Yearly Archives

2022

ମେକ୍ ଇନ୍ ଓଡିଶା ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠିବ୍ଲକ ଫେଡେରେସନକୁ ପଚାଶ ଲକ୍ଷ ପାଣ୍ଠିପଞ୍ଚାୟତ ସ୍ତରରେ ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ଓ ଅଫିସ ଘରସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ଚାଲିଥିବା
Read More...

ବିଭିନ୍ନ ଅପରାଧିକ ମାମଲାରେ ଜଡିତ ଇନ୍ଦିରା ନଗରର ଗିରଫ ଅଭିଯୁକ୍ତକୁ ନେଇ କାର୍ଯ୍ୟାଳୟ ଠାରେ ପ୍ରତିକ୍ରିୟା ରଖିଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଭିନ୍ନ ଅପରାଧିକ ମାମଲାରେ ଜଡିତ ଇନ୍ଦିରା ନଗରର ଗିରଫ ଅଭିଯୁକ୍ତକୁ ନେଇ କାର୍ଯ୍ୟାଳୟ ଠାରେ ପ୍ରତିକ୍ରିୟା ରଖିଛନ୍ତି ଏସ୍‌ଡ଼ିପିଓ ।
Read More...

ତୁରେକେଲା ହତ୍ୟାକାଣ୍ଡକୁ ନେଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ପ୍ରତିକ୍ରିୟା ଦେଲେ ଏସ୍‌ପି

ବଲାଙ୍ଗିର, (କେପିଏନ୍‌ଏସ୍‌) : ତୁରେକେଲା ହତ୍ୟାକାଣ୍ଡକୁ ନେଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ପ୍ରତିକ୍ରିୟା ଦେଇଛନ୍ତି ଏସ୍‌ପି ।
Read More...

ଗଞ୍ଜାମ ଜିଲ୍ଲାର ୩୮୬୦ ଜଣ ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ପାଇବେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନା ଅନୁସାରେ ପ୍ରାପ୍ତ ହୋଇଥିବା ସମୁଦାୟ ୩୮୬୦ ଜଣ ଗଞ୍ଜାମ ଜିଲ୍ଲାର କଳାକାରମାନେ ଭତ୍ତା ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏଥି ସକାଶେ ସରକାରୀ ଭାବେ ତାଲିକା ପ୍ରସ୍ତୁତ ହୋଇସାରିଛି । ଗଞ୍ଜାମ
Read More...

ତୁରେକେଲା ରାଜୁ ସଂରକ୍ଷିତ ଜଙ୍ଗଲରୁ ଅର୍ଦ୍ଧ ଦଗ୍ଧ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ପର୍ଦ୍ଦାଫାସ କଲା…

ପ୍ରେମ କାରବାରକୁ ନେଇ ହତ୍ୟାକଲା ପ୍ରେମିକ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ତୁରେକେଲା-ଲାଠୋର ପିଡବ୍ଲୁଡି ରାସ୍ତାର କି.ମି. ଖମ୍ବ ନଂ. ୩ ନିକଟରେ ଗତ ୨୪/୧୧/୨୦୨୨ ଗୁରୁବାର ଦିନ ଏକ ଯୁବତୀଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର କରିଥିଲା ତୁରେକେଲା
Read More...

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର
Read More...

ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସହଲା ରେଳ ଲାଇନ ପାଖ ଏକ ଘରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏଥିରେ ଦୋକାନଟି ଭଷ୍ମୀଭୂତ ହୋଇଥିବା ବେଳେ ଜଣେ ବୃଦ୍ଧା ଫସି ରହିଥିଲେ । ତେବେ ଦୁଇ ଘଣ୍ଟାର କସରତ ପରେ
Read More...

ଟ୍ରାକ୍ଟର ଧକ୍କାରେ ୨ ଗୁରୁତର ଆହତ

ଜୁନାଗଡ଼ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହର ସ୍ଥିତ ନୂଆ ବସଷ୍ଟାଣ୍ଡ ଠାରେ ଏକ ଟ୍ରାକ୍ଟର ଧକ୍କାରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଜୁନାଗଡ଼ ପୋଲିସ ଟ୍ରାକ୍ଟରକୁ ଜବତ କରିଛି । ସୂଚନା ଅନୁସାରେ, ଗୁରୁତର ଆହତ ହୋଇଥିବା ବ୍ୟକ୍ତି ହେଲେ ଭେଜିପଦର ଗ୍ରାମର ସଂଜୀବ ପୁଝାରୀ ଓ
Read More...

ସରକାରୀ ଜମିରେ ଚାଲୁଥିଲା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କଲା ପୋଲିସ ଓ ଅବକାରୀ ବିଭାଗ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ମିଳିତ ଅପରେସନ ଗ୍ରୀନ କ୍ଲିନ୍ । ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ କ. ନୂଆଗାଁ ଥାନା ଅନ୍ତର୍ଗତ ସିନ୍ଦ୍ରିଗାଁ ଅଞ୍ଚଳରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସରକାରୀ ଜମିରେ ଚାଲୁଥିଲା ବେଆଇନ
Read More...

ଭିଜିଲାନ୍ସ ଜାଲରେ ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ

ବାରିପଦା : ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ ଭାର୍ଗବ ମହାକୁଡ । ସୂଚନା ଅନୁସାରେ, ଜମି ପଟ୍ଟା କରାଇଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ୪୦ ହଜାର ଟଙ୍କା ନେବା ବେଳେ କାବୁ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ଟଙ୍କାତକ ଜବତ କରିଛି ଭିଜିଲାନ୍ସ ।
Read More...