Yearly Archives

2022

ଯୁବ ହଷ୍ଟେଲସର ବିଶ୍ୱ ପରିବେଶ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲସ ରାଉରକେଲା ଶାଖା ଆନୁକୂଲ୍ୟରେ ତଥା ଭାରତ ସ୍କାଉଟ ଓ ଗାଇଡ ରାଉରକେଲା ଜିଲ୍ଲାର ସହଯୋଗରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସାମୁହିକ ପଦଯାତ୍ରା ଆମ୍ବାଗାନ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ…
Read More...

ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଜୁନିଅର ରେଡକ୍ରସ ଆନୁକୂଲ୍ୟରେ ସ୍ଥାନୀୟ ଜୟ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟଠାରେ ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଲୋକନାଥ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ…
Read More...

ଲୁହାସିଂହା କୃଷି ସମବାୟ ସମିତି ନିର୍ବାଚନରେ ୧୪ଟି ନିର୍ଦ୍ଦେଶକ ପଦବୀ ପାଇଁ ଜଣେ ଲେଖାଏଁ ନାମାଙ୍କନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନର ନିର୍ଦ୍ଦେଶକ ପଦବୀ ପାଇଁ ଶୁକ୍ରବାର ଦିନ ନାମାଙ୍କନ ପତ୍ର ଦାଖଲର ଶେଷ ହୋଇଯାଇଛି । ଏହି ସମବାୟ ସମିତିରେ ୧୫ଟି ନିର୍ଦ୍ଦେଶକ ପଦବୀ ଥିବାବେଳେ ୧୪ ଟି ନିର୍ଦ୍ଦେଶକ…
Read More...

ବିଶ୍ଵ ପରିବେଶ ଦିବସର ମହତ୍ତ୍ଵକୁ ବୁଝିଥିବା ଗାଁ ନାଗଫେଣା

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକର ଯୁବା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଣ ପାହାଡ ଘେରା ଏକ ଆଦିବାସୀ ବହୁଳ, ୨ଶହ ପରିବାର ବିଶିଷ୍ଟ ଗାଁ ନାଗଫେଣା ଗ୍ରାମରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଭୋଜରାଜ ସିଂ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ପ୍ରକୃତି ମିତ୍ର ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଫିରିଙ୍ଗିମାଲକୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ ସଂପୃକ୍ତ ବିଦ୍ୟାଳୟକୁ ଏକ ମାନପତ୍ର ସହ କୋଡ଼ିଏ ହଜାର ଟଙ୍କା…
Read More...

ସଙ୍ଗୁରଜିଭଟା ଗାଁର ଏକ କୂଅରୁ ମାଙ୍କଡକୁ ଉଦ୍ଧାର କଲା ବନ ବିଭାଗ ନେଇ ସୂଚନା ଦେଲେ ଡିଏଫ୍‌ଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲାଠୋର ରେଞ୍ଜ ଅନ୍ତର୍ଗତ ସଙ୍ଗୁରଜିଭଟା ଗାଁର ଏକ କୂଅରେ ଗୋଟିଏ ମାଙ୍କଡ ପଡି ଯାଇ ଦୀର୍ଘ ସମୟ ଧରି ଫସି ରହି କଷ୍ଟ ପାଉଥିଲା । ତେବେ ସ୍ଥାନୀୟ ଲୋକେ ମାଙ୍କଡକୁ ଦେଖି ସଙ୍ଗେ ସଙ୍ଗେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଲାଠୋର ରେଞ୍ଜର…
Read More...

ଘୋରଡିଆରେ ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ପୁରୀଜିଲ୍ଲା ଡେଲାଙ୍ଗ ବ୍ଲକରେ ଥିବା ସମସ୍ତ ଶିବମନ୍ଦିରରେ ପ୍ରତିବର୍ଷଭଳି ଚଳିତବର୍ଷ ଆନନ୍ଦ ଉଲ୍ଲାସର ସହ ଶିବବିବାହ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସାଊରିଆ ପଂଚାୟତ ଅନ୍ତର୍ଗତ ଘୋରଡିଆ (ସାଊରିଆ)ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ସୋମନାଥ…
Read More...

ଗଞ୍ଜେଇ ଜବତ, ୩ ଗିରଫ

କଣ୍ଟାମାଳ, (ମମତା ମହାକୁର) : ଗଞ୍ଜେଇ ଚାଲାଣ ସଂପର୍କରେ ଖବର ପାଇ କଣ୍ଟାମାଳ ପୁଲିସ ତିଲକାମାଲ ଛକରେ ଜଗି ରହିଥିଲା । କାର୍‌(ସିଜି ୦୪ କେଏଚ୍‌ ୦୯୯୯)କୁ ଅଟକାଇ ତନଖି କରିଥିଲା । ଗାଡିରୁ ୩୩କେଜି ୨୦୦ଗ୍ରାମ ଗଞ୍ଜେଇ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ଗିରଫ ଅଭିଯୁକ୍ତମାନେ…
Read More...

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍‌ ପକ୍ଷରୁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନ ସମ୍ବିଳନୀ କକ୍ଷରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍‌ ପକ୍ଷରୁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ମଧୁସୂଦନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read More...

ଆଜି ବିଶ୍ୱ ପରିବେଶ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପରିବେଶ ସୁରକ୍ଷା ଜୀବନ ରକ୍ଷା । ଆଜି ବିଶ୍ୱ ପରିବେଶ ଦିବସ । ପ୍ରତିବର୍ଷ ଜୁନ୍‌ ମାସ ୫ ତାରିଖ ଦିନକୁ ବିଶ୍ୱ ପରିବେଶ ଦିବସ ରୂପେ ପାଳନ କରାଯାଏ । ଆମ ପୃଥିବୀକୁ ବିଶ୍ୱତାପନରୁ ରକ୍ଷା କରିବା ପାଇଁ, ପରିବେଶକୁ ସବୁଜିମାରେ ପୂର୍ଣ୍ଣ କରିବା ପାଇଁ ଓ ପରିବେଶର…
Read More...