Yearly Archives

2022

ମାଲକାନଗିରିରେ ୬ଟି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହିସବୁ ପ୍ରକଳ୍ପଗୁଡିକ
Read More...

ଜିଲ୍ଲା କ୍ରୀଡା ସଂସଦର ଷ୍ଟେଣ୍ଡିଂ କମିଟିର ବୈଠକ ଅନୁଷ୍ଠିତ

ବାର୍ଷିକ କ୍ରୀଡା ଡିସେମ୍ବର ୨୦ ଓ ୨୧ଭିଜନ ୨୦୨୪ ଜୁନିୟର ଇନଟ୍ରା କ୍ଲବ କ୍ରିକେଟ ଡିସେମ୍ବର ୯ରେ ବଲାଙ୍ଗିର, (ଦେବାଶିଷ ମଶ୍ର) : ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମ
Read More...

ଡିସେମ୍ବର ଶେଷ ସପ୍ତାହରେ ଗୋପାଳପୁର ବେଳାଭୂମି ମହୋତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆସନ୍ତା ଡିସେମ୍ବର ମାସ ଶେଷ ସପ୍ତାହରେ ଅନୁଷ୍ଠିତ ହେବ ଗୋପାଳପୁର ବେଳାଭୂମି ମହୋତ୍ସବ । ଏକାସାଙ୍ଗରେ ବିଚ୍ ଫେଷ୍ଟ ସହ ଓରମାସ୍ ଦ୍ଵାରା ପଲ୍ଲିଶ୍ରୀ ମେଳା ହେବ । ବିଭିନ୍ନ ବେସରକାରୀ ସଂସ୍ଥା ମଧ୍ୟ ଷ୍ଟଲ୍ ବୁକ୍ କରି ସେମାନଙ୍କ ବ୍ୟବସାୟ
Read More...

ବୁଧବାରଠାରୁ ଆରମ୍ଭ ହେବ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ : ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ହେବ ବୋଲି ବୋର୍ଡ ପକ୍ଷରୁ
Read More...

୮୦ କେଜି ଗଞ୍ଜେଇ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍‌କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଥିବା ଜରାପଡିଛି । କାର୍‌ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ ପୋଲିସ ଗିରଫ
Read More...

ଦୁଇ କାଉନସିଲରଙ୍କୁ ଅଣଦେଖା ଅଭିଯୋଗ : ୭ ଦଫା ଦାବୀ ନେଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୁଇ କାଉନସିଲରଙ୍କୁ ଏନ୍ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବୀରେ ୭ ଦଫା ଦାବୀ ନେଇ ଏନ୍ଏସି କାର୍ଯ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିରେ ।
Read More...

ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ : ଅଭିଯୁକ୍ତ ଫେରାର

ଖୋର୍ଦ୍ଧା : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡିଛି । ଜବତ କାର (ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ । ତେବେ ପୋଲିସକୁ ଚକମା ଦେଖାଇ ବ୍ରାଉନସୁଗାର ବେପାରୀ
Read More...

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର : ପରିଚୟ ଅସ୍ପଷ୍ଟ

ମାଲକାନଗିରି : ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପହିଛି ତେବେ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ଜଣାପଡିଛି । ସୂଚନା ଅନୁସାରେ ମାଲକାନଗିରି ସଦର ବ୍ଲକସ୍ଥ ତମସା ଗ୍ରାମ ନିକଟରେ କେନାଲ ରାସ୍ତା କଡ଼ରେ ଥିବା ଏକ ପୋଖରୀରୁ ଜଣେ ଅଚିହ୍ନା ଯୁବକର ମୃତ ଶରୀର ଉଦ୍ଧାର କରାଯାଇଛି ।
Read More...

ବଲାଙ୍ଗିର ଜିଲ୍ଲା ସମବାୟ ବ୍ୟାଙ୍କ ସଭାପତି ନିର୍ବାଚନ : ବାଜି ମାରିଲେ ସ୍ମାରକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସମବାୟ ବ୍ୟାଙ୍କ ସଭାପତି ନିର୍ବାଚନରେ ବାଜି ମାରିଛନ୍ତି ସ୍ମାରକ ରଞ୍ଜନ ମିଶ୍ର । ସବୁ ଆଲୋଚନା ପର୍ଯ୍ୟାଲୋଚନା, ଛକାପଞ୍ଝାର ଅନ୍ତ ଘଟିଛି । ଏହି ନିର୍ବାଚନ ମଇଦାନରେ ଥିବା ଦୁଇ ଜଣ ପ୍ରାର୍ଥୀଙ୍କୁ ପଛରେ ପକାଇ ସ୍ମାରକ ବିଜୟୀ ହୋଇଛନ୍ତି ।
Read More...

ଆଇସିକ୍ୟୁସିସି –୨୨ : ଜିନ୍ଦଲଷ୍ଟିଲ ଏଣ୍ଡ ପାୱାରର ୫ଟି ସ୍ଵର୍ଣ୍ଣ ପଦକ ହାସଲ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣୀ) : ଇଣ୍ଡୋନେସିଆର ଜାକର୍ତାଠାରେ ଅନୁଷ୍ଠିତ ହୋଇଥିବା ଇଣ୍ଟରନେସନାଲ କନଭେନସନ ଅନ କ୍ଵାଲିଟି କଣ୍ଟ୍ରୋଲ ସର୍କଲସ – ୨୨ (ଆଇସିକ୍ୟୁସିସି)ରେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ଉତ୍କୃଷ୍ଟ ପ୍ରଦର୍ଶନ । ନଭେମ୍ବର ୧୫ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା
Read More...