pakka
Daily Archives

ମନରେଗା ମଜୁରୀ ମାଗିବାରୁ ୱାର୍ଡ଼ ସଭ୍ୟା ଶ୍ରମିକ ଓ ବିଧବା ମା’ଙ୍କୁ ଚପଲରେ ମାଡ ମାରିଥିବା ନେଇ ଥାନାରେ ଅଭିଯୋଗ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ଅଧୀନସ୍ଥ ପିପଲବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି । ପିପଲବାହାଲ ଗ୍ରାମର ଥବିର ମେହେର ନାମକ ଏକ ଯୁବକ ମନରେଗା ଯୋଜନାରେ କାମ କରିଥିବା ମଜୁରୀ ଟଙ୍କା ମାଗିବାରୁ ଗ୍ରାମର ୱାର୍ଡ
Read More...

ତାଳଚେର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବୀ ନେଇ ଗଣଧାରଣା

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ତାଳଚେର ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଉପଜିଲ୍ଲାପାଳ ଅଫିସ ସାମ୍ନାରେ ତାଳଚେର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବୀର ଶାନ୍ତିପୂର୍ଣ୍ଣ ଗଣଧାରଣା ଆଜି ଷଷ୍ଠ ଦିବସରେ ପହଁଚିଥିବା ଜଣାପଡିଛି । ଓଡିଶାର ଏହି ସମୃଦ୍ଧ ଶିଳ୍ପାଞ୍ଚଳ ରାଜ୍ୟ ସରକାରଙ୍କୁ ସିଂହ ଭାଗ
Read More...

ଖେଲୋ ଇଣ୍ଡିଆରେ ଭାଗ ନେଇଥିବା ଉଷୁ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଅନୁଗୁଳ/ତାଳଚେର, (ଆର୍ତ୍ତତ୍ରାଣ ପାଣି) : କେରଳର କୋଝିକୋଡ଼ ସ୍ଥିତ ଭିକେ କୃଷ୍ଣ ମୋହନ ଇଣ୍ଡୋର ଷ୍ଟାଡିୟମରେ ଭାରତ ସରକାରଙ୍କ ପକ୍ଷରୁ ଖେଲୋ ଇଣ୍ଡିଆ ଉଷୁ ମହିଳା ଜୋନାଲ ଲିଗ ଅନୁଷ୍ଠିତ ହୋଇଯାଇଛି । ଉଷୁ ସଂଘର ରାଜ୍ୟ ସଭାପତି ଇଂ ସୁଧାଂଶୁ ଶେଖର ହରିଚନ୍ଦନ ଏବଂ ସାଧାରଣ ସମ୍ପାଦକ
Read More...

ଘୁଚାପାଲି ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛେତଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଘୁଚାପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସଭାରେ ଗିରିଧାରୀ କଲାରୀଙ୍କ ସଭାପତିତ୍ୱରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ
Read More...

ନରସିଂହଙ୍କ ଅଧ୍ୟକ୍ଷତାରେ ରୋଗୀ କଲ୍ୟାଣ ସମିତିର ବୈଠକ

ଡାକ୍ତରମାନେ ୨୪ ଘଣ୍ଟା ରୋଗୀ ସେବାରେ ବ୍ରତି ରୁହନ୍ତୁ - ନରସିଂହଇନ୍‌ଡୋର ଭର୍ତ୍ତି ଉପରେ ଗୁରୁତ୍ୱାରୋପ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ସଦର ବ୍ଲକ ସ୍ଥିତ ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏ ବର୍ଷର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।
Read More...

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସାଂଗଠନିକ ସଭା ଓ ନୂତନ କର୍ମକର୍ତ୍ତା ମନୋନୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଲକ୍ଷ୍ମଣ ଭବନ ପରିସରରେ ଛତ୍ରପୁର ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ (ଏନପିଏସ)ର ଏକ ସାଂଗଠନିକ ସଭା ଶିକ୍ଷକ କୃଷ୍ଣ ଚନ୍ଦ୍ର ଦାଶଙ୍କ ପୌରାହିତରେ ଅନୁଷ୍ଠିତ ହୋଇଯାଇଛି । ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ
Read More...

ମା’ ମାହେଶ୍ୱରୀ ଫୁଟବଲ କ୍ଲବ ତରଫରୁ ୧୦ତମ ପ୍ରେମାନନ୍ଦ ଫୁଟବଲ୍ ମେମୋରିଆଲ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ କୁଟୁମଡୋଳା ପଞ୍ଚାୟତର ବାନ୍ଧନଘୋର ଗାଁ ଠାରେ ମା' ମାହେଶ୍ୱରୀ ଫୁଟବଲ କ୍ଲବ ତରଫରୁ ୧୦ତମ ପ୍ରେମାନନ୍ଦ ଫୁଟବଲ୍ ମେମୋରିଆଲ ଆୟୋଜିତ ହୋଇଯାଇଛି । ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ଦିବସରେ ମୁଖ୍ୟଅତିଥି ଭାବେ ବିଜୁ ଯୁବ ଜନତା ଦଳ
Read More...

ବୁଲେଟ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ୧ ମୃତ, ୧ ଗୁରୁତର

ମାଲକାନଗିରି : ବୁଲେଟ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ରବିବାର ରାତିରେ ମାଲକାନଗିରି ହସ୍ପିଟାଲ ଛକ ନିକଟରେ ଗୋଟିଏ ବୁଲେଟ ସହିତ ଅନ୍ୟଏକ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲେ । ଏଥିରେ ୨ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ
Read More...

ନୂଆପଡା ଗ୍ରାମକୁ ମିଳିଲା ରାଜସ୍ୱ ଗ୍ରାମର ମାନ୍ୟତା

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ଵ ଗ୍ରାମରର ମାନ୍ୟତା ମିଳିଛି । ଗ୍ରାମବାସୀମାନେ ଦୀର୍ଘ ବର୍ଷରୁ ରାଜସ୍ୱ ଗ୍ରାମର ମାନ୍ୟତ ଦେବା ପାଇଁ ଦାବୀ ଜଣାଇ ଆସୁଥିଲେ । ତେବେ ରାଜ୍ୟ ସରକାରଙ୍କ ରାଜସ୍ୱ ବିଭାଗ ପକ୍ଷରୁ ନୂଆପଡା
Read More...

ଆନ୍ତଃମହାବିଦ୍ୟାଳୟ ସ୍ତରୀୟ କ୍ରିକେଟ ଓ ଭଲିବଲ ଟୁର୍ଣ୍ଣାମେଣ୍ଟ

ମାଲକାନଗିରି : ମାଲକାନଗିରି ମହାବିଦ୍ୟାଳୟ ପରିସରରେ ପ୍ରଥମ ଥର ପାଇଁ ଆନ୍ତଃମହାବିଦ୍ୟାଳୟ ସ୍ତରୀୟ କ୍ରିକେଟ ଓ ଭଲିବଲ ଟୁର୍ଣ୍ଣାମେଣ୍ଟ ସୋମବାର ଠାରୁ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ
Read More...