Daily Archives

ଯୁବ ପତ୍ରକାର ସଂଘର କାର୍ଯ୍ୟକାରିଣୀ ବୈଠକ ସହ ବନ୍ଧୁମିଳନ

ସାମାଜିକ କାମ ଓ ରକ୍ତଦାନ ଶିବିର କରିବାକୁ ନିଷ୍ପତ୍ତି ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ଉପଖଣ୍ଡ ଯୁବ ପତ୍ରକାର ସଂଘ ପକ୍ଷରୁ ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି କରୁଣାକର ବୁଡେକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିପରି ଭାବେ ସଂଘ ସୁଦୃଢ ହେବ ଏବଂ
Read More...

ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ କାର ଦୁର୍ଘଟଣା

ରୁର୍କି : ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ କାର ଦୁର୍ଘଟଣା ହୋଇଥିବା ଖବର ମିଳିଛି । ତେବେ ରିଷଭ ରୁର୍କି ଫେରୁଥିବା ବେଳେ ତାଙ୍କ କାର ଡିଭାଇଡର୍ ସହିତ ଧକ୍କା ହୋଇଥିଲା । ଫଳରେ ରୁର୍କିର ଗୁରୁକୁଲ ଠାରେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ ରିଷଭ । ଦୁର୍ଘଟଣାରେ ତାଙ୍କର ଶରୀରର ଅନେକ
Read More...

ଆଉ ନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’

ନୂଆଦିଲ୍ଲୀ : ଆଉ ନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ । ୧୦୦ ବର୍ଷ ବୟସରେ ଦୁନିଆକୁ ବିଦାୟ ଦେଲେ ହୀରାବେନ୍ । ନିଶ୍ୱାସ ନେବାରେ ଅସୁବିଧା ଏବଂ ରକ୍ତଚାପର ସମସ୍ୟା ଯୋଗୁଁ ତାଙ୍କୁ ଗୁଜୁରାଟର ଅହମ୍ମଦାବାଦ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ତାଙ୍କର
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ପାଟଣାଗଡ଼, (ପୁସ୍ତମ ଯୁଆଡି) : ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଗତକାଲି ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦ୍‌ଯାପନୀ ଉତ୍ସବରେ ଗୌରଚରଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା
Read More...

ଆଜି ପିଜିଆଇଏମ୍‌ଇଆର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାପିଟାଲ ହସ୍ପିଟାଲ ପୋଷ୍ଟ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ପିଜିଆଇଏମ୍‌ଇଆର)କୁ ଉଦ୍‌ଘାଟନ କରିବେ । ପିଜିଆଇଏମ୍‌ଇଆରରେ ପ୍ରଥମ ବର୍ଷ ପିଜି ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ କରିବେ ।
Read More...