Yearly Archives

2022

ବିଇଓଙ୍କ ଜରିଆରେ ଶିକ୍ଷକ ସଂଘ ପକ୍ଷରୁ ୮ ଦଫା ଦାବୀ ସମ୍ବଳିତ ପତ୍ର ପ୍ରଦାନ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଏକ୍ସ କେଡର ଶିକ୍ଷକ ସଂଘ ପକ୍ଷରୁ ଆଜି ୮ ଦଫା ଦାବୀ ସମୂହକୁ ନେଇ କୋକସରା ବିଇଓଙ୍କ ଜରିଆରେ ଦାବୀପତ୍ର ପ୍ରଦାନ କରାଯାଇଛି । କୋକସରା ବ୍ଲକ ସଙ୍ଘ ସଭାପତି ଗଗନ ବିହାରୀ ପଟ୍ଟନାୟକଙ୍କ ଆବାହନରେ ଶତାଧିକ ଏକ୍ସ କେଡର ଶିକ୍ଷକ କର୍ମକର୍ତ୍ତାମାନେ ଏହି
Read More...

ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଫାଟକରେ ଲାଗିଲା ମେଟାଲ ଡିଟେକ୍ଟର

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଫାଟକରେ ମେଟାଲ ଡିଟେକ୍ଟର ଲଗାଯାଇଛି । ଗତ ୫ ଦିନ ମଧ୍ୟରେ ଦୁଇଟି ବଡ଼ ଘଟଣା ଘଟିବା ପରେ ଏହି ପଦକ୍ଷେପ ନିଆଯାଇଛି । ଜଜଙ୍କୁ ଦୁର୍ବୃତ୍ତଙ୍କ ଛୁରା ଦେଖାଇ ହତ୍ୟା ଧମକ ଓ ମହିଳାଙ୍କ କୋର୍ଟ ବାରଣ୍ଡାରେ ଆତ୍ମାହୁତି ଉଦ୍ୟମ
Read More...

ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ବେଗୁନିଆ : ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଶନିବାର ପାଳିତ ହୋଇଯାଇଛି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗ ପକ୍ଷରୁ ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭିନ୍ନକ୍ଷମ ପିଲାମାନେ ହାତରେ ପ୍ଲାକାର୍ଡ ଧରି ବିଭନ୍ନ ସ୍ଲୋଗାନ ଦେଇ ବଜାର
Read More...

ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା । ଏଥିରେ ଦିବ୍ୟାଙ୍ଗଙ୍କ ଅଧିକାର
Read More...

ବ୍ଲକ ଅନ୍ତର୍ନିବେଶୀ ଶିକ୍ଷାସାଧନ କେନ୍ଦ୍ର ଉଦ୍‌ଘାଟିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟଠାରେ ଶନିବାର ବିଶ୍ୱ ଦିବ୍ୟାଙ୍ଗ ଦିବସ ଅବସରରେ ବ୍ଲକ ଅନ୍ତର୍ନିବେଶୀ ଶିକ୍ଷାସାଧନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବିଡିଓ ସୁଚରିତା ମୁଗ୍ରୀ, ବିଇଓ ତପିମଣି ଜାନୀ,
Read More...

ତୁରେକେଲାରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ପ୍ରତିବର୍ଷ ପରି ଚଳିତ ବର୍ଷ ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀରଚରଣ ବିଶିଙ୍କ ସଭାପତିତ୍ୱରେ ଜଳନ୍ଧର ମହାକୁଡ, ସରପଞ୍ଚ
Read More...

ହାଇକୋର୍ଟ ବିଚାରପତିଙ୍କ ବ୍ରହ୍ମପୁର ଗସ୍ତ : କୋର୍ଟର ସୁରକ୍ଷା ଅନୁଧ୍ୟାନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ହାଇକୋର୍ଟ ବିଚାରପତି ତଥା ଗଞ୍ଜାମ ପ୍ରୋଟକଲ ଜଜ ଡ.ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଶନିବାର ବ୍ରହ୍ମପୁର ଗସ୍ତରେ ଆସିଛନ୍ତି । ସେ ଏହି ଅବସରରେ ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ସ୍ଥାପନ ହୋଇଥିବା ବ୍ୟାଙ୍କ ଏଟିଏମ୍‌ ଏବଂ ଚଲାପଥ କରିଡରକୁ ଉଦ୍‌ଘାଟନ୍‌
Read More...

ଗଞ୍ଜାମ ଜିଲ୍ଲାର ୩୮୬୦ ଜଣ ପାଇବେ ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅନୁସାରେ ପ୍ରାପ୍ତ ହୋଇଥିବା ସମୁଦାୟ ୩୮୬୦ ଜଣ ଗଞ୍ଜାମ ଜିଲ୍ଲାର କଳାକାର ମାନେ ଭତ୍ତା ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏଥି ସକାଶେ ସରକାରୀ ଭାବେ ତାଲିକା ପ୍ରସ୍ତୁତ ହୋଇସାରିଛି । ଗଞ୍ଜାମ
Read More...

ଚାଷୀ ଶୋଷଣ ନୀତିକୁ ନେଇ ଉଭୟ ସରକାର ସହ ଜିଲ୍ଲା ପ୍ରଶାସନକୁ ତାଗିଦ କଲେ ଚାଷୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଗତ କାହିଁ କେତେ ବର୍ଷରୁ ଚାଷ ଓ ଚାଷୀ ମଧ୍ୟରେ ଅନେକ ପ୍ରଶ୍ନ ଛିଡା ହେଉଥିବା ବେଳେ ପ୍ରାୟତଃ ସମୟରେ ଚାଷୀକୁଳ ହରଡ଼ଘଣାରେ ପଡି ଦୁର୍ଦ୍ଦିନରେ କାଳାତିପାତ କରିଆସୁଛି । କେତେବେଳେ ଚାଷ ସମ୍ବନ୍ଧୀୟ ସମସ୍ୟା ତ କେତେବେଳେ ଚାଷବାସର ଉଚିତ ପ୍ରାପ୍ୟ
Read More...

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ଦେହାନ୍ତ

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶରାଜ୍ୟର ପୁରପଲ୍ଲୀର ବିଭିନ୍ନ ମହଲରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ
Read More...