Daily Archives

ରାଜସୁନାଖଳା ମହୋତ୍ସବ ‘କାଉଁରୀ’ ଉଦ୍‌ଯାପିତ

ରାଜସୁନାଖଳା/ରଣପୁର : ଓଡିଶା ସରକାରଙ୍କର ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସହାଭାଗିତାରେ ରାଜସୁନାଖଳା ଡିଆଇଇଟି ମଇଦାନ ଠାରେ ଦୀର୍ଘ ୫ ଦିନ ଧରି ଚାଲିଥିବା ଚତୁର୍ଥ ବାର୍ଷିକ ରାଜସୁନାଖଳା ମହୋତ୍ସବ 'କାଉଁରୀ' ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମହୋତ୍ସବ କମିଟି ଅଧ୍ୟକ୍ଷ
Read More...

କେବିବିଏ ପକ୍ଷରୁ ବଡି ବିଲଡିଂ ପ୍ରତିଯୋଗିତା

ରାୟଗଡ଼ା : କଳିଙ୍ଗ ବଡି ବିଲଡିଂ ଆସୋସିଏସନ ପକ୍ଷରୁ ରାୟଗଡ଼ା ସହରର ବିଜୁକଲ୍ୟାଣ ମଣ୍ଡପଠାରେ ବଡି ବିଲଡିଂ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଉକ୍ତ ପ୍ରତିଯୋଗିତାରେ ରାଜ୍ୟର ୧୮ ଜିଲାରୁ ପ୍ରାୟ ୨୦୦ରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ । ଏଥିରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ସାଂସଦ
Read More...

ସିବିଆଇର ୩୪ ଜଣଙ୍କୁ ପୋଲିସ ପଦକ ବିତରଣ

ଭୁବନେଶ୍ୱର : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଆନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ ଯେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ
Read More...

ମିର୍ଦ୍ଧାପାଲି ପଞ୍ଚାୟତଠାରେ ଗ୍ରାମସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଞ୍ଚାୟତ ଠାରେ ଏକ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନାମିକା ହୋତା ଯୋଗ ଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟାଗତ ଅଭିଯୋଗ ଶୁଣି ଶୀଘ୍ର ସମାଧାନ ପାଇଁ ପ୍ରତିଶୃତି
Read More...

ରଶ୍ମି ପ୍ରକାଶନୀ ତରଫରୁ ରଶ୍ମିପ୍ରଭା ପୁସ୍ତକ ଲୋକାର୍ପଣ ଉତ୍ସବ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରଶ୍ମି ପ୍ରକାଶନୀ ତରଫରୁ ତ୍ରୈମାସିକ ପତ୍ରିକା ରଶ୍ମିପ୍ରଭା ପୁସ୍ତକ ଲୋକାର୍ପଣ ଉତ୍ସବ ଓ ଆଲୋଚନାଚକ୍ର ଗୋପବନ୍ଧୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦନା ମଣ୍ଡଳୀର ବରିଷ୍ଠ ସଦସ୍ୟ ଶିକ୍ଷାବିତ୍‌ ରାଧାକାନ୍ତ ମହାରଣାଙ୍କ ସଭାପତିତ୍ୱ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ କେନ୍ଦୁପତ୍ର ତୋଳାଳି

ଭୁବନେଶ୍ୱର : ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳିମାନଙ୍କୁ ସ୍ୱାଗତ କରିବା ସହ କହିଛନ୍ତି ଯେ,
Read More...

୪ ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ ବର୍ଷ ପାଠ ପଢ଼ିବାକୁ ହେବ । ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି । ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା । ସୋମବାର ଏନେଇ ୟୁଜିସି
Read More...

ବ୍ରାଉନସୁଗାର ଜବତ, ୧ ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ପିପିଲି ଥାନା ଅଧୀନ ଜଗନ୍ନାଥପୁର ଛକରେ ଅବସ୍ଥିତ ଜଗନ୍ନାଥ ମନ୍ଦିର ନିକଟରେ ଚଢ଼ାଉ କରି ୯୬ ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ଜଣାପଡିଛି । ଏଥିସହ ପ୍ରଦୀପ୍ତ
Read More...