କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା
ଭୁବନେଶ୍ୱର, (କେପିଏନ୍ଏସ୍) : କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୧ ହଜାର ଏବଂ ସିଜନାଲ୍ ଶ୍ରମିକ ଓ ପତ୍ର ବନ୍ଧାଳିଙ୍କ ପାଇଁ ୧୫ଶହ ଟଙ୍କା ଘୋଷଣା କରାଯାଇଛି ।!-->…
Read More...
Read More...