Daily Archives

ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷକ ବିଶ୍ୱନାଥ ସାହୁ, ସମ୍ମାନିତ
Read More...

ଜାନୁୟାରୀ ୧୫ ତାରିଖରେ ଅନୁଷ୍ଠିତ ହେବ ସିର୍ଜିନା ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆସନ୍ତା ଜାନୁୟାରୀ ମାସ ୧୫ ତାରିଖ ରବିବାର ଦିନ ପଦ୍ମପୁର ଉପଖଣ୍ଡ ବୁଧାପାଲିଠାରେ ହେବାକୁ ଥିବା ସିର୍ଜିନା ବାର୍ଷିକ ଉତ୍ସବର ପ୍ରସ୍ତୁତି ବୈଠକ ଆଜି ମୁକ୍ତାମଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଭିପତି ଆଖଣ୍ତଳ ଦାସ କାର୍ଯ୍ୟକାରୀ ସଭାପତି
Read More...

ଦିଲ୍ଲୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଫନ ଫେଷ୍ଟା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାର୍ଷିକ ଉତ୍ସବ ଯେ କୌଣସି ଅନୁଷ୍ଠାନର ଉପଲବ୍ଧି ଓ ଆତ୍ମ ବିଶ୍ଲେଷଣ ପାଇଁ ଆବଶ୍ୟକ ହୋଇଥାଏ । ଏଇ ଆଭିମୁଖ୍ୟ ନେଇ ଆଜି ଦିଲ୍ଲୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ବଲାଙ୍ଗିର ସହରରେ ଅବସ୍ଥିତ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ସହରର ବିଶଷ୍ଟ
Read More...

ସୁବର୍ଣ୍ଣପୁର ସୀମାନ୍ତରେ ପହଂଚିଲା ଜୁନିଅର ରେଡକ୍ରସ

ବୀରମହାରାଜପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଂଲଗ୍ନ ସମ୍ବଲପୁର, ଅନୁଗୁଳ, ଫୁଲବାଣୀ ଜିଲ୍ଲା ଗୁଡିକର ସୀମାନ୍ତ ସ୍ଥାନରେ ଅବସ୍ଥାପିତ ଥିବା ବୋଡର ଅଂଚଳର ଡୁଲେଶ୍ୱର ହାଇସ୍କୁଲରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଓଡିଶା ରାଜ୍ୟ ରେଡକ୍ରସଙ୍କ ପରାମର୍ଶ ଏବଂ
Read More...

ପଖନମୁଣ୍ଡା ଋତୁକାଳୀନ ଆବାସିକ କେନ୍ଦ୍ରରେ ସାମଗ୍ରୀ ବଣ୍ଟନ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚାଲୁଥିବା ଋତୁକାଳୀନ ଆବାସିକ କେନ୍ଦ୍ରରେ ଅନ୍ତେବାସୀଙ୍କୁ ସାମଗ୍ରୀ ବଣ୍ଟନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ବ୍ଲକସ୍ତରୀୟ ଫୁଟବଲ ଓ ଖୋ ଖୋ କ୍ରୀଡ଼ା ପ୍ରତିଯୋଗିତା ୨୦୨୨-୨୩

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ସରକାରୀ ହାଇସ୍କୁଲ ଖେଳ ପଡିଆ ଠାରେ ବ୍ଲକସ୍ତରୀୟ ଫୁଟବଲ ଓ ଖୋ-ଖୋ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏଥିରେ ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରୁ ଯୋଗ ଦେଇଛନ୍ତି । ଉପସ୍ଥିତ ବ୍ଲକ ଉନ୍ନୟନ ଅଧିକାରୀ
Read More...

ସର୍ଗିଫୁଲ ଉଦ୍‌ଯାପିତ

ଓଡିଶା ର ପିଲା ମାନେ କାହା ଠାରୁ କମ୍ ନୁହଁପ୍ରତିଯୋଗୀତାମୂଳକ ମନୋଭାବ ନେଇ ଆଗକୁ ବଢ, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥୀରେ ଅଛି - ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ୨୦୨୩ ଡିସେମ୍ବର ସୁଦ୍ଧା ଅନୁସୂଚିତ ଜାତି ଜନଜାତି ପିଲାମାନଙ୍କ ପାଇଁ ଆଉ ୧୦୦ଟି
Read More...

ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ମିଟ୍ ୨୦୨୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଆରଏନ ସିଂଦେଓ କ୍ରୀଡା କମ୍ପ୍ଲେକ୍ସ ଠାରେ ଜେଏସଏମ ବାଣିଜ୍ୟ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଭାଗୀୟ ବନ ଅଧିକାରୀ ନିତିଶ କୁମାର, ଅତିରିକ୍ତ କଲେକ୍ଟର ବଲାଙ୍ଗିର
Read More...

୨୯ରେ ମୁଖ୍ୟମନ୍ତ୍ରୀଙ୍କ ତାଳଚେର ଗସ୍ତ

ଅନୁଗୁଳ, (ଆର୍ତ୍ତତ୍ରାଣ ପାଣି) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୯ ତାରିଖରେ ତାଳଚେର ଗସ୍ତରେ ଆସିବେ । ଏଥିପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର
Read More...

ରେଙ୍ଗାଲିରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଟି ଶାଳ ଗଣ୍ଡି ଓ ୪୩ଟି ଶାଳପଟା ଜବତ ନେଇ ଡିଏଫଓଙ୍କ ସୂଚନା

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ରେଞ୍ଜର ଲରମ୍ଭା ବିଭାଗର ରେଙ୍ଗାଲି ଗାଁ ନିକଟରେ ପାଟଣାଗଡ ରେଞ୍ଜର ଅଧିକାରୀମାନେ ୫ ଟି ଶାଳ ଗଣ୍ଡି ଏବଂ ୪୩ଟି ଶାଳପଟା ଜବତ କରିଥିବା ଜଣାପଡିଛି । ଜବତ ସାମଗ୍ରୀକୁ ରେଞ୍ଜ ଅଫିସ୍ କ୍ୟାମ୍ପସକୁ ଅଣାଯାଇଥିବା ବେଳେ ଏହି ଘଟଣାର ତଦନ୍ତ ଚାଲିଥିବା ସୂଚନା
Read More...