Daily Archives

ପାଇକମାଲରେ କଳାକାର ଚୟନ ପ୍ରକ୍ରିୟା ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର କଳାକାର ଚୟନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବ୍ଲକ କଳା ସଂସ୍କୃତି ସଂଘ ସଭାପତି ସୁରେନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ୱ ଓ ବ୍ଲକ କଳା ସଂସ୍କୃତି ସଂଘର
Read More...

ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ତମ ପୂର୍ତ୍ତି ଉତ୍ସବ ଅନୁଷ୍ଠିତ

ସଂଗ୍ରହାଳୟକୁ ବିଶ୍ୱସ୍ତରୀୟ ଅନୁଷ୍ଠାନରେ ପରିଣତ କରିବାକୁ ପ୍ରୟାସ ଜାରି ରହିବ : ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ଆଜି ଅପରାହ୍ନରେ ସଂଗ୍ରହାଳୟରେ ଅନୁଷ୍ଠିତ ହୋଇଯାଇଛି
Read More...

ଆନ୍ତର୍ଜାତିକ ଓଡିଶୀ ନୃତ୍ୟ ମହୋତ୍ସବର ଆଜି ହେଉଛି ଉଦ୍‌ଯାପନୀ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଆନ୍ତର୍ଜାତିକ ଓଡିଶୀ ନୃତ୍ୟ ମହୋତ୍ସବର ଆଜି ହେଉଛି ୫ମ ତଥା ଉଦ୍‌ଯାପନୀ ଦିବସ । ପ୍ରତିଦିନ ଭଳି ଆଜି ମଧ୍ୟ କାର୍ଯ୍ୟକ୍ରମ ପୂର୍ବାହ୍ନରୁ ଆରମ୍ଭ ହୋଇଛି । ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୦ ଟାରୁ ୨ଟା, ଦ୍ୱିତୀୟ ଅପରାହ୍ଣ ୪
Read More...

ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାର୍ଷିକ ଉତ୍ସବ ଯେକୌଣସି ଅନୁଷ୍ଠାନର ଉପଲବ୍ଧି ଓ ଆତ୍ମ ବିଶ୍ଲେଷଣ ପାଇଁ ଆବଶ୍ୟକ ହୋଇଥାଏ । ଏଇ ଆଭିମୁଖ୍ୟ ନେଇ ଆଜି ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ବାର୍ଷିକ ଉତ୍ସବ ବଲାଙ୍ଗିର ସହରରେ ଅବସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ
Read More...

ସିନ୍ଧେକେଲାଠାରେ ଗୁଣିଗାରେଡି ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବିଭିନ୍ନ ପ୍ରକାର ତନ୍ତ୍ର ମନ୍ତ୍ର ଓ ଗୁଣିଗାରେଡିରେ ବିଶ୍ୱାସ କରି ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ହତ୍ୟାକାଣ୍ଡ ତଥା ଅପରାଧ ବଢ଼ୁଥିବାରୁ ଏ ଦିଗରେ ଜନଚେତନା ସୃଷ୍ଟି କରିବା ପାଇଁ ହେତୁବାଦୀମାନେ ଆହ୍ୱାନ ଦେଇଛନ୍ତି । ସିନ୍ଧେକେଲା ଥାନାର
Read More...

ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସେମିଫାଇନାଲ୍‌ରେ ଖଲିଆଖମାର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଉତ୍କଳ କନ୍ଧ ସମାଜ କେନ୍ଦ୍ର କମିଟିର ସଭାପତି ଚିନ୍ତାମଣି ଭୋଇ, ଜିଲ୍ଲା
Read More...

ଅମର ଆତ୍ମାର ସଦଗତି କାମନା କରି ଜିଲ୍ଲା ବଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା' ହୀରାବେନ ମୋଦୀଙ୍କ ଦେହାନ୍ତ ହୋଇଥିବା ବେଳେ ଏହାକୁ ନେଇ ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ । ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ୟ୍ୟ ଶେଷ ହେବା ସହ ଏଠାରେ ହକିର ଅଭ୍ୟାସ ମ୍ୟାଚ୍‌ ହେଉଛି । ଷ୍ଟାଡିୟମର ଉଦ୍‌ଘାଟନୀ ଉତ୍ସବ ଏବଂ
Read More...

୫ ଆଇପିଏସ୍‌ ଅଫିସରଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର : ୧୯୮୮ ବ୍ୟାଚ୍‌ର ୫ ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେମାନେ ହେଲେ ଅମିତାଭ ଠାକୁର, ସୁରେଶ ଦେବଦତ୍ତା ସିଂ, ରାଜେଶ କୁମାର, ରବି କାନ୍ତ ଏବଂ ଦୟାଲ ଗଙ୍ଗୱାର । ଏ ସଂକ୍ରାନ୍ତରେ
Read More...

ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା' ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି
Read More...