Yearly Archives

2022

ଖପ୍ରାଖୋଲ ପୋଲିସ ଦ୍ୱାରା ୮ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଖପ୍ରାଖୋଲ ପୋଲିସ ଦ୍ୱାରା ରବିବାର ସକାଳ ୭ଟାରେ ୮ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକମାନେ ଖପ୍ରାଖୋଲ ଥାନା ମାଟିଖାଇ ଗାଁର ବୋଲି ପୋଲିସ ସୂଚନା ଦେଇଛି । ସୂଚନା ଅନୁସାରେ ରବିବାର ସକାଳୁ କୃପାମୟୀ ବସ ଯୋଗେ କିଛି ଦାଦନ ଶ୍ରମିକ
Read More...

ବେସରକାରୀ ସ୍କୁଲରେ ସରକାରୀ କର୍ମଚାରୀ ଓ ମନ୍ତ୍ରୀଙ୍କ ବୈଠକ : ପଦ୍ମପୁର ବିଧାନସଭା ଉପନିର୍ବାଚନର ଆଚରଣ ବିଧି ଉଲ୍ଲଘଂନର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଧାନସଭା ଉପନିର୍ବାଚନରେ ଆସିଲା ପ୍ରଥମ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ । ନିର୍ବାଚନ ଅଧିକାରୀ ତଥା ପଦ୍ମପୁର ଉପଖଣ୍ଡ ଅଧିକାରୀଙ୍କୁ ସାକ୍ଷାତ କରି ଉଚ୍ଚ ଶିକ୍ଷା ମନ୍ତ୍ରୀ ଇଂ.ରୋହିତ ପୂଜାରୀଙ୍କ ବିରୁଦ୍ଧରେ ଅଭିଯୋଗ ପାତ୍ର ଦାଖଲ
Read More...

ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ୩ ଦଫା ଦାବୀ ନେଇ ରାସ୍ତାରେ ରାଲି ଓ ଦାବୀପତ୍ର ପ୍ରଦାନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଓଡିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ୱାନ କ୍ରମେ ଗଞ୍ଜାମ ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘ (ନୂତନ ପେନସନଭୁକ୍ତ) ପକ୍ଷରୁ ୩ ଦଫା ଦାବୀ ନେଇ ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅନୁପସ୍ଥିତରେ ଅତିରିକ୍ତ
Read More...

୩ ଦଫା ଦାବୀ ନେଇ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ବିକ୍ଷୋଭ ଶୋଭାଯାତ୍ରା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ସରକାର କଣ୍ଟ୍ରାକ୍ଟ ନିଯୁକ୍ତିକୁ ଉଚ୍ଛେଦ କରିଛନ୍ତି । ମାତ୍ର ଏବେବି ପ୍ରାଥମିକ ଶିକ୍ଷକମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି । ବିଭିନ୍ନ ବର୍ଗର ଶିକ୍ଷକ ରହିଛନ୍ତି । ସେମାନଙ୍କ ମଧ୍ୟରୁ ସ୍ୱେଚ୍ଛାସେବୀ ଶିକ୍ଷା ସହାୟକ, ଶିକ୍ଷା ସହାୟକ
Read More...

ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ହିଁ ସମ୍ପଦ । ଉତ୍ତମ ସ୍ୱାସ୍ଥ୍ୟ ଓ ସୁସ୍ଥ ମାନସିକ ଅବସ୍ଥା ପାଇଁ କ୍ରୀଡାର ପ୍ରମୁଖ ଭୂମିକା ରହିଛି । କ୍ରୀଡା ହିଁ ମଣିଷକୁ କ୍ରିୟାଶୀଳ ଓ ପ୍ରତିଯୋଗକ୍ଷମ କରାଇଥାଏ । କ୍ରୀଡାର ଏହି ମହତ୍ତ୍ୱ ଓ ଗୁରୁତ୍ତ୍ୱକୁ ଛାତ୍ରଛାତ୍ରୀଙ୍କ ଜୀବନରେ ପ୍ରୟୋଗ
Read More...

ପ୍ରଧାନ ସେବିକାଙ୍କ ଅବସର ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଧିନସ୍ଥ ଆଶ୍ରମ ସ୍କୁଲର ପ୍ରଧାନ ସେବିକା ଶ୍ରୀମତୀ ପ୍ରେମକାନ୍ତୀ ରାୟ ତାଙ୍କ କର୍ମକ୍ଷେତ୍ରରୁ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ତୁରେକେଲା କ୍ଲଷ୍ଟର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ
Read More...

ଗୁଡଭେଲା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ୩ ଦଫା ଦାବୀପତ୍ର ପ୍ରଦାନ

ଗୁଡଭେଲା, (କେପିଏନ୍‌ଏସ୍‌) : ରାଜ୍ୟ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଡାକରା କ୍ରମେ ଗତକାଲି ଗୁଡଭେଲା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ତରଫରୁ ୩ ଦଫା ଦାବୀ ସମ୍ବଳିତ ଦାବୀପତ୍ର ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରମେଶ ସାମର୍ଥଙ୍କୁ ପ୍ରଦାନ
Read More...

ରକ୍ତଦାନ ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମୂନିନ୍ଦା ପଞ୍ଚାୟତ ମୋ ପାଠାଗାର ପରିସରରେ ଶନିବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଯୁବ ସରପଞ୍ଚ ଶେଷଦେବ ବାରିକଙ୍କ ନେତୃତ୍ଵରେ ଅନୁଷ୍ଠିତ ଏହି ଶିବିରରେ ୩୧ ୟୁନିଟ ରକ୍ତ ସଂଗ୍ରହ
Read More...

ଦ୍ୱିତୀୟ ଦିନରେ ନଟରାଜ କଳାପରିଷଦର ରଜତ ଜୟନ୍ତୀ ସମାରୋହ

ନାଟକ ସାମାଜିକ ସଚେତନତାର ଶ୍ରେଷ୍ଠ ବାର୍ତ୍ତାବହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନାଟକ ଅଂଚଳର କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହ ଉଭୟ ଜନସାଧାରଣ ସରକାରଙ୍କୁ ବିଭିନ୍ନ ସମସ୍ୟା ଓ ତାର ସମାଧାନର ବାର୍ତ୍ତା ଦିଏ । ପରିବାର ନିୟନ୍ତ୍ରଣ, ପୋଲିଓ ଭଳି କେତେ ଯୋଜନାରେ ସରକାର ପଥ ପ୍ରାନ୍ତ
Read More...

ଗ୍ରାମାଞ୍ଚଳରେ ଜମୁଛି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ନିର୍ବାଚନୀ ପ୍ରଚାର

ଶତ ପ୍ରତିଶତ ବଢୁଛି ଭୋଟର ସମର୍ଥନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନରେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଜୋରସୋର ଚାଲିଛି ନିର୍ବାଚନୀ ପ୍ରଚାର । ଆଜି ପାଇକମାଲ ଜିଲ୍ଲା ପରିଷଦ ଜୋନ ନଂ ୧ ପୁରେନା, ଖପରିଡିହି, ମୋତିପାଲି, ପତ୍ରାପାଲି, ବରତୁଣ୍ଡା,
Read More...