Daily Archives

ଗଜବାହାଲ ହାଇସ୍କୁଲର ବାର୍ଷିକ ଉତ୍ସବ ଉଦ୍‌ଯାପିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ପ୍ରଧାନ ଶିକ୍ଷକ ଦେବାଶିଷ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଳାହାଣ୍ଡି
Read More...

ଜେଭେଲିନ୍‌ ପଶି ଜଣେ ଛାତ୍ର ଗୁରୁତର ଥିବା ଘଟଣା : ୪ ଘଣ୍ଟା ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜେଭେଲିନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ୪ ଘଣ୍ଟା ପରେ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ପଶି ରହିଥିବା ଜେଭେଲିନ୍‌କୁ ବାହାର କରାଯାଇଛି । ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଡାକ୍ତର ଟିମ୍‌ ଅସ୍ତ୍ରୋପଚାର କରି ଜେଭେଲିନକୁ ବାହାର କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ,
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା : ୧୬ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ, ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେବାରୁ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ଉଲ୍ଲାସ ଚନ୍ଦ୍ର ସାହୁ(୫୩)
Read More...

ମହିଳା ଫୁଟବଲ ଲିଗରେ ସ୍ପୋର୍ଟ୍ସ ଓଡିଶାକୁ ହରାଇଲା ଓଡିଶା ଏଫସିଡବ୍ଲ୍ୟୁ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଓଡିଶା ମହିଳା ଲିଗ ଫୁଟବଲରେ ଶନିବାର ଓଡିଶା ଏଫସିଡବ୍ଲ୍ୟୁ ବିଜୟ ହାସଲ କରିଛି । ସ୍ପୋର୍ଟ୍ସ ଓଡିଶାକୁ ସମ୍ପୂର୍ଣ୍ଣ ଏକତରଫା ମ୍ୟାଚ୍‌ରେ ଓଡିଶା ଏଫସିଡବ୍ଲ୍ୟୁ ୬-୧ ଗୋଲରେ ହରାଇଥିଲା । ବିଜୟୀ ଦଳ ପକ୍ଷରୁ ମ୍ୟାଚ୍‌ର ପ୍ରଥମ ଏବଂ ୪୪
Read More...

ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଳ ବ୍ଲକ ଅଧ୍ୟକ୍ଷା ଭାବନା ସିଂ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବରଗଡ ପୋଲିସ
Read More...

ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନେ ସ୍ଥାନୀୟ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ ବୈଠକ ସିଦ୍ଧଶଙ୍କର ଆଇରନ ଷ୍ଟୋର ଶାନ୍ତିପଡା, ବଲାଙ୍ଗିର ଠାରେ ହୋଇଥିଲା । ମଂଚର ସଭାପତି ପ୍ରଭାକର ମିଶ୍ର ସଭାପତିତ୍ୱ କରିଥିଲେ । ମନୋରଂଜନ ମିଶ୍ର ସାଧାରଣ ସଂପାଦକ ପୂର୍ବ ସଭାର ବିବରଣୀ ପଠନ
Read More...

ରେଳ ଉପଭୋକ୍ତା ସଂଘ ତରଫରୁ ସାଂସଦଙ୍କୁ କୃତଜ୍ଞତା ଜ୍ଞାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ତା.୧୬.୧୨.୨୦୨୨ ଦିନ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ୧୨ ଦଫା ସ୍ମାରକପତ୍ର ଦେଇଥିବାରୁ ବଲାଙ୍ଗିର ରେଳ ଉପଭୋକ୍ତା ସଂଘ ତରଫରୁ ସଭାପତି ପ୍ରଫେସର ତରୁଣ କୁମାର
Read More...

ଅବସରପ୍ରାପ୍ତ ଶିକ୍ଷକ ନକୁଳ ସାହୁଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆର୍ଯ୍ୟ ଧର୍ମ ପ୍ରଚାରକ, ଚାଷୀ ନେତା, ସମାଜ ସଂସ୍କାରକ, ଅବସରପ୍ରାପ୍ତ ଶିକ୍ଷକ ଠକପଡା ଗାଁର କବି ନକୁଲ ସାହୁଙ୍କ ଗତକାଲି ଆକଷ୍ମିକ ଦୁର୍ଘଟଣାରେ ବୁର୍ଲା ସ୍ଥିତ ଭୀମସାର ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଇହଧାମ ତ୍ୟାଗ କରିଛନ୍ତି । ଖବର ଶୁଣିବା
Read More...

ଖଲିଆପାଲି ସ୍କୁଲରେ ୫୦ତମ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ(ଡୁଡୁକା) ଅନ୍ତର୍ଗତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୫୦ତମ ପ୍ର୍‌ତିଷ୍ଠା ଦିବସ ପାଳିତ ହେ।।ଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ମୁଖ୍ୟଅତିଥି
Read More...