ଶିକ୍ଷକ ପର୍ଶୁରାମ ବେହେରାଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପୁର ବ୍ଲକ ଅନ୍ତର୍ଗତ ପଥରଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ପର୍ଶୁରାମ ବେହେରାଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା । ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ରାଉତ ସଭାପତି!-->…
Read More...
Read More...