Daily Archives

ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣି ସୁନାନୀଙ୍କୁ ଡ଼. ଆମ୍ବେଦକର ସେବାଶ୍ରୀ ଜାତୀୟ ସମ୍ମାନରେ ସମ୍ବର୍ଦ୍ଧିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଭାରତୀୟ ଦଳିତ ସାହିତ୍ୟ ଏକାଡେମୀର ୩୮ତମ ଦୁଇ ଦିନିଆ ରାଷ୍ଟ୍ରୀୟ ସମ୍ମିଳନୀ ଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ମିଳନୀରେ ରାଷ୍ଟ୍ରୀୟ ସଭାପତି ଡ଼. ସୋହନପାଲ ସୁମନାକ୍ଷର ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ପୂର୍ବତନ
Read More...

କୃଷି ଶିଳ୍ପ ନିଗମ ଉପାଧ୍ୟକ୍ଷଙ୍କ ବଲାଙ୍ଗିରଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା କୃଷି ଶିଳ୍ପ ନିଗମର ଉପାଧ୍ୟକ୍ଷ ଡ.ସନ୍ତୋଷ କୁମାର ବେଜ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ଜଳନିଧି-୨ ଯୋଜନାରେ ହିତାଧିକାରୀ ଚାଷୀ ମାନଙ୍କୁ କ୍ଷୁଦ୍ର ଉଠାଜଳ ସେଚନ ପ୍ରକଳ୍ପ ପାଇଁ ବିଭିନ୍ନ ଯନ୍ତ୍ରପାତି ବଣ୍ଟନ
Read More...

ରାଉରକେଲା ବିକାଶ ମଞ୍ଚର ଉଦବେଗ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଗତ ଦୁଇ ବର୍ଷ ତଳେ ହକି ବିଶ୍ୱକପ ଭୁବନେଶ୍ୱର ଓ ରାଉରକେଲାରେ ହେବ ବୋଲି ସ୍ଥିର ହୋଇଥିଲା । ସେଥିପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆୟୋଜନ ଜୋର ସୋରରେ ଚାଲିଥିବା ବେଳେ ଅନ୍ୟତମ ସ୍ମାର୍ଟ ସହର ରାଉରକେଲାରେ ତାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ।
Read More...

ଭାଲେର ଠାରେ ବିଜେଡି କର୍ମୀଙ୍କ ଦ୍ୱାରା ବିଧାୟକ ମୁକେଶ ମହାଲିଙ୍ଗଙ୍କୁ କଳା ପତାକା ପ୍ରଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଭାଲେର ଛକ ଠାରେ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ବିଜେଡି କର୍ମୀମାନେ କଳା ପତାକା ପ୍ରଦର୍ଶନ କରିଥିବା ନେଇ ଖବର ମିଳିଛି । ସୂଚନା ଅନୁସାରେ ଆଜି ବିଧାୟକ ମୁକେଶ ମହାଲିଙ୍ଗ ଭାଲେର- କୁରୁଲ ବ୍ରିଜ୍‌ର ଭିତ୍ତି ପ୍ରସ୍ତର
Read More...

ଜିଲ୍ଲା କଳାକାର ସମନ୍ୱୟ ସମିତିର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା କଳାକାର ସମନ୍ୱୟ ସମିତି, ବଲାଙ୍ଗିର ପକ୍ଷରୁ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବୀପତ୍ର ପ୍ରଦାନ କରାଯାଇଛି । ଦାବୀପତ୍ରରେ ଉଲ୍ଲେଖ ଅଛି ଯେ, ରାଜ୍ୟ ସରକାର ଆରମ୍ଭ କରିଥିବା ୨୦୧୮ରେ ମୁଖ୍ୟମନ୍ତ୍ରୀ
Read More...

ଶ୍ରୀ ଶ୍ରୀ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

ସୋହେଲା, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ଗ୍ରାମର ଶ୍ରୀ ଶ୍ରୀ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ସଭାପତି ପୂର୍ଣ୍ଣଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ୱ ତଥା ଟ୍ରଷ୍ଟୀ ଟେକଚାନ୍ଦ ଦୁଆନଙ୍କ
Read More...

ଚନ୍ଦନକାଠ ଜବତ : ୨ ଗିରଫ

କୋରାପୁଟ : କୋରାପୁଟ ବନ ବିଭାଗ ପକ୍ଷରୁ ସଦର ବ୍ଲକର ବାରିଗୁଡା ଜଙ୍ଗଲରେ ଚଢାଉ କରାଯାଇ ୨୦ହଜାର ଟଙ୍କାର ଚନ୍ଦନକାଠ ସହ ୨ଜଣ ଚନ୍ଦନ ବେପାରୀଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯାଇଛି । କୋରାପୁଟ ରେଞ୍ଜ ଅଧିକାରୀ ରୋହିତ କୁମାର ଏନେଇ ସୂଚନା ଦେଇଛନ୍ତି । ବନବିଭାଗ ସେମାନଙ୍କଠାରୁ
Read More...

ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ : ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ 'ଦ କଶ୍ମୀର ଫାଇଲ୍ସ'ର ନାଁରେ ଆଉ ଏକ ସଫଳତା ଯୋଡି ହୋଇଯାଇଛି । ଫିଲ୍ମକୁ ନିକଟରେ ଆୟୋଜିତ ହୋଇଥିବା ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ-୨୦୨୨)ରେ ସମ୍ମାନୀତ କରାଯାଇଛି । ଚଳିତ ବର୍ଷ ରିଲିଜ୍ ହୋଇଥିବା ଫିଲ୍ମ 'ଦ
Read More...
error: Content is protected !!