Yearly Archives

2022

କଂଟାବାଂଜି ସିଭିଲକୋର୍ଟରେ ୭୩ତମ ସମ୍ବିଧାନ ଦିବସ ପାଳିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସିଭିଲକୋର୍ଟ କନଫରେନ୍ସ ହଲରେ ଶନିବାର ଅପରାହ୍ନରେ ୭୩ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ତାଲୁକ ଆଇନ ସହାୟତା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ ହିମାଂଶୁ ଶେଖର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ
Read More...

ଡିସେମ୍ବର ୨୧ ଓ ୨୨ରେ ବଲାଙ୍ଗିର ଠାରେ ଗୋପାଳନ ସମ୍ମିଳନୀ ଅନୁଷ୍ଠିତ ହେବ : ସାମ୍ବାଦିକ ସମ୍ମିଳନୀରେ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ବଲାଙ୍ଗିର - କଳାହାଣ୍ଡି - ନୂଆପଡା ଆଞ୍ଚଳିକ ଦୁଗ୍ଧ ସଂଘର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ୨ ଦିନିଆ "ଗୋପାଳନ ସମ୍ମିଳନୀ -୨୦୨୨" ଆୟୋଜିତ ହେବ । ଏ
Read More...

ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ସାମ୍ବାଦିକ ଭବନ ବଲାଙ୍ଗିର ଠାରେ ବିପିନ ବିହାରୀ ବାରିକଙ୍କ ଆବାହକତ୍ୱରେ ପାଳିତ ହୋଇଯାଇଛିି । ଏଥିରେ ତରଣୀସେନ ଦୀପ ସଭାପତିତ୍ୱ କରି ସଂରକ୍ଷଣ ନୀତି, ମୌଳିକ ଅଧିକାର ଏବଂ ସମ୍ବିଧାନ ପୂର୍ଣ୍ଣ ଭାବରେ କାର୍ଯ୍ୟକାରୀ କରିବା
Read More...

ମା’ ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖମ୍ବେଶ୍ୱରୀପାଲି ଠାରେ ପାଳିତ ହେଲା ସମ୍ବିଧାନ ଦିବସ ୨୦୨୨

ଦେଶର ଗୌରବ ଓ ବିକାଶର ଚାବିକାଠି ଆମର ମହାନ ସମ୍ବିଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ମା' ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖମ୍ବେଶ୍ୱରୀପାଲି ଠାରେ ନେହେରୁ ଯୁବ କେନ୍ଦ୍ର ଏବଂ ଏନ୍‌ଏସ୍‌ଏସ୍‌ ୟୁନିଟ ତରଫରୁ ସମ୍ବିଧାନ ଦିବସ ପାଳିତ
Read More...

ବେଳାଭୂମିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବେଳାଭୂମି ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ ସ୍ଥିତ ବାଲିଗୁଆଳି ବେଳାଭୂମିରେ ଜଣେ ଯୁବତୀ ମୁହଁ ମାଡ଼ି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ମୃତ
Read More...

ଆଦର୍ଶ ଶିକ୍ଷକ ଗଣେଶ୍ୱର ମହାନ୍ତି ଆଉ ନାହାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍) : ସ୍ଥାନୀୟ ତୁଳସୀନଗର ନିବାସୀ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ଗଣେଶ୍ୱର ମହାନ୍ତି(୯୨) ଆଉ ନାହାନ୍ତି । ଆଜି ପୂର୍ବାହ୍ନ ୧୦ଟା ୨୦ ମିନିଟ୍ ସମୟରେ ସେ ସ୍ଵର୍ଗାରୋହଣ କରିଛନ୍ତି । ତାଙ୍କ ଅମ୍ଳାନ ବ୍ୟକ୍ତିତ୍ୱ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ
Read More...

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ହଟେଇବାକୁ ଦାବୀ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁପତ୍ର ଉପରୁ ଜିଏସ୍‌ଟି ହଟେଇବାକୁ ଦାବୀ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖି ଜଣାଇଛନ୍ତି ଶ୍ରୀ ପଟ୍ଟନାୟକ । ଚିଠିରେ ଉଲ୍ଲେଖ ଅଛି ଯେ, ଜିଏସ୍‌ଟି ପାଇଁ କେନ୍ଦୁପତ୍ର
Read More...

ବ୍ରହ୍ମପୁର ଗୁରୁକୂଳ ଇଣ୍ଟରନ୍ୟାସନଲ ସ୍କୁଲ କମ୍ କଲେଜରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଓ ଶାରୀରିକ ନିର୍ଯାତନା…

ରାଜ୍ୟପାଳଙ୍କୁ ଭେଟିବ ବୋଲି ବିଜେପି ପ୍ରତିନିଧିଦଳଙ୍କ ଚେତାବନୀ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଗୁରୁକୂଳ ଇଣ୍ଟରନ୍ୟାସନଲ ସ୍କୁଲ କମ୍ କଲେଜରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଓ ଶାରୀରିକ ନିର୍ଯାତନା ଅଭିଯୋଗ ହୋଇଛି । ଗୁରୁକୂଳ ଇଣ୍ଟରନ୍ୟାସନଲ ସ୍କୁଲ ଓ କଲେଜର
Read More...

ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା : ୨ ମୃତ, ୨ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା ଲିଙ୍ଗାଗଡ ପଞ୍ଚାୟତ ଅନ୍ତର୍ଗତ ନିଲୁଙ୍ଗିଆ ଘାଟି ବୁଲାଣି ନିକଟରେ ଏକ ଅଭାବନୀୟ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା
Read More...

ତେଲିଗୋଠପଡାରେ ଡ୍ରେନ ପାଲଟିଛି ମରଣଯନ୍ତା : ସାଧାରଣରେ ଅସନ୍ତୋଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ତେଲିଗୋଠପଡାସ୍ଥିତ ମୁଖ୍ୟ ରାସ୍ତାରେ ଗୋଟିଏ ବର୍ଷ ହେଲା ଡ୍ରେନ ମୁକୁଳା ହୋଇ ପଡିରହିଛି ଯଦ୍ୱାରା ପ୍ରତ୍ୟହ ଦୁର୍ଘଟଣା ସବୁ ଘଟୁଥିବା ନେଇ ଉକ୍ତ ପଡାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହି ଡ୍ରେନ ସମସ୍ୟାର ସମାଧାନ ପାଇଁ ପଡାବାସୀ
Read More...