Yearly Archives

2022

ଗଞ୍ଜାମ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ନିର୍ଦ୍ଦେଶକଙ୍କୁ ନେଇ ଅଗ୍ରଣୀ ସଂସ୍ଥାନ ଓକେସିଏଲର କର୍ମଶାଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ଜିଲ୍ଲା ପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ ଗୃହରେ ରାଜ୍ୟର ଅଗ୍ରଣୀ ସଂସ୍ଥାନ ଓକେସିଏଲ୍‌ ପକ୍ଷରୁ "ଜ୍ଞାନ କେନ୍ଦ୍ର ମାଧ୍ୟମରେ ଅର୍ଥନୈତିକ ଓ ସାମାଜିକ ନେତୃତ୍ୱ ଗଠନ "ଶୀର୍ଷକ କର୍ମଶାଳାର ଆୟୋଜନ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୬ତମ ବାର୍ଷିକ ଖେଳକୁଦ ସାମାରୋହ ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୬ତମ ବାର୍ଷିକ ଖେଳକୁଦ ସାମାରୋହ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଶନିବାର ଏକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପରିଚାଳନା କମିଟିର ସଭାପତି
Read More...

ରେଣ୍ଡୋ ମାଝୀଙ୍କ ୧୬୭ତମ ସହିଦ ଦିବସ ପାଳିତ

ରେଣ୍ଡୋ ମାଝୀ କଳାହାଣ୍ଡିର ଅସ୍ମିତାର ପରିଚାୟକ ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଉର୍ଲାଦାନୀଠାରେ କଳାହାଣ୍ଡିର ପ୍ରଥମ ସହିଦ ରେଣ୍ଡୋ ମାଝୀଙ୍କ ୧୬୭ତମ ସହିଦ ଦିବସ ପାଳିତ ହେଇଯାଇଛି । ଏଥିରେ ଅତିଥିମାନେ ରେଣ୍ଡୋ ମାଝୀଙ୍କୁ କଳାହାଣ୍ଡିର
Read More...

ସମାଜରେ ମହିଳାମାନଙ୍କ ପ୍ରତି ଦୃଷ୍ଟିକୋଣ ଓ ବିଚାର ଧାରା ବଦଳାଇବା ନେଇ ‘ସଖୀ’ର ପ୍ରୟାସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମହିଳାମାନଙ୍କର ମୌଳିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଆଇଏସଆରଡ଼ି - ୱାନ ସ୍ଟପ ସେଣ୍ଟର (ସଖୀ) ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ କୁକୁଡାଖଣ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ମହିଳାମାନଙ୍କର ମୌଳିକ ଅଧିକାର ବିଷୟରେ ଏକ କାର୍ଯ୍ୟକ୍ରମ
Read More...

ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ କମ୍ବଳ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସାରା ଦେଶ ପ୍ରବଳ ଶୀତ ପାଇଁ ଥରୁ ଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି । ଏହି ଶୀତକୁ ଆଖି ଆଗରେ ରଖି ଅସହାୟ ବ୍ୟକ୍ତି ମାନଙ୍କୁ ଶୀତ ଦାଉରୁ ରକ୍ଷା କରିବା ପାଇଁ ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ କମ୍ବଳ ବଣ୍ଟନ
Read More...

ଓଡିଶା ସୂଚନା ଅଧିକାର ଅଭିଯାନ ବଲାଙ୍ଗିର ଶାଖା ତରଫରୁ ମାନବାଧିକାର ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅମଲା ଭବନ ଠାରେ ମାନବ ଅଧିକାର ଦିବସ ପାଳନ ଅବସରରେ ଏକ ଆଲୋଚନାଚକ୍ର “ସାଂପ୍ରତିକ ସ୍ଥିତିରେ ମାନବ ଅଧିକାର ଓ ସୂଚନା ଅଧିକାର ଆଇନ” ବିଷୟକୁ ନେଇ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଓଡିଶା ସୂଚନା ଅଧିକାର ଅଭିଯାନର ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନ
Read More...

ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ

ତୁର୍ଲା (ଟିଟିଲାଗଡ଼) ଫାଇନାଲରେ କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଦ୍ୱିତୀୟ ସେମିଫାଇନା ମ୍ୟାଚ୍‌ ତୁର୍ଲା
Read More...

ବଙ୍ଗୋମୁଣ୍ଡାରେ ସହିଦ ରେଣ୍ଡୋ ମାଝୀଙ୍କ ୧୬୭ତମ ବଳିଦାନ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସଦର ମହକୁମା ସଂଗଠନର କାର୍ଯ୍ୟାଳୟ ଠାରେ ସହିଦ ରେଣ୍ଡୋ ମାଝୀଙ୍କ ୧୬୭ତମ ବଳିଦାନ ଦିବସ ପାଳନ ହୋଇଯାଇଛି । ଜିଲ୍ଲା କନ୍ଧ ସମାଜ ଯୁବ ସଂଗଠନ ବଲାଙ୍ଗିରର ଜିଲ୍ଲା ସଭାପତି ସୁରେଶ ଭୋଇଙ୍କ ନେତୃତ୍ୱରେ ବୁଡୁକା ପ୍ରଗଣାର
Read More...

ବରଗଡ଼ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ୨୦୨୨ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ ପରିସରରେ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି ବରିଷ୍ଠ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆନ୍ତର୍ଜାତୀୟ ମାନବ ଅଧିକାର ଦିବସ…

ବଲାଙ୍ଗର, (କେପିଏନ୍‌ଏସ୍‌) : ଜିଲ୍ଲା ଜଜ୍‌ ତଥା ଅଧ୍ୟକ୍ଷ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣର ସଚିବ ବିନୟ କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆନ୍ତର୍ଜାତୀୟ ମାନବ ଅଧିକାର
Read More...