କୂଅ ଖୋଳିବା ବେଳେ ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ
ବ୍ରହ୍ମପୁର : କୂଅ ଖୋଳୁଥିବା ବେଳେ ମାଟି ଅତଡା ଖସିଯିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବ୍ରହ୍ମପୁର ସହର ଶ୍ରୀରାମନଗର ମଶାଣି ସାହି ପାର୍କ ନିକଟରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି । ମୃତ ଯୁବକ ଜଣକ ହେଲେ ସଦର ଥାନା ଅନ୍ତର୍ଗତ ଜଗଦଳପୁରର ସନ୍ତୋଷ ସେଠୀ(୩୬) ।!-->…
Read More...
Read More...