Yearly Archives

2022

ସତ୍ୟସାଇ ସେବା ସମିତି ପକ୍ଷରୁ ସତ୍ୟସାଇ ବାବାଙ୍କ ୯୭ତମ ଜୟନ୍ତୀ ପାଳିତ

କୋଣାର୍କ : କୋଣାର୍କ ସତ୍ୟସାଇ ସେବା ସମିତି ପକ୍ଷରୁ ସତ୍ୟସାଇ ବାବାଙ୍କ ୯୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ଅର୍କବିହାରସ୍ଥିତ ବାବାଙ୍କ ମନ୍ଦିରରେ ଭୋର ୪ଟାରେ ଓଁକାର ଧ୍ଵନି, ସୁପ୍ରଭାତ ଓ ନଗରକୀର୍ତ୍ତନରେ କୋଣାର୍କ ବଜାର ପରିକ୍ରମା ପରେ ବାବାଙ୍କୁ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା
Read More...

କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ, ୪୯୫ ଜଣଙ୍କୁ କର୍ମନିଯୁକ୍ତି

ପୁରୀ : ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଆଜି ପୁରୀ ସରକାରୀ ଆଇଟିଆଇ ପରିସରରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମର୍ଥ ବର୍ମା ନିଯୁକ୍ତି ମେଳା ପରିଦର୍ଶନ କରିବା ସହ ବିଭିନ୍ନ ନିଯୁକ୍ତିଦାତା କମ୍ପାନୀଙ୍କ ସହ ଆଲୋଚନା
Read More...

୨ କେଜି ଗଞ୍ଜେଇ ଓ ଦେଶୀ ମଦ ଜବତ ସହ ୩ ଗିରଫ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅବକାରୀ ବିଭାଗ ପକ୍ଷରୁ ଆଜି ପାଟ୍ରୋଲିଙ୍ଗ ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି । ଚଢ଼ାଉରେ ୨ କେଜି ଗଞ୍ଜେଇ ଓ ୫୭ ଲିଟର ଚୋରା ଦେଶୀ ମଦ ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନା ମୁତାବକ ନୀଳମାଧବପୁର
Read More...

୪ର୍ଥ ବୀର ବଜରଙ୍ଗ ବଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବୀର ବଜରଙ୍ଗ ବଲି ଏସୋସିଏସନ କୁଦେଇପାଲି ତରଫରୁ ଚତୁର୍ଥ ବର୍ଷ ବୀର ବଜରଙ୍ଗବଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଖୁଜେନପାଲି ପଡିଆରେ ପ୍ରଥମ ଦିନର ଖେଳରେ ଖୁଜେନପାଲିକୁ ହରାଇ ଅର୍ଜୁନପୁର ୨-୦ ଗୋଲରେ ବିଜୟୀ ହୋଇଛି । ଦ୍ୱିତୀୟ ମ୍ୟାଚ୍‌ ହାତୀସରାକୁ ପରାସ୍ତ କରି
Read More...

କର୍ଲାମୁଣ୍ଡାରେ ମାଟ୍ରିକ ସମେଟିଭ ପରୀକ୍ଷା ଦେଲେ ୧୧୨୭ ଛାତ୍ରଛାତ୍ରୀ

କଳାହାଣ୍ଡି, (ନରୋତ୍ତମ ସେଲମା) : ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ଛାତ୍ର ଛାତ୍ରୀଙ୍କ ସମେଟିଭ ୧ ପରୀକ୍ଷା । କର୍ଲାମୁଣ୍ଡା ବ୍ଲକର ଛଅଟି ପରୀକ୍ଷା କେନ୍ଦ୍ରରେ ମୋଟ ୧୧୨୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା ଦେବା ପାଇଁ ୧୧୩୭ ଜଣ ଫର୍ମ ଫିଲଭ କରିଥିବା ବେଳେ ୧୦ ଜଣ ଅନୁପସ୍ଥିତ
Read More...

ପଦ୍ମପୁରରେ ପହଞ୍ଚିଲା କୋସଲ ଜନ ଜାଗରଣ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନରେ ଚାଷୀ ଓ ଜିଲ୍ଲା ଦାବୀ ପରେ ମୁଣ୍ଡ ଟେକିଲାଣି କୋସଲ ରାଜ୍ୟ ଦାବୀ ପ୍ରସଙ୍ଗ । ଉପନିର୍ବାଚନରେ କୋସଲ ପ୍ରସଙ୍ଗ ଉଠାଇ ଆନ୍ଦୋଳନକୁ ଓହ୍ଲାଇ ପଡିଛି କୋସଲ ରାଜ୍ୟ ମୁକ୍ତି ମୋର୍ଚ୍ଚା । 'କୋସଲ କଥା କହେବା ଯିଏ, ଆମର ନେତା ସିଏ' ନାରା
Read More...

ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପେଟ୍ରୋଲିଂ ସଂକ୍ରାନ୍ତିୟ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ଓ ଟାଉନ ଥାନା ପରିସରରେ ଆଇଆଇସି କେ. ପ୍ରିୟଙ୍କା ରାଉତରାୟଙ୍କ ତତ୍ୱାବଧାନରେ ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପେଟ୍ରୋଲିଂ ସଂକ୍ରାନ୍ତିୟ ଏକ ବୈଠକ ଅନୁଷ୍ଠିତ
Read More...

ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଲିଗ୍‌ରେ ବଲାଙ୍ଗିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ମାସ ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ କେରଳର କୋଲିକୋର୍ଡ ଠାରେ ଅନୁଷ୍ଠିତ ହେବାକୁ ଥିବା ଖେଲୋ ଇଣ୍ଡିଆ ଉଷୁ ଓମେନ୍ସ ଜୋନାଲ ଲିଗ୍‌ରେ ଓଡିଶା ପକ୍ଷରୁ ୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ତନ୍‌ ମଧ୍ୟରୁ ବଲାଙ୍ଗିର ଜିଲ୍ଲାରୁ ୩ ଜଣ ପ୍ରତିଯୋଗୀ
Read More...

ତୁର୍କୀରେ ଭୂକମ୍ପର ଝଟ୍‌କା ଅନୁଭୂତ : ୫୦ ଆହତ

ଆଙ୍କରା : ତୁର୍କୀର ଏକ ସହରରେ ବୁଧବାର ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ତୁର୍କୀର ଆଙ୍କରାରୁ ୧୮୬ କିଲୋମିଟର ଦୂର ପଶ୍ଚିମ-ଉତ୍ତର ପଶ୍ଚିମରେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୯ ଥିଲା । ଭୂକମ୍ପର ଗଭୀରତା ୧୦
Read More...

ଯଦି ମୋ ଉପରେ ରାଗ ଅଛି ତା’ହେଲେ ମୋତେ ପଛେ ମାଡ ମାର କିନ୍ତୁ ମୋର ସମର୍ଥକ ଓ କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲର ଜର୍ଜଗଡ ଗାଁରେ ସୁନିଲ ନାମକ ଜଣେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାଙ୍କୁ ଗତକାଲି ବିଜେଡି ଦଳର ଗୁଣ୍ଡାମାନେ ମାଡ ମାରି ତାଙ୍କ ଘର ଭାଙ୍ଗିଥିବା ନେଇ ଅଭିଯୋଗ ହୋଇଛି । ମନ୍ତ୍ରୀ ନବ ଦାସ ଯିଏ ବିଜୁ ଜନତା ଦଳ ପାଇଁ ପାଇକମାଲ ଦାୟିତ୍ୱରେ
Read More...