Yearly Archives

2022

ଅଜଣା ଗାଡି ଧକ୍କାରେ କୃଷ୍ଣ ସାର ମୃଗର ମୃତ୍ୟୁ : ମୃତଦେହ ଜବତ କଲା ବନବିଭାଗ

ସାନଖେମୁଣ୍ଡି : ଆସିକା ଦିଗପହଣ୍ଡି ମୁଖ୍ୟ ରାସ୍ତାରେ କୃଷ୍ଣ ସାର ମୃଗକୁ ଧକ୍କା ଦେଲା ଅଜଣା ଗାଡି । ଭାଲିଆଝୋଳା ରାସ୍ତା କଡରେ ପଡି ରହିଛି ମୃଗର ମୃତଦେହ । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି କୃଷ୍ଣ ସାର ମୃଗ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ତେବେ କେଉଁ ଗାଡି ଧକ୍କା ଦେଲା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଦୁଇ ମହିଳା ସରକାରୀ କର୍ମଚାରୀ ମୃତ

ଜି. ଉଦୟଗିରି : ଜି ଉଦୟଗିରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏକ ସ୍କୁଟିକୁ ଦୃତ ଗତିରେ ଆସୁଥିବା ଏକ ବାଇକ ଧକ୍କା ଦେବା ଫଳରେ କାର୍ଯ୍ୟାଳୟ ଅଭିମୁଖେ ଯାଉଥିବା ଦୁଇ ଜଣ ମହିଳା ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ସକାଳ ପ୍ରାୟ ୮ ଟା ୩୦
Read More...

‘ବେଷ୍ଟ ମଲ୍ଟି ସ୍ପେଶାଲିଟି ପ୍ରାଇଭେଟ୍‌ ହସ୍ପିଟାଲ ୨୦୨୨’ସମ୍ମାନରେ ସମ୍ମାନିତ ହେଲା ଆପୋଲୋ ହସ୍ପିଟାଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦି ୱିକ୍‌ ମାଗାଜିନ୍‌ ପକ୍ଷରୁ ହୋଇଥିବା ସର୍ବେକ୍ଷଣରେ ଆପୋଲୋ ହସ୍ପିଟାଲ ଭୁବନେଶ୍ୱରକୁ 'ବେଷ୍ଟ ମଲ୍ଟି ସ୍ପେଶାଲିଟି ପ୍ରାଇଭେଟ୍‌ ହସ୍ପିଟାଲ ୨୦୨୨'ସମ୍ମାନରେ ସମ୍ମାନିତ କରାଯାଇଛି । ଏପରିକି ଦି ୱିକ୍‌ ପକ୍ଷରୁ ନିୟୋଜିତ ଏକ ସ୍ବାଧୀନ ସଂସ୍ଥା ଦ୍ୱାରା ବିଗତ
Read More...

ସୋଆର ଷ୍ଟାନ୍‌ଫୋର୍ଡ ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ୧୬ ଜଣ ଗବେଷକ ପୃଥିବୀର ୨% ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି । ବିଶେଷ କରି ୟୁଏସ୍‌ର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ୨୦୨୨
Read More...

ପୋମରା ଜଙ୍ଗଲରେ ଗୁଳିବିନିମୟ, ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ ହୋଇଛନ୍ତି । ବର୍ତ୍ତମାନ ଜଙ୍ଗଲରେ ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଛି । ସର୍ଚ୍ଚ ଅପରେସନ୍ ବେଳେ ବିପୁଳ ପରିମାଣର
Read More...

ବିଜେପି ଉଦ୍ଦେଶ୍ୟମୂଳକ ଭାବେ ଆମ ରାଜ୍ୟର ନିରୀହ ସରକାରୀ ଶିକ୍ଷକମାନଙ୍କୁ ଟାର୍ଗେଟ କରୁଛି : ଶ୍ରୀମୟୀ ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଇଶ୍ୱର । ଗୁରୁ ହେଉଛନ୍ତି ଆମ ସମାଜର ମାର୍ଗ ଦର୍ଶକ ଏବଂ ତାଙ୍କ ସ୍ଥାନ ବହୁତ ଉଚ୍ଚରେ ବୋଲି ଆଜି ପୂର୍ବତନ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ବିଜେପିକୁ ଟାର୍ଗେଟ କରି କହିବା ସହ ଇଲେକ୍ସନ ଆସିବ,
Read More...

କୁଲିଙ୍ଗାମାଲ ସେବାଶ୍ରମର ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ କୁଲିଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଜ୍ୟୋତିଚରଣ ନାଗଙ୍କ ସଭାପତିତ୍ୱରେ ‌ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନାରାୟଣ ମାଝୀ, ସମାଜସେବୀ
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ

ବୌଦ୍ଧ : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବୌଦ୍ଧ ଜିଲ୍ଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ । ସୂଚନା ଅନୁସାରେ ଶୁକ୍ରବାର ଜଣେ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
Read More...

ନାଗ ଫାଶରେ ଛନ୍ଦି ହୋଇଥିବା ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ଦ୍ୱିତୀୟ ଦିନ ପାଇଁ ଇଡିରେ ହାଜର

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା । ଦ୍ୱିତୀୟ ଦିନ ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି । ପ୍ରଥମ ଦିନ ୧୪ ଘଣ୍ଟା ଧରି ଜେରା କରିଥିଲା ଇଡି । ଇଡି ଆଗରେ ଶ୍ରଦ୍ଧାଞ୍ଜଳି ଅନେକ ଗୁମର ଖୋଲିଥିବା ସୂଚନା ମିଳିଛି । ଅର୍ଚ୍ଚନାଙ୍କ
Read More...

କାନଝରୀ ଓ ସାଳନ୍ଦୀ ଡ୍ୟାମ ପାଇବେ ନୂଆରୂପ

କେନ୍ଦୁଝର : କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ । ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି ଟଙ୍କା ଖର୍ଚ୍ଚ କରି ମ୍ୟୁଜିୟମ
Read More...