Daily Archives

ଜାତୀୟ ମାଙ୍କଡ଼ ଓ ଶକ୍ତି ସଂରକ୍ଷଣ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ମାଙ୍କଡ଼ ଦିବସ ଓ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ପ୍ରକୃତିବଂଧୁ ତଥା ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ପ୍ରଚେଷ୍ଟାରେ
Read More...

ପ୍ରଧାନ ଶିକ୍ଷକ ଅଶ୍ୱିନୀ କୁମାର ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କୁଡାସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ଅଶ୍ୱିନୀ କୁମାର ମିଶ୍ର(୫୭)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ବୁର୍ଲା ମେଡିକାଲ ଠାରେ ପରଲୋକ ଘଟିଛି । ବଲାଙ୍ଗିର ସରକାରୀ ବାଳିକା ବିଦ୍ୟାଳୟ ଠାରେ ଦଶମ ଶ୍ରେଣୀ ସମ୍ମେଟିଭ ଖାତା ମୂଲ୍ୟାଙ୍କନ କରୁଥିବା
Read More...

ଫେରାର ଦୁଷ୍କର୍ମ ଅଭିଯୁକ୍ତକୁ କୋର୍ଟ ଫର୍‌ୱାର୍ଡ କଲା ଗଞ୍ଜାମ ଥାନା ପୋଲିସ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପ୍ରାୟ ୧୨ ବର୍ଷ ହେଲା ଫେରାର ଥିବା ଜୈନେକ ଦୁଷ୍କର୍ମ ଅଭିଯୁକ୍ତ ଯୁବକ କୋର୍ଟ ଫର୍‌ୱାର୍ଡ କରିଛି ଗଞ୍ଜାମ ଥାନା ପୋଲିସ । ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଗସ୍ତି ନୁଆଁଗାଁର ଚନ୍ଦ୍ର ପଲାଇଙ୍କ ପୁଅ ବିନୋଦ ପଲାଇ(୪୫) ।
Read More...

ବଲାଙ୍ଗିରଠାରେ ଶିଶୁ ଯତ୍ନ ଅନୁଷ୍ଠାନର ଜିଲ୍ଲାସ୍ତରୀୟ କ୍ରୀଡା ଉତ୍ସବ ‘ଉତ୍ସାହ’ – ୨୦୨୨…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡା କମ୍ପ୍ଲେକ୍ସ ଠାରେ ଆଜି ଜିଲ୍ଲାର ୫ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନର ଜିଲ୍ଲା ସ୍ତରୀୟ କ୍ରୀଡା ଉତ୍ସବ 'ଉତ୍ସାହ' -୨୦୨୨ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ପକ୍ଷ ରଖିଲେ ନିହାର, ମିଥ୍ୟାରୋପ କରୁଛି ବିଜେପି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଳା ବ୍ଲକରେ ବିଜେଡି କର୍ମୀମାନେ ଲୋଇସିଂହା ବିଧାୟକ ଓ ତାଙ୍କର କର୍ମୀମାନଙ୍କୁ ଆକ୍ରମଣ କରିଥିବା ନେଇ ଶ୍ରୀ ମହାଲିଙ୍ଗ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଥିଲେ । ଆଜି ବିଜେଡି ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ପକ୍ଷ ରଖିଛି । ବିଜେଡି
Read More...

‘ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଓ ଅପରାଧକୁ କମାଇବା ଦିଗରେ ମହିଳା ଥାନାର ଭୂମିକା ବେଶ୍‌…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଓ ଅପରାଧକୁ କମାଇବା ଦିଗରେ ମହିଳା ଥାନାର ଭୂମିକା ବେଶ୍‌ ମହତ୍ତ୍ୱପୂର୍ଣ୍ଣ ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍‌ ମତବ୍ୟକ୍ତ କରିଛନ୍ତି । ଜାତୀୟ ମହିଳା କମିଶନ ସହଯୋଗରେ
Read More...

ବରକେରା ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା ।
Read More...

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ ଘଟଣା ପ୍ରତିବାଦରେ ଏସ୍‌ପି ଅଫିସ ଘେରାଉ କଲେ ଭାଜପା କର୍ମୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ପ୍ୟାକ୍ସ ପରିଦର୍ଶନରେ ଯିବାବେଳେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁ ମଙ୍ଗଳବାର ଅଣ୍ଡାମାଡ଼ ହୋଇଥିଲା । କିଛି ବିଜେଡି କର୍ମୀ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରିବା ସହ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ
Read More...

ଯବାନ ପ୍ରକାଶ ବେହେରାଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଖୋର୍ଦ୍ଧା : ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ନାଲିପଡା ଅର୍ଜୁନପୁର ଗ୍ରାମଠାରେ ବିଏସଏଫ୍ ଯବାନ ପ୍ରକାଶ ବେହେରାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ବିଜେଡି ଜିଲ୍ଲା ସଭାପାତି ବିଭୁତି ଭୂଷଣ ବଳବନ୍ତରାୟ, ମୃତକ
Read More...

୮ ଫୁଟ୍‌ର ଅଜଗର ଉଦ୍ଧାର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପେଣ୍ଠକଟା ମେରାଇନ୍‌ ଥାନା ଅଧୀନ ସମଙ୍ଗରା ଗ୍ରାମ ନିକଟରୁ ଏକ ଅଜଗର ଉଦ୍ଧାର ହୋଇଥିବା ଜଣାପଡିଛି । ମଙ୍ଗଳବାର ମାଳତୀପାଟପୁର ବାଇପାସ୍‌ ରାସ୍ତା ପାଖରୁ ୮ ଫୁଟ୍‌ର ଅଜଗରକୁ ଉଦ୍ଧାର କରିଛି ବନବିଭାଗ । ଅପରାହ୍ଣରେ ଅଜଗରଟି ଗହୀର ଦେଇ ଗାଁ ଆଡ଼କୁ ଯାଉଥିଲା
Read More...