ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜିକରଣ ଅବଧି
ଭୁବନେଶ୍ୱର : ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜିକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲ୍ଲାର ଜଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି । ପୂର୍ବରୁ ଏହି!-->…
Read More...
Read More...