେ ସୁସ୍ଥ ସମାଜ ଗଠନ ହୋଇ ପାରିବ ବୋଲି ଅତିଥିମାନେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର
Read More...

ଭୁଜାଲି ଦେଖାଇ ଟଙ୍କା ଲୁଟ୍‌ ଅଭିଯୋଗ

ଅନୁଗୁଳ : ଭୁଜାଲି ଦେଖାଇ ୩ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଅନୁଗୁଳ ଜିଲ୍ଲା ପାଳଲହଡା ଥାନା ଠାରୁ ମାତ୍ର ୫୦ ମିଟର ଦୂରରେ ଲୁଟ୍ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଗ୍ରାହକ ସେବା କେନ୍ଦ୍ର କରି ଆନନ୍ଦ ସୁନାର ଲୋକଙ୍କୁ ବ୍ୟାଙ୍କ ସେବା ଯୋଗାଇ ଆସୁଥିଲେ । ଗତକାଲି ଆନନ୍ଦ
Read More...

ବ୍ରାଉନସୁଗାର ଜବତ, ୨ ଯୁବକ ଗିରଫ

ପୁରୀ : ପୁରୀରୁ ବ୍ରାଉନସୁଗାର ଜବତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଆଜି ଅବକାରୀ ବିଭାଗର ସ୍କ୍ୱାର୍ଡ ପୁରୀର ଗଙ୍ଗାରାମ ନୂଆସାହିରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ମାମଲାରେ ନୂଆସାହିର ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ୨ ଯୁବକଙ୍କ ବୟସ ୧୮ ବର୍ଷ ହେବ ।
Read More...

ଦେଓଗାଁ ସାହୁପଡ଼ାର ୨୪ ପ୍ରହରୀ ନାମଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ କଛାରପାଲି, ସାହୁପଡ଼ା ପ୍ରଗତୀ ଯୁବକ ସଂଘର ସଭାକକ୍ଷରେ ପୂର୍ବତନ ସଭାପତି ସାଧୁ ଚରଣ ସାହୁଙ୍କ ସଭାପତିତ୍ୱରେ ଶନିବାର ରାତିରେ ଏକ ବୈଠକ ଅନୁ‌ଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅନୁ‌ଷ୍ଠାନର ପୂର୍ବତନ ସମ୍ପାଦକ ଅନନ୍ତ ସାହୁ ସଭାର ଉଦ୍ଦେଶ୍ୟ
Read More...

ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ବୋର୍ଡା ଦଳ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ଗ୍ରାମର ଖେଳପଡ଼ିଆ ଠାରେ ଚାଲିଥିବା ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ବୋର୍ଡା ଓ
Read More...

ବାରବାଟୀରେ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ପାଇଁ ଚାଲିଛି ପ୍ରସ୍ତୁତି : ୨୫ ସୁଦ୍ଧା ଶେଷ ହେବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

କଟକ : ଜାନୁଆରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱ କପ୍‌ ଆରମ୍ଭ ହେବ । ଏହାର ଉଦ୍‌ଘାଟନୀ ଉତ୍ସବ ସାରା ରାଜ୍ୟରେ ପାଳନ କରିବାକୁ ସରକାର ଯୋଜନା କରଛନ୍ତି । ୫ଟି ମହାନଗରୀରେ ହକି ବିଶ୍ୱକପ୍‌ ଉତ୍ସବ ପାଳନ ହେବ । ଏହି ୫ଟି ସହର ହେଉଛି କଟକ, ଭୁବନେଶ୍ୱର, ରାଉରକେଲା,
Read More...