Yearly Archives

2022

ଦନ୍ତା ଆକ୍ରମଣରେ ଯୁବକ ମୃତ

କରଞ୍ଜିଆ : ଦନ୍ତା ଆକ୍ରମଣରେ ଯୁବକ ମୃତ । କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅସୁରଖାଲ ଗାଁ ହୁଡ଼ି ସାହିରେ ଏପରି ଅଘଟଣ ଘଟିଛି । ସୂଚନା ଅନୁସାରେ, ରବିବାର ସନ୍ଧ୍ୟା ୫ଟା ବେଳେ ଯୁବକ ଜଣଙ୍କ ଜଙ୍ଗଲରେ ଜଣକୁ ଖୋଜିବାକୁ ଯାଇ ଦନ୍ତାହାତୀ ହାବୁଡ଼ରେ ପଡିଯାଇଥିଲେ । ଯୁବକ ଜଣଙ୍କ ଦୌଡ଼ି
Read More...

କାଦୁଅରେ ପଚ ପଚ ତଳିପଡ଼ା ରାସ୍ତା, ନିରବଦ୍ରଷ୍ଟା ପ୍ରଶାସନ

ଖପ୍ରାଖୋଲ, (ଅଶୋକ ବାଗ) : ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନା ଗମନର ବିକାଶ ପାଇଁ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି । କିନ୍ତୁ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନ ମାନର ରାସ୍ତାର ନିର୍ମାଣ କରାଯିବା ସହ ଲୋକେ ବହୁତ ସମସ୍ୟାର ସମ୍ମୁଖୀନ ହେଉଥିବା
Read More...

ଘୋରଡିଆ ରାଧାକାନ୍ତ ଦେବ ମଠରେ ୬୪ ବ୍ୟଞ୍ଜନ ଲାଗି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବ୍ୟଞ୍ଜନ ଦ୍ୱାଦଶୀ ହିନ୍ଦୁ ପରମ୍ପରାରେ ଦେବାଦେବୀ ମଠ ମନ୍ଦିରମାନଙ୍କରେ ମହୋତ୍ସବର ଦିନ । ଭଗବାନ ଶ୍ରୀକୃଷ୍ଣଙ୍କୁ ମାତା ଯଶୋଦା ଏହି ପବିତ୍ର ମାର୍ଗଶୀର ମାସ ଶୁକ୍ଳ ବ୍ୟଞ୍ଜନ ଦ୍ୱାଦଶୀ ତିଥିରେ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ପୃଷ୍ଟିକର ବ୍ୟଞ୍ଜନ
Read More...

ବଡବନ୍ଧ ଜୟ ଜଗନ୍ନାଥ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବଡବନ୍ଧ ଖେଳ ପଡ଼ିଆଠାରେ ୪ ଦିନ ଧରି ହୋଇ ଆସୁଥିବା ଜୟ ଜଗନ୍ନାଥ ଫୁଟବଲ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳ ବାଘଭାଡ଼ି ଏବଂ ବଡଙ୍ଗୋମୁଣ୍ଡା ମଧ୍ୟରେ ହୋଇଥିଲା । ଏହି ମ୍ୟାଚ୍‌ରେ ବଡଙ୍ଗୋମୁଣ୍ଡା ଦଳ ୧-୦ ଗୋଲରେ ବିଜୟୀ
Read More...

ସେମଫୋର୍ଡ ଫ୍ୟୁଚରିଷ୍ଟିକ ସ୍କୁଲ ବଲାଙ୍ଗିରର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସେମଫୋର୍ଡ ଫ୍ୟୁଚରିଷ୍ଟିକ ସ୍କୁଲ, ବଲାଙ୍ଗିରର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି । ଉକ୍ତ ଉତ୍ସବରେ ସୁନିଲ ପଣ୍ଡା, ଅବସରପ୍ରାପ୍ତ ଅଧ୍ୟକ୍ଷ ଜବାହାର ମହାବିଦ୍ୟାଳୟ ପାଟଣାଗଡ଼, ମୁଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହିତ ଉତ୍ସବର
Read More...

ସ୍ୱେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରକ୍ତ ଶିବିର ଅନୁଷ୍ଠିତ

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକ ଅଧିନସ୍ଥ କୁତମୁଣ୍ଡା ଗ୍ରାମର ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ କୁତମୁଣ୍ଡା ତଥା ବିଭିନ୍ନ ଗ୍ରାମର ୪୦ ଜଣ ରକ୍ତଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଅନୁଷ୍ଠାନର ସଭାପତି ସଞ୍ଜୀବ
Read More...

କର୍ଲାପଡ଼ାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଏନ୍‌ଏଚ୍‌ ୧୬ କର୍ଲାପଡ଼ା ଠାରେ ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡିଥିବା ବେଳେ ଟ୍ୟାଙ୍କରରୁ ପ୍ରବଳ ଗ୍ୟାସ ବାହାରି ଚାଡିଆଡେ ବ୍ୟାପି ଯାଇଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିବା ବେଳେ ଭବାନୀପାଟଣାରୁ ରାୟପୁର
Read More...

ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଶୋକ ପ୍ରକାଶ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା-ସାହିତ୍ୟର ଗବେଷକ, ସମାଲୋଚକ ତଥା ଅତିବଢ଼ୀ ଜଗନ୍ନାଥ ଦାସ ପୁରସ୍କାରପ୍ରାପ୍ତ ପ୍ରଫେସର ସୁଦର୍ଶନ ଆଚାର୍ଯ୍ୟଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ବରିଷ୍ଠ ସାହିତ୍ୟିକ ତଥା
Read More...

ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ବିବାହ ବନ୍ଧନରେ ବାନ୍ଧି ହେଲେ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଯେଉଁ ହାତରେ ଦିନେ ବନ୍ଧୁକ ଥିଲା ଆଜି ସେ ହାତରେ ମେହେନ୍ଦି ଲାଗିଛି । ପୁଲିସ ପାଖରେ ଆତ୍ମସମର୍ପଣ କରିଥିବା ଦୁଇ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଏହି ଦୁଇ ଝିଅଙ୍କ
Read More...

ମେଗା ନର୍ସରୀରେ ବଲାଙ୍ଗିର ବନ ବିଭାଗର ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମେଗା ନର୍ସରୀରେ ବଲାଙ୍ଗିର ଡିଏଫ୍‌ଓ ନିତିଶ କୁମାରଙ୍କ ଉପସ୍ଥିତିରେ ଜିଲ୍ଲାର ବିଭିନ୍ନ ରେଂଜର କର୍ମଚାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆଜିର ଦିନରେ ହାତୀଙ୍କୁ କିଭଳି ସୁରକ୍ଷା ଦିଆଯିବ ସେ ଉପରେ ଡିଏଫ୍‌ଓ ନିତିଶ
Read More...