Daily Archives

ଖ୍ରୀଷ୍ଟିଆନ ଆସୋସିଏସନ୍ ତରଫରୁ ୩୯ତମ ଖ୍ରୀଷ୍ଟମାସ ମିଳନ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ସ୍ଥିତ ଖ୍ରୀଷ୍ଟିଆନ ଆସୋସିଏସନ୍ ତରଫରୁ ୩୯ତମ ଖ୍ରୀଷ୍ଟମାସ ମିଳନ ସେଣ୍ଟ ଜନ ମିଶନ ସ୍କୁଲ ପଡିଆ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଆସୋସିଏସନ୍‌ର ସଭାପତି ଅଜୟ କୁମାର ଖାଲକୋଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫାଦର ଆଲବର୍ଟ
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ମଦନପୁରରେ ୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟଠାରେ ଆଜି ୫ତମ ବାର୍ଷିକ ଉତ୍ସବ "ଉଦ୍ଗିରଣ" ବିଦ୍ୟାଳୟ ଅଧ୍ୟକ୍ଷ ସଂକୀର୍ତ୍ତନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର
Read More...

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସ୍ଥାନୀୟ ରାଜାଜୀ ଟାଉନ ହଲ୍‌ରେ ପଦ୍ମପୁର ବ୍ଲକ ପ୍ରଶାସନ ତରଫରୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ ୨୦୨୨ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପଦ୍ମପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ, ବ୍ଲକ ସମାଜିକ
Read More...

ଭାରତୀୟ ଜନତା ପାର୍ଟି କେନ୍ଦ୍ରୀୟ ମହିଳା ମୋର୍ଚ୍ଚାର ସହିଦ ପୀଠ ପରିଦର୍ଶନ

ମ.ରାମପୁର, (ହେମନ୍ତ ସାହୁ) : ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର କେନ୍ଦ୍ରୀୟ ଉପସଭାନେତ୍ରୀ ମମତା ସାହୁ ଏକ ଗସ୍ତରେ ଆସି ଉର୍ଲାଦାନୀ ସ୍ଥିତ ସହିଦ ରେଣ୍ଡୋ ମାଝୀ ପୀଠରେ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଏକ ମହିଳା ସମାବେଶକୁ ଉଦ୍‌ବୋଧନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ
Read More...

ବ୍ଲକ୍‌ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଜମୁର୍ଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ବରିଷ୍ଠ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମହାଶୟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ମା’ ଓ ଜେଜେ ବାପା ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ ଓ ଜେଜେ ମା' ଜେଜେ ବାପା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୁବାଷ ଦାଶ ଓ ଶ୍ରୀମତୀ ତପସ୍ୱିନୀ ଦାଶ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।
Read More...

ଓଷ୍ଟା ରାଉରକେଲା ସିଟି ଜୋନର ଶିଶୁ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଷ୍ଟା ରାଉରକେଲା ସିଟି ଜୋନର ଶିଶୁ ଉତ୍ସବ ୨୦୨୨, ସେକ୍ଟର ୧ସ୍ଥିତ ନୀଳମାଧବ ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଶିଶିର କୁମାର ପାଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ସମାଜସେବୀ
Read More...

ସିଆରପିଏଫ ୬୪ ବାଟାଲିୟନ ଉର୍ଲାଦାନୀ କ୍ୟାମ୍ପ ତରଫରୁ କମ୍ବଳ ବଣ୍ଟନ

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ଆଦିବାସୀ ଅଦ୍ୟୁସିତ ଦୁର୍ଗମ ଅଞ୍ଚଳ ଉର୍ଲାଦାନୀର ସିଆର୍‌ପିଏଫ୍‌ କ୍ୟାମ୍ପଠାରେ ଆଜି କମାନଡେଣ୍ଟ ପଙ୍କଜ ଚୌଧୁରୀଙ୍କ ନେତୃତ୍ୱରେ କମ୍ବଳ ବଣ୍ଟନ କରାଯାଇଥିଲା । ଅଞ୍ଚଳରେ ଅତ୍ୟଧିକ ଥଣ୍ଡାକୁ ଦୃଷ୍ଟିରେ ରଖି ଏଭଳି
Read More...

ଏରିଆ ଖବର ପକ୍ଷରୁ ୭ମ ସ୍ଵନକ୍ଷତ୍ର ଦିବସ ପାଳିତ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ଅନୁଗୁଳ ଜିଲ୍ଲା ତାଳଚେର ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ପଞ୍ଚାୟତ ସଭାଗୃହ ଠାରେ ଏରିଆ ପାକ୍ଷୀକ ଖବର କାଗଜ ପକ୍ଷରୁ ୭ମ ସ୍ଵନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଦେବୀ ମିଶ୍ର, ସମ୍ମାନିତ
Read More...

ସଇଁତଲାରେ ଇଂରାଜୀ ମିଡିୟମ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ରାଜେନ୍ଦ୍ର ନାରାୟଣ ସିଂଦେଓ ଷ୍ଟାଡିୟମଠାରେ ସଇଁତଲା ଇଂରାଜୀ ମିଡିୟମ ବିଦ୍ୟାଳୟର ବାଳକ ଓ ବାଳିକାମାନଙ୍କୁ ନେଇ ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଯାଇଛି । ଏହି କ୍ରୀଡାରେ ବିଦ୍ୟାଳୟର ପ୍ରିନ୍‌ସିପାଲ ସୁଜାତା ବାରିକଙ୍କ
Read More...