Daily Archives

ହାଇୱା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ : ପ୍ରଶାସନର ପ୍ରତିଶୃତି ପାଇବା ପରେ ଦୀର୍ଘ ତିନି ଘଣ୍ଟା ପରେ ହଟିଲା…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ମୃତ ଯୁବକ ୨ ଜଣ ବଡ଼ଗାଁ ଅଞ୍ଚଳର ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ, ରବିବାର ରାତି ପ୍ରାୟ
Read More...

ବଳାତ୍କାର ମାମଲାରେ ଜି.ଉଦୟଗିରି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ ବଳାତ୍କାର ମାମଲାରେ ଟିକାବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ବିବରଣୀରୁ ପ୍ରକାଶ ଯେ,
Read More...

ଜିଲ୍ଲାସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଞ୍ଚପ୍ରେସ ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୧୭ ଓ ୧୮ ତାରିଖ ଦିନ ସ୍ଥାନୀୟ ଯାଦବ ଭବନ ଠାରେ ଜିଲ୍ଲାସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଞ୍ଚପ୍ରେସ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଥିବା ଏହି ପ୍ରତିଯୋଗିତାରେ ପ୍ରଥମ ଦିନ ବେଞ୍ଚ ପ୍ରେସ ଓ ଦ୍ୱିତୀୟ ଦିନ ସୁନ୍ଦର
Read More...

ବୋଡ଼ାସମ୍ବରର ସାରସ୍ୱତ ସମ୍ପଦ ଏକ ଆକଳନ ପୁସ୍ତକ ଉନ୍ମୋଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁବିଦ୍ୟା ମନ୍ଦିରଠାରେ ଅଂଚଳ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପକ ଡ଼ ବାଞ୍ଛାନିଧି ପଣ୍ଡାଙ୍କ କର କମଳରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପୂର୍ବତନ ଆଚାର୍ଯ୍ୟ ଡ. ଅବନୀକାନ୍ତ ସାହୁଙ୍କ ଗବେଷଣା ନିବନ୍ଧ ବୋଡ଼ାସମ୍ବରର ସାରସ୍ୱତ
Read More...

ଭୀମ ଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ଯାଇ ସଦାନନ୍ଦଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲ୍ଲାପାଳ

ନୂତନ ଡ୍ୟାଲେସିସ ମେସିନ ଓ ନବନିର୍ମିତ ଶୌଚାଳୟର ଉଦ୍‌ଘାଟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଭୀମ ଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ଯାଇ ଆଗଲପୁର ପଞ୍ଚାୟତ ବାଳକ ଉଚ୍ଚ ବିଦ୍ୟାଳୟର ଛାତ୍ର ସଦାନନ୍ଦ ମେହେରଙ୍କ ପିତା ମାତାଙ୍କ ସହ ଆଇସିୟୁରେ
Read More...

ଓଡିଶା ଝାଡଖଣ୍ଡ ଉପାନ୍ତ ଲେଖକ କବି ସମାରୋହ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମୁଖ୍ୟ, ରାଉରକେଲା ତରଫରୁ ଛେଣ୍ଡ ସ୍ଥିତ ଧାମରା ସଂଘ ଠାରେ ଓଡିଶା ଝାଡଖଣ୍ଡ ଉପାନ୍ତ ଲେଖକ କବି ସମାରୋହ ଅନୁଷ୍ଠିତ ହୋଇଯାଇଛି । ସାମୁଖ୍ୟର ମୁଖ୍ୟ ସ୍ତମ୍ଭକାର ଭୂପେନ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ ସାଧାରଣ ସଂପାଦିକା ରଶ୍ମି ବାଳା
Read More...

ବେଦବ୍ୟାସଠାରେ ଝୁଲାପୋଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀପ ରାୟଙ୍କ ଚିଠି

ରାଉରକେଲା, (ସସ୍ମିତା ପ୍ରଧାନ) : ବେଦବ୍ୟାସ ଠାରେ ଝୁଲାପୋଲର ଆବଶ୍ୟକତା ନେଇ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଜଣାଇବା ସହ ଏହାଦ୍ୱାରା ଜିଲ୍ଲାର ଜନସାଧାରଣ ଉପକୃତ ହୋଇପାରିବେ ବୋଲି ଜଣାଇଛନ୍ତି । ଚିଠିରେ ଶ୍ରୀ ରାୟ ଉଲ୍ଲେଖ
Read More...

ଲାଞ୍ଜିଗଡଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି ଲାଞ୍ଜିଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ଅତିରିକ୍ତ ଆରକ୍ଷି ଅଧିକ୍ଷକ ବିଜୟ କୁମାର
Read More...

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ଆର.ହାଇସ୍କୁଲ ଖେଳ ପଡିଆରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପୁରାତନ ଛାତ୍ର ତଥା ୟୁନେସ୍କୋର ସମ୍ମାନିତ ସଭ୍ୟ ତଥା ଅଷ୍ଟ୍ରେଲିଆର
Read More...

ଟାଟା ପାୱାର ବରଗଡ ତରଫରୁ ଜର୍ଜଗଡ଼ରେ କମ୍ବଳ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଟାଟା ପାୱାର ବରଗଡ ତରଫରୁ ସୋମବାର ପାଇକମାଲ ବ୍ଲକ ଜର୍ଜଗଡ଼ ଗ୍ରାମ ସ୍ଥିତ ନୃସିଂହନାଥ ବୃଦ୍ଧାଶ୍ରମରେ ଥିବା ୮ ଜଣ ବୃଦ୍ଧ ବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ସେହିପରି ଜର୍ଜଗଡ ଗ୍ରାମର ନିଃସହାୟ ଗରିବ ବିକଳାଙ୍ଗ ବିଧବା ମହିଳା ଓ ପୁରୁଷ ୧୮
Read More...