ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ
ଖୋର୍ଦ୍ଧା : ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍ଟି ପିଟି ହେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କାର୍ ମଧ୍ୟରେ ଥିବା ୨ ଜଣ ପୁରୁଷ ଓ ୨ ଜଣ ମହିଳାଙ୍କ ମୃତ୍ୟୁ!-->…
Read More...
Read More...