Daily Archives

ଧନୁଯାତ୍ରା ଉପଲକ୍ଷେ ରଙ୍ଗୋଲି ମହୋତ୍ସବ ଆସନ୍ତା ୨୫ରେ

ବରଗଡ, (ନିରୋଜ କୁମାର ପାଣୀ) : ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ୭୫ ବର୍ଷ ପୂର୍ତ୍ତି ତଥା ହୀରକ ଜୟନ୍ତୀ ଅବସରରେ ବରଗଡ଼ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ପତ୍ର ସଂଖ୍ୟା ୬୭୭ ତା.୨୧/୧୨/୨୦୨୨ ଅନୁସାରେ ଏକ ବିରାଟ ରଙ୍ଗୋଲି ମହୋତ୍ସବ କାର୍ଯ୍ୟକ୍ରମ ଆସନ୍ତା ୨୫/୧୨/୨୨ ରବିବାର ଦିନ
Read More...

ତୁଷୁରାରେ ଜାତୀୟ ଗଣିତ ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବେଣୁଧର ମନହିରା, ମୁଖ୍ୟବକ୍ତା ଭାବେ ରଞ୍ଜନ କୁମାର ବାଗ ଯୋଗ ଦେଇଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ସୁଶୀଲ କୁମାର ଦାଶ, ସହ ପ୍ରଧାନ
Read More...

ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଜାତୀୟ ଗଣିତ ଦିବସ ପାଳନ

ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧିନସ୍ଥ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ଓ ତିଳଯୋଡି ହାଇସ୍କୁଲ ଠାରେ ଜାତୀୟ ଗଣିତ ଦିବସ ପାଳନ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗଣ୍ଡବାରଝୋଲା ସରପଞ୍ଚ ମୁରଲୀ
Read More...

ଓଡିଶା ସରକାରଙ୍କ ଅବକାରୀ ବିଭାଗକୁ ‘ଇ-ଅବକାରୀ’ ପାଇଁ ସମ୍ମାନଜନକ ଡିଜିଟାଲ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱଚ୍ଛତା, ସମୟାନୁବର୍ତ୍ତିତା ତଥା ଅନଲାଇନ ମାଧ୍ୟମରେ ସୁବିଧାରେ ସମସ୍ତ ସେବା ପ୍ରଦାନ ନିମନ୍ତେ ଓଡିଶା ସରକାରଙ୍କ ଅବକାରୀ ବିଭାଗକୁ ‘ଇ-ଅବକାରୀ’ ପାଇଁ ଚଳିତ ବର୍ଷ ସମ୍ମାନଜନକ ଡିଜିଟାଲ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ ନିମନ୍ତେ ଯୋଗ୍ୟ ବିବେଚିତ
Read More...

ଚାଷୀଙ୍କ ସମସ୍ୟାକୁ ନେଇ ବିଜେପି କୃଷକମୋର୍ଚ୍ଚା ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବୀପତ୍ର

ତାଳଚେର, (ଆର୍ତ୍ତତ୍ରାଣ ପାଣି) : କୃଷକ ମାନଙ୍କର ବିଭିନ୍ନ ସମସ୍ୟା ତଥା ଧାନମଣ୍ଡିର ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଏକ ଦାବୀପତ୍ର ତାଳଚେର ଉପଜିଲ୍ଲାପାଳଙ୍କୁ ଦିଆଯାଇଛି । କୃଷକମୋର୍ଚ୍ଚା ଜିଲ୍ଲା ପ୍ରଭାରୀ ବିଭୁତି ସାହୁ ଏବଂ କୃଷକ ମୋର୍ଚ୍ଚା ଜିଲ୍ଲା ଉପସଭାପତି ସୁଶାନ୍ତ
Read More...

ମଣ୍ଟେଶ୍ୱରୀ ଖେଳ ମହୋତ୍ସବ ୨୦୨୨ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲର ଦଶମ ବାର୍ଷିକ କ୍ରୀଡା ପ୍ରତିଯୋଗିତା, ମଣ୍ଟେଶ୍ୱରୀ ଖେଳ ମହୋତ୍ସବ ୨୦୨୨ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ମାଲପଡା ସ୍କୁଲ ଠାରୁ ଏକ ମଶାଲ ଶୋଭାଯାତ୍ରା ସମସ୍ତ ଛାତ୍ରଛାତ୍ରୀ ଓ
Read More...

ଗ୍ରାମ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ

ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗୁରୁବାର ଦିନ ଜିଲ୍ଲାସ୍ତରୀୟ ଜାତୀୟ ଗଣିତ ଦିବସ ପିପି ଏକାଡେମୀ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଓ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା
Read More...

ଧାନମଣ୍ତି ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଉପଜିଲ୍ଲାପାଳଙ୍କ ନିକଟରେ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ଧାନ କ୍ରୟ ବ୍ୟବସ୍ଥାରେ ରାଜ୍ୟ ସରକାରଙ୍କ ଭୁଲ ଓ ନିଷ୍ଠାହୀନ କାରଣରୁ ଦୀର୍ଘ ବର୍ଷ ଧରି ଓଡ଼ିଶା ପ୍ରଦେଶର ଚାଷୀମାନେ ଅବହେଳିତ ଓ ଦାରିଦ୍ର୍ୟତାର ଶିକାର ହେଉଛନ୍ତି । ସରକାର ଉତ୍ପାଦିତ ଧାନମଣ୍ତି ଗୁଡିକକୁ ପରିଚାଳନା ହେତୁ ଚାଷୀମାନେ
Read More...

ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କଲେ ବିଧାୟକ

ଖପ୍ରାଖୋଲ, (ଅଶୋକ ବାଗ) : ପାଟଣାଗଡ ବିଧାୟକ ତଥା ବିଧାନସଭା ଶାସକ ଦଳ ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର ବୁଧବାର ଖପ୍ରାଖୋଲ ବ୍ଲକ ଅଞ୍ଚଳ ଗସ୍ତ କରିଛନ୍ତି । ଏହି ଅବସରରେ ତେଲେନପାଲିର ନୂତନ ପଞ୍ଚାୟତ ଭବନ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବିଧାୟକ ଶ୍ରୀ ମେହେର ଯୋଗଦେଇ ନାଲି
Read More...