Yearly Archives

2022

ବିଜେପି ପକ୍ଷରୁ ହିତାଧିକାରୀ କୃଷକ ସମାବେଶ ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଜଗଦଲପୁର ମଣ୍ଡଳ ଦେଏତି ଗ୍ରାମର ଆମ୍ବ ତୋଟାରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ହିତାଧିକାରୀ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଜଗଦଲପୁର ମଣ୍ଡଳ ସଭାପତି ହରେକୃଷ୍ଣ ପଟେଲଙ୍କ…
Read More...

ବୈଶାଖୀ କବିତା ଆସର ଓ ଉନ୍ମୋଚନ ପର୍ବ ଅ’ପତ୍ରିକା ଓ ପେଞ୍ଜୋରାଣୀର ଉନ୍ମୋଚନ

ମ.ରାମପୁର, (ହେମନ୍ତ ସାହୁ) : ପ୍ରାକୃତିକ ପରିବେଶ ଭରା ଶାନ୍ତିବନରେ ଅ'ପତ୍ରିକା ଦ୍ୱାରା ବୈଶାଖୀ କବିତା ଆସର ଓ ପତ୍ରିକା ଉନ୍ମୋଚିତ ପର୍ବ ଯୁଗ୍ମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଶିଷ୍ଟ ସାହିତ୍ୟିକ ତଥା ସାମ୍ବାଦିକ ହେମନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗାଦେଇ ଅନ୍‌ଲାଇନ ପତ୍ରିକାର…
Read More...

ପିପି ଏକାଡେମୀ ପ୍ରେକ୍ଷାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପିପି ଏକାଡେମୀ ପ୍ରେକ୍ଷାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏକମାତ୍ର ପୃଥିବୀ ପ୍ରସଙ୍ଗକୁ ନେଇ ପରିବେଶ ଦିବସ କରାଯାଉଥିବାରୁ ଆଗାମୀ ପୀଢି ବଂଶଧରମାନଙ୍କ ପାଇଁ ମାଟି, ପାଣି ଓ ପବନକୁ ପ୍ରଦୂଷଣ ମୁକ୍ତ ରଖିବା ସମସ୍ତଙ୍କ କର୍ତ୍ତବ୍ୟ…
Read More...

ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : ସତ୍ୟସାଇ ସେବା ସଂଗଠନ ତରଫରୁ ଆଜି ମ.ରାମପୁର ସତ୍ୟସାଇ ସେବା ସମିତିଠାରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସତ୍ୟସାଇ ସେବା ସଂଗଠର କଳାହାଣ୍ଡି ଜିଲ୍ଲା ସଭାପତି ବେଣୁଧର କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ରକ୍ତ ଦାନ…
Read More...

ମୋହନଗିରୀ ଧବଳେଶ୍ଵର ପୀଠରେ ଶିବ ବିବାହ ଉତ୍ସବ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାର ଅନ୍ୟତମ ପ୍ରସିଦ୍ଧ ଶୈବ ପୀଠ ମୋହନଗିରି ଧବଳେଶ୍ୱର ପୀଠଠାରେ ଶିବ ବିବାହ ଉତ୍ସବ ତିନି ଦିନ ଧରି ମହାସମାରୋହରେ ପାଳିତ ହୋଇଯାଇଛି । ବର ପିତା ଭାବରେ ସୁରେଶ ମିଶ୍ର ସପତ୍ନୀକ ଏଵଂ କନ୍ୟା ପିତା ଭାବରେ ବିଷ୍ଣୁ ପ୍ରସାଦ ମହାପାତ୍ର ସପତ୍ନୀକ…
Read More...

ମୀନାବଜାର ନିକଟରୁ ୨ ଘଣ୍ଟା ଭିତରେ ୫୫ଟି ମୋବାଇଲ ଚୋରି ହୋଇଥିବା ନେଇ ଟାଉନ ଥାନାରେ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କୋଶଳ କଳା ମଣ୍ଡପ ଠାରେ ଚାଲୁଛି ମିନା ବଜାର । ମୀନାବଜାରର ମଜା ନେବା ପାଇଁ ହଜାର ହଜାର ଲୋକଙ୍କ ଭିଡ ଜମିଥିବା ବେଳେ ଏହି ଭିଡର ସୁଯୋଗ ନେଇ ମାତିଛନ୍ତି ମୋବାଇଲ ଚୋର ବୋଲି ବିଳମ୍ବିତ ରାତ୍ରୀରେ ବଲାଙ୍ଗିର ଟାଉନ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ…
Read More...

କୋଶଳ କଳାମଣ୍ଡଳ ପଡିଆଠାରେ ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓରମାସ, ମିଶନ ଶକ୍ତି, ଓଡିଶା ଜୀବୀକା ମିଶନ, ଡିଆରଡିଏ ଓ ଭଲାଙ୍ଗିର ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ ହୋଇଯାଇଛି । ସନ୍ଧ୍ୟାରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକାରୀ ନୀତିନ କୁଶଲକର,…
Read More...

ଓଡିଶା ଡ୍ରାଇଭର ସଂଘ ଧଣ୍ଡାମୁଣ୍ଡା ଶାଖାର ସାଧାରଣ ବୈଠକ ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକର ଧଣ୍ଡାମୁଣ୍ଡା ପଞ୍ଚାୟତ ଓଡିଶା ଡ୍ରାଇଭର ମହାସଂଘର ଏକ ବୈଠକ ବେନକେରା ସ୍କୁଲ ନିକଟରେ ମହାସଂଘର ଧଣ୍ଡାମୁଣ୍ଡା ଶାଖା ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଡ୍ରାଇଭର ମାନଙ୍କର ଜୀବନ ବୀମା ଓ ବିଭିନ୍ନ ସମସ୍ୟା…
Read More...

ରାଜ୍ୟସ୍ତରୀୟ ଆଲୋଚନାଚକ୍ର ‘ଶିକ୍ଷା ଓ ଶିକ୍ଷକ ସମସ୍ୟା’

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସାମ୍ବାଦିକ ଭବନ, ବଲାଙ୍ଗିରରେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ଆନୁକୁଳ୍ୟରେ ଏକ ରାଜ୍ୟ ସ୍ତରୀୟ ଶୈକ୍ଷିକ ଆଲୋଚନା ଚକ୍ର ଆଚାର୍ଯ୍ୟ ସୁଚିତ୍ରା ସୁନାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ଡ ମୁକେଶ ମହାଲିଙ୍ଗଙ୍କ ମୁଖ୍ୟ ଅତିଥିରେ ଅନୁଷ୍ଠିତ…
Read More...

ମହାବିଦ୍ୟାଳୟ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଲାଗୁ ପ୍ରକ୍ରିୟାର ପୁନଃ ବିଚାର କରିବାକୁ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରିଠାରେ ରବିବାର ଦିନ ୪୮୮ ଓ ୬୬୨ ବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ରାଜ୍ୟ…
Read More...