Monthly Archives

December 2022

ଓଡିଶା ହାଇକୋର୍ଟ ଦ୍ୱାରା ଚଳିତ ବର୍ଷ ୧,୩୬,୫୯୯ଟି ମାମଲାର ଫଇସଲା କରାଯାଇଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଜାନୁୟାରୀ ପହିଲାରୁ ଡିସେମ୍ବର ୨୩ ତାରିଖ ଅବଧି ମଧ୍ୟରେ ମୋଟ ୧,୦୨,୨୪୭ଟି ମାମଲା ରୁଜୁ କରାଯାଇଥିବା ବେଳେ ୧,୩୬,୫୯୯ଟି ମାମଲା ଫଇସଲା କରାଯାଇଛି, ଫଳରେ କେସ୍‌ କ୍ଲିୟରାନ୍ସ ହାର ୧୩୩.୬୦ ପ୍ରତିଶତ ହୋଇଛି । ବର୍ତ୍ତମାନ ବିଚାର ନ ହୋଇ
Read More...

ଛତ୍ରପୁରର ଜଣେ ବିଶିଷ୍ଟ ସୁନା ବ୍ୟବସାୟୀ ନରସିଂହ ଆଚାରୀଙ୍କ ଘର ତାଲା ପକାଇ ସିଜ୍‌ କଲା ବ୍ୟାଙ୍କ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ମେନ୍‌ ରୋଡ଼ରେ ଅବସ୍ଥାପିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଜଣେ ବିଶିଷ୍ଟ ସୁନା ବ୍ୟବସାୟୀ ଉକ୍ତ ବ୍ୟାଙ୍କରୁ ଋଣ ନେଇଥିଲେ । ଗ୍ୟାରେଣ୍ଟର ଥିବା ଋଣଗ୍ରାହୀତାଙ୍କ ପରିବାର ୬ ଜଣ ବ୍ୟକ୍ତିଙ୍କ ନାମରେ ଏକ ବଡ଼ଧରଣର
Read More...

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ

ଅନୁଗୁଳ ସେବା ଓ ସଂଗ୍ରାମର ଭୂମି - ମୁଖ୍ୟମନ୍ତ୍ରୀ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ୩୫୦ କୋଟିରେ ଦୁଇଟି ପାନୀୟ ଜଳ ପ୍ରକଳ୍ପ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣାମିଶନ ଶକ୍ତି ମା'ମାନଙ୍କୁ ୨୪୨ କୋଟି ଟଙ୍କା, ୭୫ ହଜାର ମହିଳା ଉପକୃତମିଶନ ଶକ୍ତି ମା'ମାନଙ୍କ ସଫଳତା ମୋତେ ଆନନ୍ଦ
Read More...

ଜାନୁଆରୀ ୩ ତାରିଖ ଜିଲ୍ଲାକୁ ପହଂଚିବ ୨୦୨୩ ହକି ବିଶ୍ୱକପ ଟ୍ରଫି

ଉଚ୍ଛ୍ୱସିତ ସ୍ୱାଗତ ନିମନ୍ତେ ଜିଲ୍ଲା ପ୍ରଶାସନର ବିଭିନ୍ନ ସଂଗଠନ ସହିତ ବୈଠକ ଆଲୋଚନା ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆସନ୍ତା ଜାନୁଆରୀ ୧୩ ତାରିଖରୁ ଜାନୁଆରୀ ୨୯ ତାରିଖ ପର୍ଯ୍ୟନ୍ତ ୨୦୨୩ ବିଶ୍ୱ ହକି ମହାକୁମ୍ଭ ଓଡିଶାର ରାଜଧାନୀ ଭୁବନେଶ୍ୱର ସହ ଶିଳ୍ପନଗରୀ ରାଉରକେଲା ଠାରେ
Read More...

ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ୍ ରଙ୍ଗାସ୍ୱାମୀଙ୍କୁ ନିମନ୍ତ୍ରଣପତ୍ର…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ୍ ରଙ୍ଗାସ୍ୱାମୀଙ୍କୁ ଓଡିଶାର ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ହକି ବିଶ୍ୱକପ୍ ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।
Read More...

ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଆଜି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ନିମନ୍ତ୍ରଣପତ୍ର ପ୍ରଦାନ କରିଥିବା ଜଣାପଡିଛି ।
Read More...

ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ -୨୦୩୦ ସଫଳ ରୂପାୟନ ସମ୍ପର୍କିତ ୨ ଦିନିଆ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ସ୍ଥାନୀୟ ଆବଶ୍ୟକତାକୁ ପ୍ରାଥମିକତା ଦେବା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ -୨୦୩୦
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏବଂ ଭୁବନେଶ୍ୱର ସିଟି ନଲେଜ ଇନୋଭେସନ କ୍ଳଷ୍ଟର ଫାଉଣ୍ଡେସନ ମଧ୍ୟରେ ଏମ୍‌ଓୟୁ ଚୁକ୍ତିନାମା…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏବଂ ଭୁବନେଶ୍ୱର ସିଟି ନଲେଜ ଇନୋଭେସନ କ୍ଳଷ୍ଟର ଫାଉଣ୍ଡେସନ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷରିତ ହୋଇଯାଇଛି । ଏହାଦ୍ୱାରା ଉଭୟ ଅନୁଷ୍ଠାନର ଶିକ୍ଷା, ଗବେଷଣା ଏବଂ ଭିତ୍ତିଭୂମି ସୁଦୃଢ଼ ହେବ । ଏହି ଚୁକ୍ତିନାମାକୁ କୁଳପତି
Read More...

କନ୍ଧମାଳର ଡାକୁଲ ନୃତ୍ୟରେ ପ୍ରକମ୍ପିତ ହେଲା ବରଗଡ଼

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରାରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡାର କଳାକାର । କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ
Read More...

ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଜାନୁଆରୀ ମାସ ୨ ତାରିଖ ସକାଳ ଘ ୧୦.୩୦ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ
Read More...