Yearly Archives

2022

‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ୱରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ସାହିତ୍ୟର ଯଶସ୍ୱୀ ସାଧକ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ୱରଠାରେ ‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା
Read More...

ଗଡ଼ିଲା ପୌଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ପୌଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ନଭେମ୍ବର - ୨୦୨୨ ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଏକ ସଚେତନତା ରଥ ଜିଲ୍ଲା ଗ୍ରାମ୍ୟ ଉନୟନ ସମ୍ବିଳନୀ କକ୍ଷ ପରିସରଠାରୁ ଶୁଭାରମ୍ଭ ହୋଇଛି । ଏହି ଅବସରରେ ଆୟୋଜିତ
Read More...

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ତଥା ନିର୍ବାଚନ ପର୍ଯ୍ୟବେକ୍ଷକ ଡ଼ଃ ସୁରେଶ ଚନ୍ଦ୍ର ଦଳେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ନିର୍ବାଚନ ଓ ରାଜସ୍ୱ ବିଭାଗ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତାର ସମୀକ୍ଷା କରିଛନ୍ତି । ସେ ଏହି
Read More...

ରିଷିଡା ଓ ତେରେସିଂହାରେ କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ରିଷିଡା ଓ ତେରେସିଂହା ଗ୍ରାମରେ ପାଳିତ ହେଉଥିବା କୁରାଳ ପଞ୍ଚମୀ ଉତ୍ସବ ଆଜି ଉଦ୍‌ଯାପିତ ହୋଇ ଯାଇଛି । କୁମ୍ଭକାର ସମ୍ପ୍ରଦାୟର ଏହା ମୁଖ୍ୟ ପର୍ବ ହେଉଥିବାରୁ କୁମ୍ଭାକାର ଜାତି ଭାଇଭଉଣୀଙ୍କ ମଧ୍ୟରେ ବେଶ୍ ଆନନ୍ଦ ଉଲ୍ଲାସ
Read More...

ରୀତିମତ ଯୌତୁକ ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ମୋ’ ଝିଅକୁ ମାରିଦେଲେ : ଅଭିଯୋଗ କଲେ କନ୍ୟାପିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୌତୁକ ନିର୍ଯାତନା, ବଧୂହତ୍ୟା ମାମଲାରେ ବେଶ୍‌ କଡ଼ାକଡ଼ି ଆଇନ ବ୍ୟବସ୍ଥା ରହିଥିବା ସତ୍ୱେ ଏଭଳି ଘଟଣା ସମାଜରେ ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି । ରୀତିମତ ଯୌତୁକ ନିର୍ଯାତନା ଦେଇ ଆସୁଥିଲେ, ଶେଷରେ ମୋ ଝିଅକୁ ମାରିଦେଲେ ବୋଲି ଆଜି ଜଣେ ନିରୀହ ବାପା
Read More...

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ୱତନ୍ତ୍ର
Read More...

ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ କଣ୍ଟାବାଞ୍ଜି ଷ୍ଟେସନଠାରେ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ପୂର୍ବ ତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ଆଜି କଣ୍ଟାବାଞ୍ଜି ରେଳ ଷ୍ଟେସନରେ ଏକ ପୂର୍ଣ୍ଣ ମାପର ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଛି । ଏହି ଅଭ୍ୟାସ ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ଦଳ (ଏନଡିଆରଏଫ), ଓଡିଶା ବିପର୍ଯ୍ୟୟ
Read More...

ବିଳମ୍ବିତ ରାତିରେ ବ୍ୟାଙ୍କ୍‌ରୁ ଚୋରି ଅଭିଯୋଗ

ଖୋର୍ଦ୍ଧା : ଖୋର୍ଦ୍ଧା ଆଦର୍ଶ ଥାନା ଗୁରୁଜଙ୍ଗ ସ୍ଥିତ ୟୁକୋ ବ୍ୟାଙ୍କ୍‌ ପାଇକ ତିଗିରିଆ ଶାଖାରେ ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ, କେହି ଦୁବୃର୍ତ୍ତ ଉପର ଛାତ ଆଜବେଷ୍ଟସ ଭାଙ୍ଗି ବ୍ୟାଙ୍କ୍‌ ଭିତରେ ପଶି ଚୋରି କରିଥିବା ଜଣାପଡିଛି । ତେବେ ବ୍ୟାଙ୍କ୍‌ରୁ
Read More...

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ
Read More...

ଜଳେଶ୍ୱର ସବଡିଭିଜନ କ୍ରିୟାନୁଷ୍ଠାନ କମିଟି ଗଠିତ

ଜଳେଶ୍ୱର : ଉତ୍ତର ବାଲେଶ୍ୱର ଅଞ୍ଚଳରେ ଥିବା ଜଳେଶ୍ୱର, ବସ୍ତା, ଭୋଗରାଇ ଓ ବାଲିଆପାଳ ଅଞ୍ଚଳର ବୁଦ୍ଧିଜୀବୀ ଓ ସମାଜସେବୀମାନଙ୍କୁ ନେଇ ଜଳେଶ୍ୱର ସବଡିଭିଜନ କ୍ରିୟାନୁଷ୍ଠାନ କମିଟି ଗଠିତ ହୋଇଯାଇଛି । ଏହି ଅବସରରେ ସୁବର୍ଣ୍ଣରେଖା ହୋଟେଲ ଠାରେ ବରିଷ୍ଠ ସାମ୍ବାଦିକ ତଥା ଓଡ଼ିଶା ଉଚ୍ଚ
Read More...