Yearly Archives

2022

ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ସ୍ଥାନୀୟ କାର୍ଯ୍ୟାଳୟରେ ପ୍ରଫେସର ତରୁଣ କଲୁମାର ମିଶ୍ରଙ୍କ ସଭାପତିତ୍ୱରେ ସ୍ୱର୍ଗତ ଭରତ ଚନ୍ଦ୍ର ମିଶ୍ରଙ୍କ ବିୟୋଗରେ ଏକ ଶୋକସଭାର ଆୟୋଜନ ହୋଇଯାଇଛି । ସ୍ୱର୍ଗତ ମିଶ୍ର ଏକାଧାରରେ ଜଣେ ଛାତ୍ର ବତ୍ସଳ, ଆଦର୍ଶ ଶିକ୍ଷକ ତଥା
Read More...

ସମ୍ବିଧାନ ସୁରକ୍ଷା ମଂଚ ତରଫରୁ ସମ୍ବିଧାନ ଦିବସ ପାଳିତ

ସମ୍ବିଧାନକୁ ଜାଣିବା ଏକାନ୍ତ ଅବଶ୍ୟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବହୁଜନ ପରିବାର (ସମ୍ବିଧାନ ସୁରକ୍ଷା ମଂଚ) ତରଫରୁ ୭୩ତମ ସମ୍ବିଧାନ ଦିବସ ସ୍ଥାନୀୟ ଟାଉନ ହଲ୍‌ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ବାସୁଦେବ ମୁଗ୍ରୀଙ୍କ ସଭାପତିତ୍ୱରେ ତଥା କୁନା ବାଗଙ୍କ
Read More...

ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଗଞ୍ଜାମ ମହାବିଦ୍ୟାଳୟ ଅଡିଟୋରିୟମ ହଲରେ ଜାତୀୟ ସମ୍ବିଧାନ ଦିବସ ଅବସରରେ ନେହେରୁ ଯୁବକେନ୍ଦ୍ର ଓ ଗଞ୍ଜାମ ସ୍ୱେଚ୍ଛାସେବୀ ଦିଗଦର୍ଶନ ୟୁଥ କ୍ଲବର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି । ସଭାପତି ଉମାକାନ୍ତ ବେହେରାଙ୍କ ସଭାପତିତ୍ୱରେ
Read More...

ବଲାଙ୍ଗିର ଠାରେ ସମ୍ବିଧାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ସମ୍ବିଧାନ ପ୍ରଣେତା ଡ଼ ବି. ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଅତିରିକ୍ତ
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକିଆ ଅଧିବେଶନ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଂସ୍କୃତ ପରିଷଦର ମାସିକ ବୈଠକ ସ୍ଥାନୀୟ ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ସଭାପତିି ପଣ୍ଡିତ ନାମଯଜ୍ଞ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ ତଥା ସଂଯୋଜନା କ୍ରମେ ବିଭିନ୍ନ ସାଂଗଠନିକ ବିଷୟ
Read More...

ଆମ୍ ଆଦମୀ ପାର୍ଟିର ୧୦ତମ ସ୍ଥାପନା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆମ୍ ଆଦମୀ ପାର୍ଟିର ୧୦ତମ ସ୍ଥାପନା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଆମ୍ ଆଦମୀ ପାର୍ଟି ତରଫରୁ ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ସ୍ଥିତ ୧୮ ନମ୍ବର୍ ୱାର୍ଡ ବିଜାଖମନ ଠାରେ ବୃକ୍ଷ
Read More...

ଉପନିର୍ବାଚନ ସମୟରେ ଲାଗିଲା ମାଓବାଦୀ ବ୍ୟାନର

ପାଇକମାଲ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ଠାରୁ ୬ କି.ମି ଦୂର ମାଗୁରମାଲ ଛକ ନିଶାନୀ ଦେବୀ ମନ୍ଦିର ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଶନିବାର ଭୋରରୁ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ମାଓବାଦୀମାନେ ଏହି ବ୍ୟାନର ଲଗାଇ ଥିବା ଅନୁମାନ
Read More...

ମହିଳା ମହାବିଦ୍ୟାଳୟ ବଲାଙ୍ଗିରରେ ସମ୍ବିଧାନ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ମହିଳା ମହାବିଦ୍ୟାଳୟ ଠାରେ ନେହେରୁ ଯୁବ କେନ୍ଦ୍ର ତରଫରୁ ୭୩ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ କୁମାର ନାଗ ଭୂଷଣ ଯୋଗ ଦେଇଥିବା ବେଳେ ଅତିଥି ଭାବେ ମହାବିଦ୍ୟାଳୟ ଅଧ୍ୟକ୍ଷ ମନୋରଂଜନ ମିଶ୍ର,
Read More...

ଖେଳୁଥିବା ବେଳେ ପୋଖରୀ ପଡ଼ି ଶିଶୁ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମର ପୋଖରୀରେ ବୁଡ଼ି ଶନିବାର ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି । ମୃତ ଶିଶୁ ହେଲେ ଡେଙ୍ଗାଡି ଗ୍ରାମର ରଞ୍ଜନ ସାହୁଙ୍କ ଏକମାତ୍ର ପୁତ୍ର ସିଦ୍ଧାର୍ଥ । ସୂଚନା ଅନୁସାରେ ସିଦ୍ଧାର୍ଥ ଘର ନିକଟ ପୋଖରୀ ହିଡରେ ସକାଳ ପ୍ରାୟ ୮ ଟାରେ
Read More...

ଟ୍ରଲର ସହ ୫ କୁଇଣ୍ଟାଲ ମାଛ ଜବତ

କୋଣାର୍କ : ଚନ୍ଦ୍ରଭାଗା ନିଷିଦ୍ଧାଞ୍ଚଳରେ ଶନିବାର ଚଢ଼ାଉ କରାଯାଇଥିବା ଜଣାପଡିଛି । ମତ୍ସ୍ୟ ବିଭାଗ, ମେରାଇନ ପୋଲିସ ଓ ବନବିଭାଗ ଦ୍ୱାରା ହୋଇଥିବା ଏହି ମିଳିତ ଚଢାଉରେ ଏକ ଟ୍ରଲର ସହ ପ୍ରାୟ ୫ କୁଇଣ୍ଟାଲ ମାଛ ଜବତ ହୋଇଛି । ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ଅସ୍ତରଙ୍ଗ, ଚନ୍ଦ୍ରଭଗା
Read More...